କେନ୍ଦୁଝର

ଟାଟା-ବଡ଼ବିଲ ପାସେଞ୍ଜର ଟ୍ରେନ୍‌କୁ ବଲାଣୀ ଖାଦାନ ଷ୍ଟେଶନ ପର୍ଯ୍ୟନ୍ତ ସମ୍ପ୍ରସାରଣ ଦାବି

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଲାଣୀ ଖଣି ଅଞ୍ଚଳକୁ ରେଳସେବା ଯୋଗାଇ ଦେବାକୁ ଦୀର୍ଘବର୍ଷ ହେଲା ସ୍ଥାନୀୟ ଲୋକେ ଦାବି କରିଆସୁଛନ୍ତି। ସେଲ୍‌ ଅଧୀନରେ ବଲାଣୀରେ…

8 months ago

ପୁଣି ୨୫ ପେଟ୍ରୋଲ ପମ୍ପ ମାଲିକଙ୍କୁ ନୋଟିସ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟ ଯୋଗାଣ ବିଭାଗ ପକ୍ଷରୁ ଆଉ ୨୫ ଜଣ ପେଟ୍ରୋଲ ପମ୍ପ ମାଲିକଙ୍କୁ ଚିଠି କରି ଜାତୀୟ ରାଜପଥ ପ୍ରାଧିକରଣ…

8 months ago

ଉଚ୍ଚଶିକ୍ଷା ପାଇଁ ଅଷ୍ଟ୍ରେଲିଆ ଯିବେ କେନ୍ଦୁଝରର ୫ ମେଧାବୀ

କେନ୍ଦୁଝର, ୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):  କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜରୁ ମାଇନିଂ ଇଞ୍ଜିନିୟରିଂରେ ସଫଳତାର ସହ ବିଟେକ୍‌ ପାସ କରିଥିବା ୫ ମେଧାବୀ ଛାତ୍ରୀଛାତ୍ର ଉଚ୍ଚଶିକ୍ଷା…

8 months ago

ରାଜ୍ୟ, କେନ୍ଦ୍ର ଉପରେ ବର୍ଷିଲେ ସୁର ରାଉତରାୟ

ଘସିପୁରା,୪।୯(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଜଟଣି ବିଧାୟକ ସୁର ରାଉତରାୟ ଯୋଗ…

9 months ago

ଅନ୍ଧାରରେ ରୁଗୁଡ଼ିକସଡ଼ାବାସୀ

କେନ୍ଦୁଝର,୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ସାହାରପୁର ପଞ୍ଚାୟତ ବଣପାହାଡ଼ଘେରା ରୁଗୁଡ଼ିକସଡ଼ାବାସୀ ସ୍ବାଧୀନତାର ୭୭ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚତ୍ତ ରହିଛନ୍ତି।…

9 months ago

ରାସ୍ତା ନ ହେଲେ ନିର୍ବାଚନରେ ଜବାବ ଦେବୁ

କେନ୍ଦୁଝର,୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଷଡ଼ଙ୍ଗୀ ପଞ୍ଚାୟତ ଆଙ୍କୁଡି ଗ୍ରାମ ଦୀର୍ଘ ବର୍ଷ ହେଲା ଅବହେଳିତ ହୋଇ ରହିଥିଲେ ହେଁ ସମସ୍ୟାର ସମାଧାନ…

9 months ago

ଯାତ୍ରୀ ବିଶ୍ରାମାଗାରରୁ ମିଳିଲା ମୃତଦେହ

ବଡ଼ବିଲ,୩ା୯(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୁରୁଣା ବସ୍‌ଷ୍ଟାଣ୍ଡସ୍ଥିତ ଯାତ୍ରୀ ବିଶ୍ରାମାଗାରରୁ ରବିବାର ଜଣେ ବ୍ୟକ୍ତିଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ବିଶ୍ରାମ ଗୃହର ଏକ କୋଣକୁ…

9 months ago

ବିନା ଏନ୍‌ଓସିରେ ଚାଲିଛି ପେଟ୍ରୋଲ ପମ୍ପ୍‌, ୨୨ ପମ୍ପ୍‌କୁ ନୋଟିସ୍‌

କେନ୍ଦୁଝର,୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ଜାତୀୟ ରାଜପଥ ପ୍ରାଧୀକରଣ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଜାରି କରାଯାଇଥିବା ଗାଇଡ୍‌ଲାଇନ୍‌କୁ କେନ୍ଦୁଝର ଜିଲାରେ ଅନେକ ପେଟ୍ରୋଲ ପମ୍ପ୍‌ ମାଲିକ ମାନୁନାହାନ୍ତି। ଫଳରେ…

9 months ago

ଡିଜିଟାଲ ଡିସ୍‌ପେନସାରୀ କର୍ମଚାରୀଙ୍କୁ ଛଟେଇ, ପୁନଃ ନିଯୁକ୍ତି ଦାବି

କେନ୍ଦୁଝର,୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚାଲିଥିବା ଡିଜିଟାଲ ଡିସ୍‌ପେନସାରୀରେ କାମ କରୁଥିବା କର୍ମଚାରୀ ଏଏନ୍‌ଏମ ଏବଂ ଏଲ୍‌ଟିମାନଙ୍କୁ କାମରୁ ଛଟେଇ କରି ଦିଆଯାଇଥିବାରୁ ଏହାର ପ୍ରତିବାଦରେ…

9 months ago

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ

କେନ୍ଦୁଝର,୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସ୍ବତନ୍ତ୍ର ଅତିରିକ୍ତ ଜିଲାଜଜ୍‌ (ପୋକ୍ସୋ) ଶୁଭଶ୍ରୀ ତ୍ରିପାଠୀ ଶନିବାର ଜଣେ ୧୦ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର ମାମଲାରେ ଶୁଣାଣି କରି ପ୍ରତାପ…

9 months ago