କେନ୍ଦୁଝର

ରାସ୍ତା ଜାମ୍‌ : ଠିକ୍‌ ସମୟରେ ପରୀକ୍ଷା କେନ୍ଦ୍ରରେ ପହଞ୍ଚି ପାରୁନାହାନ୍ତି ମାଟ୍ରିକ୍‌ ଛାତ୍ରୀଛାତ୍ର

ଆନନ୍ଦପୁର,୨୨।୨(ସ୍ବ.ପ୍ର.): ମାଟ୍ରିକ୍‌ ପରୀକ୍ଷାକୁ ଦୃଷ୍ଟିରେ ରଖି କେନ୍ଦୁଝର ଜିଲାପାଳ ଖଣିଜ ପଦାର୍ଥ ପରିବହନ କରୁଥିବା ଗାଡ଼ିଗୁଡିକର ଯାତାୟାତକୁ ଭୋର ୫ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପ୍ରତିବନ୍ଧକ ଲଗାଇଥିଲେ।…

6 years ago

ଦିନ ବେଳେ ଜଳୁଛି ଜଙ୍ଗଲ

ଚମ୍ପୁଆ,୨୨।୨(ଡି.ଏନ.ଏ)-ରୌଦ୍ରତାପ ବଢିବା ପରେ ମାର୍ଚ୍ଚ ଓ ଏପ୍ରିଲ ମାସରେ ଆଗରୁ ସ୍ଥାନୀୟ ଜଙ୍ଗଲଗୁଡିକରେ ନିଅଁ। ଲାଗୁଥିବା ଦେଖିବାକୁ ମିଳୁଥିଲା। କିନ୍ତୁ ଚଳିତ ବର୍ଷ ଫେବୃୟାରୀରେ ଜଙ୍ଗଲ ଜଳୁଥିବା…

6 years ago

ଆଦିବାସୀ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବଡବିଲ, ୨୨।୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଲାଣୀ ଥାନା ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଘଟଣାରେ ଲୀଲାରାମ ସୂର୍ଯ୍ୟବଂଶୀ ନାମକ ଯୁବକଙ୍କୁ…

6 years ago

ଦେଢ଼ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଶାଳ କାଠ ଜବତ: ଚୋରା କାଠ ବେପାରୀ ଫେରାର

ପାଟଣା,୨୧।୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ରେଞ୍ଜ ଗୋରାସ ଗ୍ରାମ ଖମଣ ସାହିର ହୁଡ଼ିରେ ଥିବା ୨୪ଟି ମୂଲ୍ୟବାନ ଶାଳ ଗଛକୁ ଚୋରା କାଠ ବେପାରୀମାନେ କାଟି ନେଇଯିବାକୁ ଉଦ୍ୟମ…

6 years ago

ବାବା ମୁକ୍ତେଶର ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼

କେନ୍ଦୁଝର,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଥିବା ଶୈବପୀଠରେ ଜାଗରଯାତ୍ରା ଧୁମଧାମରେ ପାଳନ ହେଉଛି। ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତଙ୍କ ଭିଡ଼ ଜମିଥିଲା। ଝୁମ୍ପୁରା ବ୍ଲକ ନୟାଗଡ଼ସ୍ଥିତ…

6 years ago

ଜାଗରରେ ଅଘଟଣ: ଦୀପରୁ ନିଆଁ ଲାଗି ମହିଳା ଆହତ

ଆନନ୍ଦପୁର,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ଦେଓଗାଁର କୁଶଳେଶ୍ୱର ମହାଦେବଙ୍କ ମନ୍ଦିରରେ ଶୁକ୍ରବାର ଜାଗରରେ ଅଘଟଣ ଘଟିଛି । ଆନନ୍ଦପୁରର ଏହି ପ୍ରାଚୀନ ଶୈବପୀଠରେ ଦୀପରୁ…

6 years ago

ମହାଶିବରାତ୍ରି: ପାଟଣା ଶୈବପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ

ପାଟଣା,୨୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳ ଶିବରାତ୍ରି ସକାଶେ ଉତ୍ସବମୁଖର ହୋଇଉଠିଛି। ଶୁକ୍ରବାର ଭୋର ୪ଟାରୁ ମୁଖ୍ୟାଳୟସ୍ଥିତ ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିରହିଛି। ପାଟଣା…

6 years ago

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା ଭାଜପା ଯୁବମୋର୍ଚ୍ଚା

କେନ୍ଦୁଝର,୨୦।୨(ସ୍ବ.ପ୍ର.): ବେରୋଜଗାରରେ ଓଡ଼ିଶା ୧ ନମ୍ବର ପ୍ରସଙ୍ଗକୁ ନେଇ ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଗତ ୨୦ବର୍ଷ ହେଲା ସରକାର ରାଜ୍ୟରେ…

6 years ago

ବସ୍‌ ଅଟକାଇ ଡକାୟତି: ବୋଲେରୋ ଜବତ, ୬ ଅଭିଯୁକ୍ତ ଗିରଫ

ଯୋଡ଼ା,୨୦।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ନିକଟସ୍ଥ ରଣାଶାଳ ଘାଟିଠାରେ ବୁଧବାର ରାତିରେ ୬ ଜଣ ଦୁର୍ବୃତ୍ତ ବସ୍‌ ଅଟକାଇ ଲୁଟ୍‌ ବେଳେ ପୋଲିସ ଦ୍ୱାରା ଗିରଫ…

6 years ago

ତରମାକାନ୍ତ ଜଙ୍ଗଲରୁ ମିଳିଲା ହାତୀର ମୃତଦେହ

କେନ୍ଦୁଝର,୧୯।୨(ସ୍ବ.ପ୍ର.): ଭୂୟାଁ ଜୁଆଙ୍ଗ ପିଢ଼ ରେଞ୍ଜ ଅଧିନସ୍ଥ ବାଂଶପାଳ ବ୍ଲକର ତରମାକାନ୍ତ ନିକଟ ଜଙ୍ଗଲରୁ ଏକ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ସ୍ଥାନୀୟ ଲୋକେ ଏହାକୁ ଦେଖି…

6 years ago