କେନ୍ଦୁଝର

ହାଟଡିହୀରେ ସ୍ବାଧୀନତା ଦିବସ

ହାଟଡିହୀ,୧୫ା୮(ସ୍ବ.ପ୍ର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ସ୍ଥାନରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ବ୍ଲକ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆନନ୍ଦପୁର ବିଧାୟକ…

7 years ago

ଦେଶରେ ଅଖଣ୍ଡତା, ସାର୍ବଭୌମକୁ ଅକ୍ଷୁଣ୍ଣ ରଖିବାକୁ ବିଧାୟକଙ୍କ ଆହ୍ବାନ

ପାଟଣା,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ଗୁରୁବାର ଷ୍ଟାଡିୟମ ସନ୍ନିକଟ ପଡ଼ିଆରେ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ…

7 years ago

କେନ୍ଦୁଝରରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ

କେନ୍ଦୁଝର (ସ୍ବ.ପ୍ର.): କେନ୍ଦୁଝର ଷ୍ଟାଡିୟମ ପଡିଆରେ ଗୁରୁବାର ଜିଲାସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି l ମୁଖ୍ୟଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ…

7 years ago

ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୦ବର୍ଷ ପୂର୍ତ୍ତି , ଏବିଭିପିର ତ୍ରିରଙ୍ଗା ଯାତ୍ରା

କେନ୍ଦୁଝର୧୫।୮(ସ୍ବ.ପ୍ର.): କେନ୍ଦୁଝର ଏବିଭିପି ଶାଖା ପକ୍ଷରୁ ଗୁରୁବାର ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୦ବର୍ଷ ପୂର୍ତ୍ତି ଅବସରରେ ଏକ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଏବିଭିପିର କାର୍ଯ୍ୟକର୍ତ୍ତା ଓ…

7 years ago

ଆନନ୍ଦପୁରରେ ସ୍ବାଧୀନତା ଦିବସ

ଆନନ୍ଦପୁର, ୧୫।୮(ସ୍ବ.ପ୍ର): କେନ୍ଦୁଝର ଜିଲା ଆନନ୍ଦପୁର ଷ୍ଟାଡିୟମରେ ୭୩ତମ ସ୍ବାଧୀନତା ଦିବସ ପାଳନ କରାଯାଇଛି। ଆନନ୍ଦପୁର ଉପଜିଲାପାଳ ରବୀନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

7 years ago

ଆନ୍ତର୍ଜାତୀୟ ଫୁଟବଲ ରେଫରି କୃଷ୍ଣଚନ୍ଦ୍ରଙ୍କ ହୃଦୟ କଥା: ପ୍ରତିଭା ଅଛନ୍ତି, ସୁଯୋଗ ମିଳୁନି

କେନ୍ଦୁଝର, ୧୫ା୮(ସ୍ବ.ପ୍ର.)ଗତ ୩ରୁ ୬ ତାରିଖ ଯାଏ ଚେନ୍ନାଇରେ ଅନୁଷ୍ଠିତ ଆନ୍ତର୍ଜାତିକ ଫୁଟବଲ ଚାମ୍ପିୟନଶିପ୍‌ ସ୍ପେଶାଲ ଅଲିମ୍ପିକରେ କେନ୍ଦୁଝର ଜିଲାର ୨ ଜଣ କ୍ରୀଡାବିତ୍‌ଙ୍କୁ ରେଫରି ଭାବେ…

7 years ago

ଜନ୍ମ ଦିନରେ ମୃତ୍ୟୁ କୋଳକୁ ଗଲେ ବ୍ୟବସାୟୀ

ବଡବିଲ, ୧୪।୮(ସ୍ବ.ପ୍ର.): ଜନ୍ମ ଦିନରେ ମୃତ୍ୟୁମୁଖରେ ପଡିବା ଘଟଣା ବହୁତ କମ୍‌ ଦେଖିବାକୁ ମିଳିଥାଏ। କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ୱାର୍ଡ ନଂ-୪ ଉ.ପ୍ରା. ବିଦ୍ୟାଳୟ ନିକଟରେ…

7 years ago

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ବୃଦ୍ଧ ଗିରଫ

କେନ୍ଦୁଝର, ୧୪ା୮ (ସ୍ବ.ପ୍ର./ଡି.ଏନ.ଏ.): ସଦର ଥାନା ଅନ୍ତର୍ଗତ ଅଞ୍ଚଳରେ ଜଣେ ୪ର୍ଥ ଶ୍ରେଣୀ ରେ ପଢୁଥିବା ୯ ବର୍ଷର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ…

7 years ago

୭ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଯୋଡ଼ା, ୧୪।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ପୌରପାଳିକାର ୭ନଂ ଓ୍ବାର୍ଡରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଥିବା ଅଭିଯୋଗ ହୋଇଛି । ଉକ୍ତ ଓ୍ବାର୍ଡର ପୋଷ୍ଟ ଓଫିସ ପଛପାର୍ଶ୍ୱରେ…

7 years ago

ସୂଆଁପଦା ଛକ ଦୁର୍ଘଟଣା ଘଟଣା: ମୃତ୍ୟୁସଂଖ୍ୟା ଦୁଇରେ ପହଞ୍ଚିଲା

ଆନନ୍ଦପୁର,୧୪।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ୨୦ ନଂ. ଜାତୀୟ ରାଜପଥର ସୂଆଁପଦା ଛକଠାରେ ମଙ୍ଗଳବାର ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘସିପୁରା ବ୍ଲକ ଶାଳଦେଇ…

7 years ago