କେନ୍ଦୁଝର

ଏକାଠି ହେଲେ ସବୁ ଟ୍ରକ ମାଲିକ ସଂଘ

କେନ୍ଦୁଝର, ୩।୮ (ସ୍ବ.ପ୍ର./ଡି.ଏନ.ଏ.)- ରାଜ୍ୟ ବାହାରୁ ଭାରି ଯାନ ଅଣାଯାଇ କେନ୍ଦୁଝର ଜିଲାରେ ଖଣିଜ ଦ୍ରବ୍ୟ ପରିବହନ କରାଯାଉ ଥିବାରୁ ସ୍ଥାନୀୟ ଅଞ୍ଚଳର ଟ୍ରକ ମାଲିକମାନେ କ୍ଷତିଗ୍ରସ୍ତ…

5 years ago

କେନ୍ଦ୍ର ସରକାରଙ୍କ ଶ୍ରମ ବିରୋଧୀ କାର୍ଯ୍ୟ ପ୍ରତିବାଦ: କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କେନ୍ଦୁଝର,୨।୮(ସ୍ବ.ପ୍ର.): କେନ୍ଦ୍ର ସରକାରଙ୍କ ଶ୍ରମ ବିରୋଧୀ କାର୍ଯ୍ୟ ପ୍ରତିବାଦରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଶୁକ୍ରବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ବହୁ ସଂଖ୍ୟାରେ ଶ୍ରମିକ…

5 years ago

ହାଟଡ଼ିହୀ ବ୍ଲକ ଶିକ୍ଷାଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଲେ କ୍ଷୀରୋଦ କୁମାର

ହାଟଡିହୀ,୨।୮(ଡି.ଏନ୍‌.ଏ/ସ୍ବ.ପ୍ର.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଶିକ୍ଷାଧିକାରୀ ଭାବେ କ୍ଷୀରୋଦ କୁମାର ତ୍ରିପାଠୀ ଶୁକ୍ରବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ପୂର୍ବରୁ ସେ ଆନନ୍ଦପୁରରେ ଏବିଇଓ ରୂପେ କାର୍ଯ୍ୟ…

5 years ago

ଶୁଆକାଠି ଖଣି ଅଞ୍ଚଳରେ ଚଢ଼ାଉ: ମଦ କାରବାରରେ ସମ୍ପୃକ୍ତ ୪ ଗିରଫ

କେନ୍ଦୁଝର, ୨।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ପୋଲିସ ଗୁରୁବାର ଶୁଆକାଠି ଖଣି ଅଞ୍ଚଳରେ ଚଢ଼ାଉକରି ବହୁ ମଦ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୪…

5 years ago

ଆବଶ୍ୟକତା ଠାରୁ କମ ବର୍ଷା: ଖରିଫ ଚାଷ କ୍ଷତିଗ୍ରସ୍ତ; ଚିନ୍ତାରେ ଚାଷୀ

ଝୁମ୍ପୁରା, ୨।୮ (ଡି.ଏନ.ଏ.)-ଆବଶ୍ୟକତାଠାରୁ ବର୍ଷାର ପରିମାଣ ଖୁବ କମ ରହିଥିବାରୁ ଝୁମ୍ପୁରା ବ୍ଲକରେ ଖରିଫ ଚାଷ କ୍ଷତିଗ୍ରସ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଝୁମ୍ପୁରା ବ୍ଲକର ୨୨ଟି…

5 years ago

ପ୍ରହସନ ପାଲଟିଛି ୧୦୮ ଆମ୍ବୁଲାନ୍ସ ସେବା

ଆନନ୍ଦପୁର, ୨। ୮(ସ୍ବ.ପ୍ର.)- ରୋଗୀମାନଙ୍କୁ ମାଗଣାରେ ଚିକିତ୍ସାଳୟ ନେବା ପାଇଁ ସରକାର ଆମ୍ବୁଲାନ୍ସ ସେବା ଯୋଗାଇ ଦେଇଛନ୍ତି। ଶତ ପ୍ରତିଶତ ଆମ୍ବୁଲାନ୍ସ ସେବା ବିଫଳତାର ନମୁନା ଏବେ…

5 years ago

ଆକର୍ଷିତ କରୁଛି ମେଘମାଳ କାଞ୍ଜିପାଣି ଘାଟି

କେନ୍ଦୁଝର, ୨।୮(ସ୍ବ.ପ୍ର.)- ସମସ୍ତେ ହିଲ୍‌ ଷ୍ଟେଶନରେ ଛୁଟି କାଟିବାକୁ ଭଲ ପାଆନ୍ତି। କିଏ ମସୌରୀ, ଦାର୍ଜିଲିଂ ତ ଆଉ କିଏ କୁଲୁ, ମନାଲି। ଏହି ପାହାଡ଼ିଆ ପର୍ବତଘେରା…

5 years ago

ବଧୁ ହତ୍ୟା ମାମଲାର ରାୟ ପ୍ରକାଶ: ସ୍ବାମୀ, ଶାଶୁ, ଶ୍ୱଶୁରଙ୍କୁ ୧୦, ନଣନ୍ଦଙ୍କୁ ୭ ବର୍ଷ ଜେଲ

ଆନନ୍ଦପୁର, ୧। ୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ କୃଷ୍ଣପୁର ଗ୍ରାମର ଏକ ବଧୂ ହତ୍ୟା ମାମଲାରେ ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବାମୀ, ଶାଶୁ ,…

5 years ago

ଚୋରି ବାଇକ୍‌ ଜବତ, ୨ ଗିରଫ

ବଡ଼ବିଲ,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ମୃଣାଳ କଲୋନୀରୁ ଗତ ରବିବାର ପୂର୍ବାହ୍ନରେ ଚୋରି ହୋଇଥିବା ଏକ ବାଇକ୍‌କୁ ପୋଲିସ ଜବତ କରିବା ସହ ଘଟଣାରେ…

5 years ago

ଦୁର୍ଘଟଣାରେ ଛାତ୍ରୀ ଗୁରୁତର

ଆନନ୍ଦପୁର,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପ୍ରାଥମିକ ବିଦ୍ୟାଳୟର ଜଣେ ପ୍ରଥମ ଶ୍ରେଣୀ ଛାତ୍ରୀ ରାସ୍ତା ପାର ହୋଇ ସ୍କୁଲକୁ ଯାଉଥିବା ବେଳେ ଏକ ବାଇକ୍‌ ତାଙ୍କୁ ଧକ୍କା…

5 years ago