କେନ୍ଦୁଝର,୧୬।୧୦(ସ୍ବ.ପ୍ର.): ଗତ ସୋମବାର ଦିନ ବଳଦ ଚରାଇବାକୁ ଯାଇ ଅରଡେଇ ନଦୀରେ ନିଖୋଜ ହୋଇଥିବା ନିର୍ମଳ ମହାରଣା (୪୫)ଙ୍କ ମୃତଦେହ ପୋଲିସ ବୁଧବାର ସକାଳେ ଉଦ୍ଧାର କରିଛି।…
ଆନନ୍ଦପୁର,୧୬। ୧୦(ସ୍ବ.ପ୍ର.)-ପାରିବାରିକ କଳହବେଳେ ୫ମାସର ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏହି ଶିଶୁକନ୍ୟାକୁ କୋଳରେ ଧରି ତାଙ୍କ ମା’, ଝଗଡ଼ା କରୁଥିବା ତାଙ୍କ ସ୍ବାମୀଙ୍କୁ ବୁଝାଶୁଝା ଉଦ୍ୟମ କରିଥିଲେ।…
ହାଟଡିହି, ୧୫।୧୦:ହାଟଡିହି ବ୍ଲକ ସରଳ ଗାଁ’ରେ ଶିଆଳ କାମୁଡାରେ ୩ ବର୍ଷର ଶିଶୁ ଆହତ ହୋଇ ଆନନ୍ଦପୁର ମେଡକାଲରେ ଚିକିତ୍ସାଧୀନ ଅଛନ୍ତି। ବିନୋଦ ଜେନାଙ୍କ ୩ ବର୍ଷର…
କେନ୍ଦୁଝର,୧୫।୧୦ (ସ୍ବ.ପ୍ର.): କେନ୍ଦୁଝର ଜିଲା କୋର୍ଟ ପରିସରରୁ ଦୁଇଜଣ ମୁଦାଲା ଫେରାର ଘଟଣାରେ ପୋଲିସ କୋର୍ଟର ଜଣେ ସିଏସଆଇ ଓ ତିନି ଜଣ କନେଷ୍ଟବଳଙ୍କୁ ଏସପି ମିତ୍ରଭାନୁ…
ବଡବିଲ, ୧୫।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ବଡବିଲ ଶ୍ରୀ ଜଗନ୍ନାଥ ଷ୍ଟିଲ ଏଣ୍ଡ ପାୱାର ଲିମିଟେଡ କମ୍ପାନୀ ବିରୋଧରେ କାରାଖେଣ୍ଡ୍ରା ଗ୍ରାମବାସୀ ମଙ୍ଗଳବାର ସକାଳୁ…
କେନ୍ଦୁଝର,୧୫।୧୦(ସ୍ବ.ପ୍ର.): କେନ୍ଦୁଝର ସଦର ଥାନାର ଧାତିକା ଗାଁ ନିକଟ ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣଙ୍କ ହେଲେ ଧାତିକା ଗାଁର ତୁଳସୀ ମାଝୀ।…
ପାଟଣା,୧୫।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟରେ କୁମାର ଉତ୍ସବ କମିଟିର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଉଦଘାଟିତ ହୋଇଯାଇଛି। ଆୟୋଜିତ ସମ୍ବର୍ଦ୍ଧନା ଉତ୍ସବ କମିଟିର ସଭାପତି ବିବେକା ନନ୍ଦ…
ପାଟଣା,୧୫।୨୦(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ପଞ୍ଚାୟତ ବେଲପଶି ଗ୍ରାମ ଜଙ୍ଗଲରେ ମଙ୍ଗଳବାର ଜଣେ ୩୯ ବର୍ଷୀୟ ବିବାହିତ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ…
ବଡ଼ବିଲ, ୧୫।୧୦(ସ୍ବ.ପ୍ର.)-ଜୀବନ ଯେତେ ସଂଘର୍ଷପୂର୍ଣ୍ଣ ହେଲେ ବି ସାଧନା ଓ ଚେଷ୍ଟା ଦ୍ୱାରା ସଫଳତା ମିଳିବା ସମ୍ଭବ । ଏଥିଲାଗି ଯୁବପ୍ରତିଭାଙ୍କୁ ପ୍ରୋତ୍ସାହନ ମିଳିବା ଦରକାର। ଏକଥା…
ଆନନ୍ଦପୁର/ଘସିପୁରା, ୧୪। ୧୦(ସ୍ବ.ପ୍ର./ଡି.ଏନ.ଏ.)-ଘସିପୁରା ଥାନା ଅନ୍ତର୍ଗତ ଯୁଗଳକିଶୋରପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଇ ଜଣ ବଳାତ୍କାର କରିଥିବାନେଇ ପିଡୀତାଙ୍କ ବାପା ଥାନାରେ ଅଭିଯୋଗ କରିଛନ୍ତି। ଘସିପୁରା ପୋଲିସ…