କେନ୍ଦୁଝର

ମହିଳା ଓାର୍ଡମେମ୍ବରଙ୍କ ଚୋରାମଦ କାରବାର ଭିଡିଓ ଭାଇରାଲ: ଦୋକାନରେ ମଦ ବିକୁଛନ୍ତି ଜନ ପ୍ରତିନିଧି

ପାଟଣା,୧୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲାର ଉଭୟ ପାଟଣା ଅବକାରୀ ପୋଲିସ ନିଷ୍କ୍ରିୟତା ଯୋଗୁ ଗାଁଗାଁରେ ଚୋରା ମଦ କାରବାର ବୃଦ୍ଧି ପାଉଥିବା ବେଳେ ଜଣେ ମହିଳା…

1 year ago

ପାଟଣାରେ କାଳବୈଶାଖୀର ତାଣ୍ଡବ: ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ରେ ଉପୁଡ଼ିଲା ଗଛ, ଯାତାୟତ-ବିଦ୍ୟୁତ ସେବା ବାଧାପ୍ରାପ୍ତ

ପାଟଣା ,୧୨।୪(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାରେ ତୁହାକୁ ତୁହା ଘଡ଼ଘଡି, ପବନ ସାଙ୍ଗକୁ…

1 year ago

ଦାଦାଙ୍କ ଗଣ୍ଡିମୁଣ୍ଡ ଅଲଗା କରିଦେଲେ ପୁତୁରା: କଟା ମୁଣ୍ଡ ଧରି ଥାନାରେ ଆତ୍ମସମର୍ପଣ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ତଳକଇଁସାରୀ ଗ୍ରାମରେ ଗତକାଲି ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ ଗଣ୍ଡଗୋଳକୁ ନେଇ ପୁତୁରା…

1 year ago

୫ ପଞ୍ଚାୟତରେ ଆରମ୍ଭ ହେଲା ଆୟୁଷ୍ମାନ ଭାରତ ଯୋଜନା

ପାଟଣା,୧୧।୪(ବୀର କିଶୋର ଦାଶ):ଓଡିଶାବାସୀଙ୍କ ବହୁପ୍ରତୀକ୍ଷିତ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ସାସ୍ଥ୍ୟ କାର୍ଡ ଶୁଭାରମ୍ଭ ହୋଇଛି। ଶୁକ୍ରବାର…

1 year ago

ଜାପାନ ଯିବେ ୩ ମେଧାବୀ ଛାତ୍ରୀଛାତ୍ର

ଢେଙ୍କିକୋଟ,୧୧ା୪(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ୍‌ରେ ଥିବା ଶିକ୍ଷାନୁଷ୍ଠାନ ଶ୍ରୀଗୁରୁକୁଳ ଇଂଲିଶ ମିଡିୟମ ସ୍କୁଲର ୩ ମେଧାବୀ ଛାତ୍ରୀଛାତ୍ର ଜାପାନ ଯିବେ। ସେମାନେ ହେଉଛନ୍ତି ୧୦ମ ଶ୍ରେଣୀର…

1 year ago

ଶିଶୁ ମନ୍ଦିର ପିଲା କେବେ ଦେଶଦ୍ରୋହୀ ହୋଇପାରିବେ ନାହିଁ: ଉପମୁଖ୍ୟମନ୍ତ୍ରୀ

ପାଟଣା,୧୦।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଛି। ଆୟୋଜିତ ସଭା ପରିଚାଳନା କମିଟି ସଭାପତି…

1 year ago

୧୧୪ କୁଣ୍ଡୀୟ ଯଜ୍ଞରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୧୦ା୪: କେନ୍ଦୁଝର କାଳୀ ପଡ଼ିଆରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ତ୍ରିଦିବସୀୟ ୧୧୪ କୁଣ୍ଡୀୟ ମହାଯଜ୍ଞରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ କାଳୀ ପଡ଼ିଆରେ…

1 year ago

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ୍‌ରେ ଦେଲେ ଯୋଗ

କେନ୍ଦୁଝର,୧୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରଠାରୁ ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ୧୦.୪୦ରେ…

1 year ago

ଓଡ଼ିଆ ପକ୍ଷ ପାଳନରେ ସମ୍ବର୍ଦ୍ଧିତ ହେଲେ ୧୩ କଳାକାର

ପାଟଣା,୧୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭା ଗୃହରେ ଗୁରୁବାର ଓଡ଼ିଆ ପକ୍ଷ ଉପଲକ୍ଷେ ଲୋକକଳା ପାଇଁ ଦିନ ଟିଏ କାର୍ଯ୍ୟ କ୍ରମରେ ବ୍ଲକର ଜଣାଶୁଣା…

1 year ago

ଗର୍ଭବତୀଙ୍କୁ ଆଣିବା ପାଇଁ ଯିବାବେଳେ ଓଲଟିଲା ଆମ୍ବୁଲାନ୍ସ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଧାନବେଣୀ କପୁଣ୍ଡି ରାସ୍ତାର କପୁଣ୍ଡି ପଇଦା ବନ୍ଧ ନିକଟରେ ବୁଧବାର ଭାରସାମ୍ୟ ହରାଇ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ…

1 year ago