କେନ୍ଦୁଝର

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ ଅବସ୍ଥାରେ ସୋମବାର କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ,…

ଗାଁରେ ପହଞ୍ଚିଲାନି ଆମ୍ବୁଲାନ୍ସ: ପୁଅକୁ କାନ୍ଧରେ ବୋହିଲେ ମା’, ପରେ ଖଟିଆରେ….

ପାଟଣା, ୧।୯ (ବୀର କିଶୋର ଦାଶ): ଲଗାଣ ବର୍ଷାରେ ନାଳ ଉପରେ ଥିବା ପୋଲ ଧୋଇଯିବାରୁ ଗାଁ ଭିତରକୁ ଯାଇପାରିଲା ନାହିଁ ଆମ୍ବୁଲାନ୍ସ। ଶେଷରେ ଗୁରୁତର ଅବସ୍ଥାରେ ଥିବା ପୁଅକୁ ବଞ୍ଚାଇବା ପାଇଁ ମା’ କାନ୍ଧରେ ବୋହି ପୋଲ ନିକଟକୁ ଆଣିଥିଲେ…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଯୁବକ ଜଣକ ହେଉଛନ୍ତି ହେଇଛନ୍ତି ପାଟଣା…

ପାଟଣାରେ ‘ନଜର ଓଡ଼ିଶା’ ଡିଜିଟାଲ ନ୍ୟୁଜ ପ୍ଲାଟଫର୍ମ ଲୋକାର୍ପିତ

ପାଟଣା, ୩୧ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆନନ୍ଦେଶ୍ୱର ଶିବମନ୍ଦିର କଲ୍ୟାଣମଣ୍ଡପରେ ରବିବାର ଡିଜିଟାଲ ନ୍ୟୁଜ ପ୍ଲାଟଫର୍ମ ‘ନଜର ଓଡ଼ିଶା’ର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଛି। ବରିଷ୍ଠ ଖବରଦାତା ନୃସିଂହ ନାଥ ସିଂହଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟ…

ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କ ଘରୁ ତଲାସୀ ବେଳେ ମିଳିଲା ୭.୨୯ ଲକ୍ଷ ଟଙ୍କା, ୩୦୦ ଗ୍ରାମ ସୁନା ଗହଣା

କେନ୍ଦୁଝର,୩୧।୮,(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସାରେ, କେନ୍ଦୁଝରର ଜିଲା ଶ୍ରମ ଅଧିକାରୀ, ଆକାଶ ବିଶୋଇ ଜଣେ ବୈଦ୍ୟୁତିକ ଠିକାଦାରଙ୍କ ଠାରୁ ଶ୍ରମିକ ଲାଇସେନ୍ସ ପ୍ରଦାନ କରିବା ପାଇଁ ୨୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗିରଫ କରିଥିଲା। ଏହାକୁ…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ ପଞ୍ଜୀକରଣ ପାଇଁ କଲବଲ ହେଉଛନ୍ତି। ଦୀର୍ଘ ଘଣ୍ଟା ଧରି ଲମ୍ବା ଧାଡିରେ ଠିଆ…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାରୁ ଜଣାଯାଇଛି ଯେ, ଦଶମ ଶ୍ରେଣୀ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ କମଳ କୁମାର ପଣ୍ଡା ନିଶାର ଭୟାବହତା, ଶାରୀରିକ-ମାନସିକ ସ୍ବାସ୍ଥ୍ୟ ଓ ସମାଜ ଉପରେ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ ଦେଇଥିବା ଜଣାପଡ଼ିଛି। ଡାକ୍ତରଙ୍କ ରିପୋର୍ଟ ଆଧାରରେ ନନ୍ଦିପଦା ପୋଲିସ ଏନେଇ ମାମଲା ନଂ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ କାଠ ଫାଳିଆରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସେହି…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି କର୍ମୀ ଓ ହେଲ୍ପରଙ୍କୁ ନେଇ ସେକ୍ଟର ମିଟିଂ ଚାଲିଥିବା ବେଳେ ଅପରାହ୍ନରେ ବଜ୍ରପାତ…

ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅନ୍ତର୍ଗତ ଦୁଧିଆଚୁଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?