ଯୋଡ଼ା,୨୧ା୩ (ଡି.ଏନ୍.ଏ.): କରୋନା ସଚେତନତା ପାଇଁ କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଅଡ୍-ଇଭିନ୍ ଫର୍ମୁଲା ସମଗ୍ର ଜିଲାରେ ଜାରି କରାଯାଇଛି। ଯୋଡା ପୌରପାଳିକାରେ ଏହାର ପ୍ରଭାବ ବିଶେଷ…
କେନ୍ଦୁଝର,୨୧।୩(ସ୍ବ.ପ୍ର.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦିନକୁ ଦିନ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ନିକଟରେ ଦୁବାଇରୁ ଫେରିଥିବା ଜଣେ…
କେନ୍ଦୁଝର,୨୧।୩-ସମାଜରେ ଆଧ୍ୟାତ୍ମିକ ଭାବନା ସୃଷ୍ଟି କରିବା ସହ କିଛି ରୋଜଗାର କରି ପେଟ ପୋଷିବା ଲାଗି ମହିଳାମାନେ ଆଗଭର ହୋଇ ପାଲା, ସଙ୍କୀତ୍ତର୍ର୍ନ ଭଳି କାର୍ଯ୍ୟକୁ ଆଦରି…
ଯୋଡ଼ା,୨୧।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ସିଲିଯୋଡା ବେଲ ହଟିଂଠାରେ ଗୁରୁବାର ରାତିରେ ଘରୋଇ କଳହ ଓ ମାରପିଟ୍କୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଖବର…
ଘଟଗାଁ,୨୧।୩(ଡି.ଏନ୍.ଏ.)- କେନ୍ଦୁଝର ଜିଲାର ପ୍ରସିଦ୍ଧ ମା’ ତାରିଣୀଙ୍କ ପୀଠରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲାଗୁ କରାଯାଇଛି। କରୋନା ଭାଇରସ ସଂକ୍ରମଣରୁ ରକ୍ଷା ପାଇଁ ରାଜ୍ୟ ସରକାରଙ୍କ…
ଆନନ୍ଦପୁର,୨୦।୩(ସ୍ବ.ପ୍ର.): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଚାଲିଛି। ଏଭଳିସ୍ଥଳେ ଏହାକୁ ରୋକିବା ଲାଗି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଜନସାଧାରଣଙ୍କୁ ପୁନର୍ବାର ସଚେତନତାର ବାର୍ତ୍ତା ଦେଇଛନ୍ତି…
କେନ୍ଦୁଝର, ୨୦ା୩ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ୨୦ନମ୍ବର ଜାତୀୟରାଜପଥର ବିଭିନ୍ନ ସ୍ଥାନରେ ଥିବା ଓଭର ବ୍ରିଜ ଉପରେ ଓ ଜନଗହଳିପୂର୍ଣ୍ଣ ଛକ ରାସ୍ତା ଗୁଡ଼ିକରେ ଲୋକ ତଥା ଯାତାୟାତ…
ପାଟଣା,୧୯।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୁଟୁଳିଆ ଗ୍ରାମ ହୁଡ଼ିସାହିର ଜଣେ ବୃଦ୍ଧାଙ୍କ ଉପରେ ଗୁରୁବାର ସକାଳେ ଏକ ବାଉଁଶ ବୋଝେଇ ପିକ୍ଅପ୍ ମାଡ଼ିଯିବାରୁ ତାଙ୍କର ମୃତ୍ୟୁ…
ପାଟଣା,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରି ନିକଟରେ ଏକ କଲଭର୍ଟ ତଳୁ ଗୁରୁବାର ସକାଳୁ ଜଣେ ଯୁବକଙ୍କ କ୍ଷତ ବିକ୍ଷତ…
କେନ୍ଦୁଝର, ୧୯ା୩(ଡି.ଏନ.ଏ.)-କରୋନା ପାଇଁ ଘଟଗାଁ ମା’ ତାରିଣୀ ମନ୍ଦିରରେ କଟକଣା ଜାରି କରାଯାଇଛି। ବୁଧବାର ଦିନ ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇ…