କେନ୍ଦୁଝର

ନିଆଁରେ ପୋଡି ହୋଇ ମହିଳା ମୃତ: ୫ମାସର ଗର୍ଭବତୀ ଥିଲେ; ହତ୍ୟା ଅଭିଯୋଗ ଆଣିଲେ ମା’

ଝୁମ୍ପୁରା, ୮।୧ ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଅର୍ଶଳା ଗ୍ରାମ ମହାନ୍ତ ସାହିରେ ପାରିବାରିକ କଳହକୁ କେନ୍ଦ୍ର କରି ସୋମବାର ଏକ ଦୁଃଖଦ ଘଟଣା ଘଟିଛି…

6 years ago

ନିଦ ହଜାଇଛି ଦନ୍ତା: ବନ ବିଭାଗ ନାକେଦମ

ତେଲକୋଇ, ୮।୧(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନ ବିମଳା ଫରେଷ୍ଟ ବିଟ ଅନ୍ତର୍ଗତ ଭୀମକାଣ୍ଡ, ଆକୁଳ, ସିରିଗିଡା, ବିମଳା ଓ ରାଇସୁଆଁ ଆଦି ପଞ୍ଚାୟତ ଗୁଡିକରେ ବଣୁଆ ହାତୀଙ୍କର ଉପଦ୍ରବ…

6 years ago

ସ୍ଥାୟୀ ନିଯୁକ୍ତି ଦାବିରେ ଆନ୍ଦୋଳନ: ଜଣେ ମହିଳା ଆନ୍ଦୋଳନକାରୀ ଅସୁସ୍ଥ

କେନ୍ଦୁଝର, ୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଜାନୁୟାରୀ ୧ରୁ ସ୍ଥାୟୀ ନିଯୁକ୍ତି ଦାବିରେ କର୍ମଚାରୀଙ୍କ ଆନ୍ଦୋଳନ ଜାରି ରହିଛି। ମଙ୍ଗଳବାର ଆନ୍ଦୋଳନରେ ବସିଥିବା ଜଣେ ମହିଳା…

6 years ago

ଭିତ୍ତିଭୂମି ଅଛି, ମିଳୁନି ପ୍ରୋତ୍ସାହନ: ଆଦିବାସୀ ହଳଦୀ ଚାଷୀ ଅବହେଳିତ

କେନ୍ଦୁଝର ୭|୧ - ବହୁ ବର୍ଷ ହେଲା ହଳଦୀ ଚାଷ କରି ଆସୁଛୁ। ଅଳ୍ପ ଜମିରେ ଏହି ଚାଷ କରୁଛୁ। ଏଥିପାଇଁ କିଏ ଆମକୁ ସହାୟତା ଦେଇ…

6 years ago

ଓଲଟିଲା ଅଟୋ, ଜଣେ ଗୁରୁତର

କେନ୍ଦୁଝର,୬।୧ (ସ୍ବ.ପ୍ର.) : କେନ୍ଦୁଝର ଜିଲା ଟାଉନ ଥାନା ନରଣପୁର ପେଟ୍ରୋଲ ପମ୍ପ ନିକଟରେ ଏକ ଅଟୋ ଓଲଟି ପଡ଼ିବାରୁ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ…

6 years ago

ଚଳନ୍ତା ଟ୍ରକ୍‌ରୁ ପଡି ହେଲ୍‌ପର ଗୁରୁତର

କେନ୍ଦୁଝର,୬।୧(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଗୋପାଳପୁର ୨୦ନଂ.ଜାତୀୟ ରାଜପଥ ନିକଟରେ ଚଳନ୍ତା ଟ୍ରକରୁ ଜଣେ ହେଲ୍‌ପର ପଡିଯାଇ ଗୁରୁତର ହୋଇଛନ୍ତି। ସେ ହେଲେ ଘଟଗାଁ ବ୍ଲକ ପଣ୍ତାପଡ଼ା…

6 years ago

ମଲିପଶି ଭଲିବଲ୍‌ ଟୁର୍ନାମେଣ୍ଟ: ପଣ୍ଡୁଆ ଚାମ୍ପିୟନ

ଢେଙ୍କିକୋଟ,୬।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ମଶୁଆରୀ ପଞ୍ଚାୟତ ଅଧୀନ ମଲିପଶି ଗ୍ରାମରେ ଉଦ୍ୟେକ୍ତା ହରିହର ରଣାଙ୍କ ନେତୃତ୍ୱରେ ରବିବାର ଦିନିକିଆ ଭଲିବଲ୍‌ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି।…

6 years ago

ତେଲକୋଇରେ ହାତୀ ଆତଙ୍କ

କେନ୍ଦୁଝର, ୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନସ୍ଥ ଖୁଣ୍ଟାପଡା ଗାଁରେ ହାତୀ ଉପଦ୍ରବ ଦେଖାଯାଇଛି। ୫ ଟିକିଆ ହାତୀପଲ ଗାଁରେ ପଶି ଖଳାରେ ଥିବା ଧାନକୁ…

6 years ago

ମହିଳାଙ୍କଠାରୁ ୫୨ ହଜାର ଟଙ୍କା ଝାମ୍ପି ନେଲେ ଦୁର୍ବୃତ୍ତ

କେନ୍ଦୁଝର,୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ନରଣପୁରସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆରୁ ଟଙ୍କା ନେଇ ଆସୁଥିବା ଜଣେ ମହିଳାଙ୍କଠାରୁ ଟଙ୍କା ଲୁଟ୍‌ ଅଭିଯୋଗ ହୋଇଛି। ସମ୍ପୃକ୍ତ…

6 years ago

୨୧ରେ ସିଏଏ ସପକ୍ଷରେ ରାଲି

କେନ୍ଦୁଝର,୬।୧(ସ୍ବ.ପ୍ର.): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ପରିପ୍ରେକ୍ଷୀରେ କେନ୍ଦୁଝର ଭାଜପା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାସ୍‌ଙ୍କ…

6 years ago