କେନ୍ଦୁଝର

ଜବରଦଖଲରେ ଖେଳପଡିଆ: ଥାନାରେ ଅଭିଯୋଗ କଲେ ଗ୍ରାମବାସୀ

ଆନନ୍ଦପୁର, ୯। ୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ଖଡିକାଶୂଳ ବାହାଳୀ ଗ୍ରାମରେ ଥିବା ସର୍ବସାଧାରଣଙ୍କ ଖେଳ ପଡିଆକୁ ଜଣେ ବ୍ୟକ୍ତି ଜବରଦଖଲ କରି ଘର କରିବା…

6 years ago

କୂଅରେ ପଡି ୨ ବର୍ଷ ଶିଶୁର ଜୀବନ ଗଲା

ପାଟଣା, ୯ା୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସୋମବାର ସକାଳେ ଟୁନା ମୁଣ୍ଡାଙ୍କ ୨ ବର୍ଷର ପୁଅ ଜଗା ଏକ…

6 years ago

ଭାଲୁ ସହ ହାତାହାତି: ଯୁବକ ଗୁରୁତର

କେନ୍ଦୁଝର, ୯ା୩: (ସ୍ବ.ପ୍ର.):ଜଙ୍ଗଲଜାତ ଆଳୁ ଖୋଳିବାକୁ ଜଣେ ଯୁବକ ଯାଇଥିବା ବେଳେ ଭାଲୁ ହାବୁଡ଼ରେ ପଡ଼ି ଗୁରୁତର ହୋଇଛନ୍ତି। ଉକ୍ତ ଯୁବକ ହେଲେ ହରିଚ଼ନ୍ଦନପୁର ବ୍ଲକ ଦୈତାରୀ…

6 years ago

ଭାଇଘରେ ପହଞ୍ଚି ପାରିଲେନି ଭଉଣୀ: ଟ୍ରେନ ଧକ୍କାରେ ଜୀବନ ଗଲା

କେନ୍ଦୁଝର, ୯ା୩(ସ୍ବ.ପ୍ର.): ଭାଇଘରେ ପହଞ୍ଚିପାରିଲେନି ଭଉଣୀ। ଟ୍ରେନ ଧକ୍କାରେ ଅଧାବାଟରେ ଜୀବନ ଚାଲିଗଲା। ଏଭଳି ଦୁଃଖଦ ଘଟଣା ଘଟିଛି କେନ୍ଦୁଝର ସଦର ବ୍ଲକ ବେଦପଳସା ଅଞ୍ଚଳରେ। ଏହି…

6 years ago

ନିଷ୍କାସନ ହୋଇପାରୁନି ଅଦିନିଆ ବର୍ଷାପାଣି: ସମସ୍ୟା ଭୋଗୁଛନ୍ତି ସ୍ଥାନୀୟ ଲୋକେ

କେନ୍ଦୁଝର,୮।୩(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁଠାରେ ୨୦ ନମ୍ବର ଜାତୀୟ ରାଜପଥ ଓଭରବ୍ରିଜ୍‌ର ଅଣ୍ଡରପାସ ରାସ୍ତାରେ ଅଦିନିଆ ବର୍ଷା ହେଲେ ପାଣି ନିଷ୍କାସନ ହୋଇ ନ…

6 years ago

‘ମହିଳା ସୁଦୃଢ଼ ହେଲେ ଦେଶ ଆଗକୁ ଯିବ’

ଆନନ୍ଦପୁର,୮।୩(ସ୍ବ.ପ୍ର.): ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆନନ୍ଦପୁର ପୌରପରିଷଦ ଫକୀରପୁର ହାଟ ପଡ଼ିଆରେ ଏକ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ଆନନ୍ଦପୁର ବିଧାୟକ ଭାଗିରଥି…

6 years ago

କରୋନା ଡର: ବ୍ରାହ୍ମଣୀପାଳ ବଜାରରେ ବିଦେଶୀଙ୍କୁ ଦେଖି ସ୍ଥାନୀୟ ଲୋକେ ଭୟଭୀତ, ପୋଲିସର ତଦନ୍ତ ଜାରି

କେନ୍ଦୁଝର,୭।୩(ସ୍ବ.ପ୍ର.): ଦୈତାରୀ ଥାନା ଅନ୍ତର୍ଗତ ଓ ହରିଚନ୍ଦନପୁର ବ୍ଲକ ବ୍ରାହ୍ମଣୀପାଳ ବଜାରରେ ଶନିବାର ସକାଳେ ଜଣେ ବିଦେଶୀ ଚା’ ପିଉଥିବାର ଦେଖି ଲୋକେ ଭୟଭୀତ ହୋଇପଡ଼ିଥିଲେ। କରୋନା…

6 years ago

କଳା,ସଂସ୍କୃତିର ପୁନରୁଦ୍ଧାରକୁ ଅଣଦେଖା

ଚମ୍ପୁଆ,୭।୩(ଡି.ଏନ.ଏ.)- ଲୋପ ପାଇ ଯାଉଥିବା କଳା,ସଂସ୍କୃତିର ପୁନରୁଦ୍ଧାର ଓ କଳାକାରଙ୍କୁ ପ୍ରୋତ୍ସାହନ ଯୋଗାଇବା ଲକ୍ଷ୍ୟ ନେଇ ଏଠାରେ ଖୋଳାଯାଇଥିବା ବି.କେ.ଏସ୍‌.ଏସ୍‌. କାର୍ଯ୍ୟାଳୟ ଲକ୍ଷ୍ୟଠାରୁ ଦୂରରେ ରହିଛି। କଳା…

6 years ago

କାମ ଦେଉନି ଧରପଗଡ଼, ଜରିମାନା ଆଦାୟ

କେନ୍ଦୁଝର, ୭।୩ (ସ୍ବ.ପ୍ର.)- ଖଣିଖାଦାନ ଭରା କେନ୍ଦୁଝର ଜିଲାରେ ରାସ୍ତାଘାଟ ଦୁରବସ୍ଥା, ଟ୍ରାଫିକ ସମସ୍ୟା ଓ ବିଭିନ୍ନ ସମୟରେ ଘଟୁଥିବା ଦୁର୍ଘଟଣା ସଂଖ୍ୟା ଦିନକୁ ଦିନ ବୃଦ୍ଧି…

6 years ago

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲି ମାଡ଼: ଜଣେ ଅଟକ

ଯୋଡ଼ା,୬।୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ବାଚୁ ହଣ୍ଟିଠାରେ ଶୁକ୍ରବାର ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁଇ ଜଣ ବ୍ୟକ୍ତିଙ୍କୁ ଭୁଜାଲି ଓ ଠେଙ୍ଗାରେ ମରଣାନ୍ତକ ଆକ୍ରମଣ ହୋଇଛି…

6 years ago