କେନ୍ଦୁଝର

ମଦଭାଟି ନିକଟରେ ପଡ଼ିଛି ଯୁବକଙ୍କ ମୃତଦେହ

କଣ୍ଟିପାଳ,୨୯ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ମୋଚିନ୍ଦା ପଞ୍ଚାୟତ ଖଡ଼ିପାଳ ଗ୍ରାମରେ ଥିବା ମଦଭାଟି ନିକଟରେ ସୋମବାର ଭୋର ସମୟରେ ଗ୍ରାମବାସୀ ଜଣେ ଯୁବକଙ୍କ ମୃତଦେହ…

12 months ago

କାମରେ ଲାଗୁନି ୮ ଗୋଷ୍ଠୀ ଶୌଚାଳୟ

ଚମ୍ପୁଆ,୨୮ା୫(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଚମ୍ପୁଆ ବିଜ୍ଞାପିତ ଅଞ୍ଚଳରେ ଅନେକ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ୱାର୍ଡରେ ନିର୍ମାଣ କରାଯାଇଥିବା ଗୋଷ୍ଠୀ ଶୌଚାଳୟ କାମରେ ଲାଗୁନହିଁ। ଅନେକ…

12 months ago

କେନ୍ଦୁଝର-ହାଓ୍ବଡାକୁ ଟ୍ରେନ ଚଳାଚଳ ଦାବି

କେନ୍ଦୁଝର,୨୭।୫(ଡି.ଏନ.ଏ): କେନ୍ଦୁଝର ଜିଲା ମୁଖ୍ୟାଳୟରୁ ହାଓ୍ବଡାକୁ ସିଧାସଳଖ ଟ୍ରେନ ଚଳାଚଳ କରିବାକୁ ଏସ୍‌ସିୟୁଆଇ ପକ୍ଷରୁ ଦାବି କରାଯାଇଛି। କେନ୍ଦୁଝରରୁ ଟାଟା ଦେଇ କିମ୍ବା ଯାଜପୁରରୋଡ ଦେଇ ଟ୍ରେନ…

12 months ago

ଗୋରୁ ବୋଝେଇ ଟ୍ରକ୍‌ ଜବତ: ୧୫ ଗୋରୁ ଉଦ୍ଧାର

ପାଟଣା,୨୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁମ୍ବାଇ-କୋଲକାତା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡ଼ା ନିକଟରୁ ଶନିବାର ଭୋରରେ ଏକ ଗୋରୁ ବୋଝେଇ ଟ୍ରକ୍‌କୁ ତୁରୁମୁଙ୍ଗା ପୋଲିସ…

12 months ago

ମିଲେଟ୍‌ ମିଶନ କାର୍ଯ୍ୟକାରିତା ନେଇ ସନ୍ଦେହ

ଯୋଡ଼ା,୨୭ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ଓଡ଼ିଶା ମିଲେଟ୍‌ ମିଶନ କାର୍ଯ୍ୟକାରିତା ନେଇ ସନ୍ଦେହ ଉପୁଜିଛି। ଯୋଜନା ମାଧ୍ୟମରେ ଅନେକ କୋଟି ଖର୍ଚ୍ଚ ହେଉଛି। ଚାଷୀଙ୍କୁ ଉତ୍ସାହିତ…

12 months ago

ଶାଳମଞ୍ଜି ଦେଇଛି ଜୀବିକା

ଚମ୍ପୁଆ,୨୭ା୫: କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡରେ ଶାଳମଞ୍ଜି ଆଦିବାସୀମାନଙ୍କ ଏକ ପ୍ରମୁଖ ଉପାର୍ଜନର ମାଧ୍ୟମ ସାଜିଛି। ଆଦିବାସୀମାନେ ସପରିବାରେ ଏକ ମାସ ଧରି ଶାଳଫୁଲରୁ ମଞ୍ଜି ସଂଗ୍ରହ…

12 months ago

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଝୁମ୍ପୁରା,୨୬ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ବାଲିବନ୍ଧ ଫରେଷ୍ଟ ଲକ୍ଷ୍ମୀପଶି ବିଟ୍‌ ମହାଦେବପୁର ଜଙ୍ଗଲରେ ଶୁକୁବ୍ରାର ଏକ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣଙ୍କ…

12 months ago

ଜିଲା ମୁଖ୍ୟ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଏସି ଅଚଳ,ରୋଗୀ ହନ୍ତସନ୍ତ

କେନ୍ଦୁଝର,୨୬।୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ତାପମାତ୍ରା 40 ଡିଗ୍ରୀ ଟପିଥିବା ବେଳେ ପ୍ରବଳ ଗରମରେ ଲୋକ ମାନେ ସଢୁଛନ୍ତି। ଏଭଳି ପରିସ୍ଥିତିରେ ଜିଲା ମୁଖ୍ୟ ଡାକ୍ତରଖାନାର ସ୍ତ୍ରୀ ଓ…

12 months ago

ହଜିବାକୁ ବସିଛି ପାରମ୍ପାରିକ ଦେଶୀ ସୁଢି ଆମ୍ବ

କେନ୍ଦୁଝର,୨୬।୫(ସ୍ବ.ପ୍ର): କେନ୍ଦୁଝର ଜିଲାର ବଣପାହାଡ ତଥା ବାଡି ବଗିଚାରେ ଅଞ୍ଚଳରେ ଫଳୁଥିବା ଦେଶୀ ଆମ୍ବର ଚାହିଦା କମିବାକୁ ବସିଛି। ଯାହାକୁ ସ୍ଥାନୀୟ ଭାଷାରେ ସୁଢି ଆମ୍ବ କୁହାଯାଏ।…

12 months ago

କାଳବୈଶାଖୀ ପ୍ରଭାବରେ କୁଆ ପଥର ମାଡ଼

ପାଟଣା,୨୬।୫(ସ୍ବ.ପ୍ର): କାଳବୈଶାଖୀ ପ୍ରଭାବରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଶୁକ୍ରବାର ମଧ୍ୟାହ୍ନରେ ଘଡ଼ଘଡି ସହ ବର୍ଷା ହୋଇ ବିଭିନ୍ନ ସ୍ଥାନରେ କୁଆ ପଥର ମାଡ଼ ହୋଇଛି। ଏପରିକି…

12 months ago