କେନ୍ଦୁଝର

ଯୋଡ଼ାରେ କୋଭିଡ୍‌-୧୯ ହସ୍ପିଟାଲ ଲୋକାର୍ପିତ: ୫୦ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ଆଇସିୟୁ, ଭେଣ୍ଟିଲେଟର ବ୍ୟବସ୍ଥା ଉପଲବ୍ଧ

ଯୋଡ଼ା, ୧୦।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ପୌରପାଳିକାର ସଭାଗୃହଠାରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦିନ ୧୨ଟା ବେଳେ ଅନୁଷ୍ଠିତ ଏହି ସମ୍ମିଳନୀରେ କେନ୍ଦୁଝର…

7 years ago

ଜିଲା କଣ୍ଟ୍ରୋଲ ରୁମ୍‌ ଦାୟିତ୍ୱରେ ସଂଗ୍ରାମ

କେନ୍ଦୁଝର,୧୦।୪(ସ୍ବ.ପ୍ର.): କୋଭିଡ-୧୯ ମହାମାରୀ ସମୟରେ ଲୋକଙ୍କୁ ସହାୟତା ପ୍ରଦାନ କରିବାକୁ ଜିଲା କଣ୍ଟ୍ରୋଲ ରୁମ ଇନ୍‌ଚାର୍ଯ୍ୟ ଦାୟିତ୍ୱରେ ପିସିସି ସମ୍ପାଦକ ସଂଗ୍ରାମ ଦାସଙ୍କୁ ନିଯୁକ୍ତି ଦିଆଯାଇଛି। ଏଆଇସିସି…

7 years ago

ସଂରକ୍ଷିତ ଜଙ୍ଗଲରେ ଛଡାଗଲା ହରିଣ

ପାଟଣା, ୧୦ା୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଅସ୍ତଯୋଡି ଗ୍ରାମର ହରିହର ମହାନ୍ତଙ୍କ ଘର ବାଡ଼ି ମଧ୍ୟକୁ ଗୁରୁବାର ଏକ ହରିଣ ପଶି ଆସିଥିଲା। ଖବର ପାଇ…

7 years ago

ସୋସିଆଲ ମିଡିଆରେ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ଯୁବକ ଗିରଫ

ବଡବିଲ, ୧୦।୪ (ସ୍ବ.ପ୍ର.)-ସୋସିଆଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ମନ୍ତବ୍ୟ ଦେଇଥିବା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ…

7 years ago

ନିର୍ଦ୍ଦେଶ ସତ୍ତ୍ୱେ ଖୋଲୁନି ଢାବା, ଗ୍ୟାରେଜ

କେନ୍ଦୁଝର, ୯ା୪ (ସ୍ବ.ପ୍ର.)-କରୋନା ପାଇଁ ଲକ୍‌ ଡାଉନ୍‌ ଘୋଷଣା ହୋଇଛି । ଏଣୁ ସମଗ୍ର ଦେଶରେ ଗାଡି ଚଳାଚଳ ବନ୍ଦ ରହିଛି । ସେହିପରି ଯାତ୍ରୀବାହୀ ବସ,…

7 years ago

୩୧ ବିଦେଶ ଫେରନ୍ତାଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଲା

କେନ୍ଦୁଝର,୯ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ୩୧ଜଣଙ୍କ ହୋମ କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହୋଇଛି। ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ…

7 years ago

ଟ୍ରେନିଂ ନେବାକୁ ଆସି କେନ୍ଦୁଝରରେ ଫସିିଛନ୍ତି ୧୨ ଯୁବକ

କେନ୍ଦୁଝର,୯ା୪(ସ୍ବ.ପ୍ର.): ଟ୍ରେନିଂ ନେବାକୁ ଆସି ଲକ୍‌ ଡାଉନ ଯୋଗୁଁ ୧୨ ଜଣ ଯୁବକ କେନ୍ଦୁଝରରେ ଫସି ରହିଛନ୍ତି । ସେମାନଙ୍କ ଘର ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ…

7 years ago

ପାହାଡ଼ ଖୋଲରେ ଲୁଚିଥିଲେ ଛତିଶଗଡ ଯୁବକ: ଧରାପଡ଼ି ସଙ୍ଗରୋଧ କେନ୍ଦ୍ରକୁ ଗଲେ

କେନ୍ଦୁଝର,୯ା୪(ସ୍ବ.ପ୍ର.)-ଛତିଶଗଡରୁ ପୁରୀ ଦେଇ କେନ୍ଦୁଝର ଜିଲାକୁ ଆସି ସଦର ବ୍ଲକ ପଳାଶପଙ୍ଗା ନିକଟ ସନ୍ଥେଭଞ୍ଜ ପାହାଡ଼ ଖୋଲରେ ଆମତ୍ଗୋପନ କରିଥିବା ଜଣେ ଯୁବକଙ୍କୁ ପୋଲିସ ଉଦ୍ଧାର କରି…

7 years ago

୨୧ ଦିନିଆ ସ୍ବତନ୍ତ୍ର ଛୁଟିରେ ଗଲେ ୧୧ କଏଦୀ

କେନ୍ଦୁଝର,୮ା୪(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜେଲରେ କଏଦୀଙ୍କ ସଂଖ୍ୟା ଅଧିକ ଥିବାରୁ ଏହା କରୋନା ମୁକାବିଲା ଦିଗରେ ସମସ୍ୟା ସୃଷ୍ଟି କରିବା ଆଶଙ୍କା କରି ସରକାର ବିଚାରାଧିନ ବନ୍ଦୀଙ୍କୁ ଅନ୍ତରୀଣ…

7 years ago

ଟୋକନ ମିଳିଲା, ମିଳିନି ଚାଉଳ

କେନ୍ଦୁଝର,୮ା୪ (ସ୍ବ.ପ୍ର.) - କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ବିଭିନ୍ନ ସ୍କୁଲ ଛୁଟି କରାଯାଇ ଛାତ୍ରୀଛାତ୍ରଙ୍କୁ ୩ ମାସର ମଧ୍ୟାହ୍ନଭୋଜନ ଚାଉଳ ଅଗ୍ରୀମ…

7 years ago