କେନ୍ଦୁଝର

ଟ୍ରକ୍‌ରୁ ଡିଜେଲ ଚୋରି: ଅଭିଯୁକ୍ତଙ୍କୁ ପୋଲିସରେ ଜିମାଦେଲେ ଗ୍ରାମବାସୀ

ଯୋଡ଼ା,୨୩।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଆନ୍ତ୍ରାମାନ୍ତ୍ରା ଛକ ନିକଟରେ ରବିବାର ସନ୍ଧ୍ୟାରେ ଛିଡ଼ା ହୋଇଥିବା ଟ୍ରକଗୁଡିକରୁ ଡିଜେଲ ଓ ଅନ୍ୟ ଯନ୍ତ୍ରାଂଶ ଚୋରି କରୁଥିବା…

6 years ago

ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ମହିଳା

କେନ୍ଦୁଝର,୨୩।୧୨(ସ୍ବ.ପ୍ର.): ମଦ କାରବାରକୁ ବନ୍ଦ କରିବା ଓ ନଗ୍ନତା ଉପରେ କଟକଣା ଲଗାଇବା ଦାବିରେ ଅଲ ଇଣ୍ଡିଆ ମହିଳା ସାଂସ୍କୃତିକ ସଂଗଠନ ପକ୍ଷରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ…

6 years ago

ଅନାଥ ତ୍ରିଲୋଚନ ଏବେ ଅସହାୟ

ତେଲକୋଇ, ୨୨।୧୨(ଡି.ଏନ.ଏ.)-ତେଲକୋଇ ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ବ୍ଲକ ଅଧ୍ୟକ୍ଷ ପଦବୀ ଆଦିବାସୀ ସଂରକ୍ଷିତ ହୋଇଥିଲେ ମଧ୍ୟ ଏହି ବ୍ଲକରେ ଆଦିବାସୀ ସବୁଠୁ ବେଶୀ ଅବହେଳିତ।…

6 years ago

ଏକା ସାଙ୍ଗରେ ଆକ୍ରମଣ କଲେ ୪ ଭାଲୁ, ବୃଦ୍ଧ ଗୁରୁତର

ପାଟଣା,୨୨।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ତଣ୍ଡ ଗ୍ରାମର ଜଣେ ବୃଦ୍ଧଙ୍କୁ ରବିବାର ଅପରାହ୍ନରେ ଏକା ସାଙ୍ଗରେ ୪ଟି ଭାଲୁ ଆକ୍ରମଣ କରିବାରୁ ସେ ଗୁରୁତର…

6 years ago

ପିକ୍‌ଅପ୍‌ ଭ୍ୟାନ୍‌କୁ ପଛରୁ ଧକ୍କା ଦେଲା ଟ୍ରେଲର

ପାଟଣା,୨୨।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୪୯ ନଂ. ରାଜପଥ ଖିରେଇଟାଙ୍ଗିରି ନିକଟ ଜହ୍ନେଇ ନାଳର ଡାଇଭର୍ସନ ପୋଲ ଉପରେ ରବିବାର ସକାଳେ ଏକ ଦୁର୍ଘଟଣା ଘଟିଛି।…

6 years ago

ପର୍ଯ୍ୟଟକଙ୍କ ମନ ମୋହୁଛି ଗୁରୁବେଡା ପିକନିକ୍‌ ସ୍ପଟ

ଯୋଡ଼ା,୨୧।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ବ୍ଲକର ଜଜାଙ୍ଗ ପଞ୍ଚାୟତର ବୈତରଣୀ ନଦୀ ଅବବାହିକାରେ ଅବସ୍ଥିତ ଗୁରୁବେଡା ପିକ୍‌ନିକ୍‌ ସ୍ପଟ। ଜଙ୍ଗଲ ଓ ପାହାଡଘେରା ପରିବେଷ୍ଟିତ ଏହି ପିକ୍‌ନିକ୍‌…

6 years ago

ଲକ୍ଷ୍ମୀପଶି ହୁଡିରେ ତହସିଲଦାରଙ୍କ ଚଢ଼ାଉ: ପଥର ସହ ୨ ଟ୍ରାକ୍ଟର ଜବତ

ଚମ୍ପୁଆ,୨୧ା୧୨(ଡି.ଏନ.ଏ): ବାରମ୍ବାର ରାଜସ୍ବ ବିଭାଗ ଆଖିରେ ଧୂଳି ଦେଇ ପଥର ଓ ବାଲି ଚୋରା କାରବାର ବଢୁଥିବା ବେଳେ ରାଜସ୍ବ ବିଭାଗ ପକ୍ଷରୁ ରୁକ୍ଷ ମନୋଭାବ ପୋଷଣ…

6 years ago

କୂଅରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଜାମଜୋଡି ପଞ୍ଚାୟତ ଅନ୍ତର୍ଗତ ମାନପୁର ଗ୍ରାମର ଏକ କୂଅରୁ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃ୍‌ତକ ଜଣକ…

6 years ago

ବନବିଭାଗର ଚଢ଼ାଉ: କାଠ ବୋଝେଇ ମିନିଟ୍ରକ୍‌ ଜବତ

କେନ୍ଦୁଝର,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବନବିଭାଗ ପକ୍ଷରୁ ଶୁକ୍ରବାର ରାତିରେ ଚଢ଼ାଉ କରାଯାଇ ଯୋଡ଼ା ବ୍ଲକ ରୁଗୁଡି ଅଞ୍ଚଳରୁ ଏକ ଚୋରା କାଠ ବୋଝେଇ ମିନିଟ୍ରକ୍‌ ଜବତ ହୋଇଛି।…

6 years ago

ଭିଜିଲାନ୍ସ ଜାଲରେ ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀ

ଘସିପୁରା,୨୧।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡା ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭୋର ସମୟରୁ ପଣ୍ଡାଙ୍କ ଆନନ୍ଦପୁରସ୍ଥିତ…

6 years ago