କେନ୍ଦୁଝର

ଏମିତି କ’ଣ ହେଲା ଚେୟାର ଛାଡ଼ି ଉଠି ଆସିଲେ ଉପଜିଲାପାଳ, ଜାଣନ୍ତୁ….

ଚମ୍ପୁଆ,୧୧।୯(ମହେଶ୍ୱର ଦାସ): ଅଭିଯୋଗ କରିବାକୁ ଆସିଥିବା ଜଣେ ବୃଦ୍ଧାଙ୍କ ଅଭିଯୋଗ ଶୁଣିବାକୁ ଚମ୍ପୁଆ ଉପଜିଲାପାଳ ଉମାକନ୍ତ ପରିଡ଼ା ନିଜ ଚେୟାର ଛାଡ଼ି ଉଠି ଆସିବା ଚର୍ଚ୍ଚାର ବିଷୟ…

1 year ago

ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟି ନେଲେ ୯ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା

ପାଟଣା,୧୦।୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗରରୁ ତୁରୁମୁଙ୍ଗା ଘର କୁ ବାଇକରେ ଜଣେ ଘରୋଇ ବ୍ୟାଙ୍କ କର୍ମଚାରୀ ସୋମବାର ବିଳମ୍ବିତ ରାତ୍ରୀରେ ବାଇକରେ ଟଙ୍କା…

1 year ago

କେନ୍ଦୁଝରରେ ବେଙ୍ଗଲ ବ୍ରିଡ ଲେମ୍ବୁ: ବାସ୍ନା ଆଉ ସ୍ବାଦରେ ସମ୍ପୂର୍ଣ୍ଣ ଘରୋଇ

କେନ୍ଦୁଝର,୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ବେଙ୍ଗଲ ବ୍ରିଡ୍ ଲେମ୍ବୁ ବିକ୍ରି ଦେଖି ସବୁ ଚକିତ। ଏହି ଲେମ୍ବୁ ଗୋଟା ୨୦ରୁ ୩୦ ଟଙ୍କାରେ ବିକ୍ରି ହେଉଛି।…

1 year ago

ପାଟଣା ନିର୍ବାଚନ ମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ଡିଭିଜନ ମାନ୍ୟତା ଦାବି, ପୂରଣ ନ ହେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ

ପାଟଣା,୮ା୯(ବୀରକିଶୋର ଦାଶ):  ରାଜ୍ୟରେ କେତୋଟି ନୂଆ ସବ୍‌ଡିଭିଜନ ଖୋଲା ଯିବା ନେଇ ବିଧାନସଭାରେ ବିଧାୟକ ଅଶ୍ୱିନୀ କୁମାର ପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ…

1 year ago

ପିଇଓଙ୍କୁ ଜାତିଆଣ ଆକ୍ଷେପ ମାମଲା: ଘଟଣାକୁ ଚପାଇ ଦେବା ପାଇଁ ବିଡିଓଙ୍କ ନାମରେ ପାଲଟା ଅଭିଯୋଗ

ହାଟଡିହୀ,୮ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଉର୍ମିଳା ମୁର୍ମୁଙ୍କୁ ଜାତିଆଣ ଆକ୍ଷେପ, ଗାଳିଗୁଲଜ ଏବଂ ହତ୍ୟା ଧମକ ନେଇ ହାଟଡିହୀ ବ୍ଲକ ବିଡିଓ ସୌମ୍ୟଶ୍ରୀ…

1 year ago

ଅମ୍ବୁଡସ ପର୍ସନଙ୍କ ପ୍ରୋସିଡିଂ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ

କେନ୍ଦୁଝର/ହାଟଡିହୀ,୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ): ହାଟଡିହୀ ବ୍ଲକ ସମ୍ପର୍କିତ ଏକ ମାମଲାର ଶୁଣାଣି କରି କେନ୍ଦୁଝର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅମ୍ବୁଡ଼ସ ପର୍ସନଙ୍କ ପ୍ରୋସିଡିଂ ଉପରେ ମାନ୍ୟବର ଓଡ଼ିଶା ହାଇକୋର୍ଟ…

1 year ago

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ,…

1 year ago

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା ଦେଇଛନ୍ତି।…

1 year ago

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ ପିଇଓ…

1 year ago

ଏସ୍‌ପିଙ୍କ ଚୌକି ଜବତ ପାଇଁ ଅଦାଲତଙ୍କ ନିର୍ଦ୍ଦେଶ

କେନ୍ଦୁଝର,୬ା୯: ପୋଲିସ ଗାଡ଼ି ଧକ୍କାରେ ଜଣେ ଖବରକାଗଜ ବିତରକ ପ୍ରାଣ ହରାଇଥିଲେ। ମୃତକଙ୍କ ପରିବାରକୁ କ୍ଷତିପୂରଣ ପାଇଁ ଅଦାଲତ ପୋଲିସ ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର…

1 year ago