କେନ୍ଦୁଝର

ସମ୍ଭାବ୍ୟ ମେଣ୍ଟ: ଦ୍ୱନ୍ଦ୍ୱରେ ବିଜେଡି, ଭାଜପା ନେତା

କେନ୍ଦୁଝର,୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜେଡି ଓ ଭାଜପା ମେଣ୍ଟକୁ ନେଇ ଉଭୟ ବିଜେଡି- ଭାଜପା ଦଳର ନେତା ଓ କର୍ମୀ ନିରାଶ ହୋଇଥିବା ବେଳେ କଂଗ୍ରେସ ଶିବିରରେ ଉତ୍ସାହ ଦେଖିବାକୁ ମିଳିଛି। ମେଣ୍ଟ ହେବା ଘଟଣା ପ୍ରସାରିତ ହେବା ପରେ...

ନ୍ୟାୟ, ସୁରକ୍ଷା ଦାବିରେ ଅନଶନ

କେନ୍ଦୁଝର ୮।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ନ୍ୟାୟ ଓ ସୁରକ୍ଷା ଦାବିରେ ସନ୍ତୋଷ କୁମାର ମହାପାତ୍ର ନାମକ ଜଣେ ବ୍ୟକ୍ତି ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅମରଣ ଅନଶନରେ ବସିଛନ୍ତି। ଏନେଇ ସେ ଗତ ୨ ତାରିଖରେ ଜିଲାପାଳଙ୍କୁ ଲିଖିତ...

କଳାକାରଙ୍କୁ ମିଳୁନି ଭତ୍ତା, ପରିବାର ପ୍ରତିପୋଷଣରେ ଅର୍ଥ ସାଜିଛି ବାଧକ

କେନ୍ଦୁଝର,୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରଙ୍କ କଳାକାର ଭତ୍ତାରୁ ବଞ୍ଚିତ ସଦର ବ୍ଲକ କାଳିଆବେଡ଼ା ଗ୍ରାମର ମହିଳା ପାଲା ଗାୟିକା ଯଶୋଦା ବାରିକ ଦୁଃଖ ଦୁର୍ଦ୍ଦଶାରେ ରହୁଛନ୍ତି। ଏଥିପାଇଁ କଳାକାର ଭତ୍ତା ପାଇଁ ଜିଲାପାଳଙ୍କୁ ନିବେଦନ କରିଛନ୍ତି। ଦୀର୍ଘ ବର୍ଷ ଧରି...

ଅବସରପ୍ରାପ୍ତ ମହିଳା କର୍ମଚାରୀଙ୍କ ବ୍ୟାଙ୍କ ଆକାଉଣ୍ଟରୁ ସାଢ଼େ ୪ ଲକ୍ଷ ଠକେଇ ଅଭିଯୋଗ: ଦମ୍ପତି ଗିରଫ

ବଡ଼ବିଲ,୬ା୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କଳିଙ୍ଗନଗରରେ ଭଡ଼ା ଘରେ ରହୁଥିବା ପୂର୍ଣ୍ଣମାସୀ ଦଳେଇ ନାମକ ଅବସରପ୍ରାପ୍ତ ମହିଳା କର୍ମଚାରୀଙ୍କ ଆକାଉଣ୍ଟରୁ ସାଢେ ୪ ଲକ୍ଷ ଟଙ୍କା ଠକେଇ ହୋଇଥିବା ନେଇ ଅଭିଯୋଗ ହୋଇଥିବା ବେଳେ ପୋଲିସ...

ହତ୍ୟା ମାମଲାରେ ୫ ଜଣଙ୍କୁ ଫାଶୀ

କେନ୍ଦୁଝର,୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ବୁଧବାର ବହୁ ଚର୍ଚ୍ଚିତ ଘଷିପୁରା ନିର୍ବାଚନ ମଣ୍ଡଳୀ ଧକୋଠା ଗାଁର ରାମଚନ୍ଦ୍ର ବେହେରା ହତ୍ୟା ମାମଲାର ଶୁଣାଣି କରି ୫ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁ ଦଣ୍ଡାଦେଶ...

ପାଣି ପାଇଁ ତାତିଲେ ମହିଳା: ଗରା, ବାଲଟି ରଖି ବନ୍ଦକଲେ ରାସ୍ତା

ପାଟଣା,୬।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ଗ୍ରାମକୁ ପାନୀୟଜଳ ଯୋଗାଣ ବନ୍ଦ ହୋଇଥିବାରୁ ଏହାର ପ୍ରତିବାଦରେ ବୁଧବାର ଉତ୍ତ୍ୟକ୍ତ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି। ଗାଁକୁ ତୁରନ୍ତ ପାନୀୟ ଜଳ ଯୋଗାଣ ଦାବି କରି ମହିଳାମାନେ...

ସନାସେନା ସମର୍ଥନ ଅପେକ୍ଷାରେ ବିଜେଡି, ଭାଜପା

ପାଟଣା,୬ା୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅନୁସୂଚିତ ଜନଜାତି ପାଇଁ ସଂରକ୍ଷିତ ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ସାଙ୍ଗଠନିକ କାର୍ଯ୍ୟ ବଢ଼ାଇବାରେ ଲାଗିଛନ୍ତି। ବିଜେଡି ନବୀନ ପଟ୍ଟନାୟକଙ୍କ ଭାବମୂର୍ତ୍ତି ଓ ବିକାଶକୁ...

କୂଅ ଭିତରକୁ ପଶିଗଲା ବୋଲେରୋ: ଗାଡ଼ି ଭିତରେ ଥିଲେ ଭାଜପା କର୍ମୀ

ପାଟଣା,୫।୩(ବୀର କିଶୋର ଦାଶ): କୂଅ ଭିତରକୁ ପଶିଗଲା ବୋଲେରୋ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ମୋଦି ସାହି ବାଙ୍କ ନିକଟରେ। ମଙ୍ଗଳବାର ଏକ ବୋଲେରୋ ଭାରସାମ୍ୟ ହରାଇ ବଗିଚାର ଏକ କୂଅ...

ଜଳବାୟୁ ପ୍ରଦୂଷଣର ସମାଧାନ ପାଇଁ ଜିଲାପାଳଙ୍କୁ ଗୁହାରି ଜଣାଇଲେ ଗ୍ରାମବାସୀ

 କେନ୍ଦୁଝର,୪।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅଧୀନ ପଟୁଆକୁଦର ଗ୍ରାମବାସୀ ଜଳବାୟୁ ପ୍ରଦୂଷଣକୁ ନେଇ ସୋମବାର ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଦ୍ୱାରସ୍ଥ ହୋଇ ଏହାର ତୁରନ୍ତ ପ୍ରତିକାର ପାଇଁ ଦାବି କରିଛନ୍ତି। ଗ୍ରାମ ନିକଟରେ ଥିବା ବସନ୍ତପୁରର...

ବିଜେଡି ସରକାରଙ୍କ ଉପରେ ବର୍ଷିଲେ ଭାଜପା ମହିଳା ନେତ୍ରୀ

ପାଟଣା,୪।୩(ବୀର କିଶୋରଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟରେ ସୋମବାର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ନାରୀ ଶକ୍ତି ବନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅବସରରେ ପାଟଣା ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବ ମନ୍ଦିରରୁ ଏକ ପଦଯାତ୍ରା ବାହାରି ବଜାର...

୩ ଦଫା ଦାବିରେ ପାଚିକା-ସହାୟିକାଙ୍କ ପକ୍ଷରୁ ଧାରଣା

କେନ୍ଦୁଝର,୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ମିଡ୍‌ ଡେ ମିଲ ଓ୍ବାର୍କର୍ସ ୟୁନିୟନ ପକ୍ଷରୁ ସୋମବାର ତିନି ଦଫା ଦାବିରେ କେନ୍ଦୁଝରଠାରେ ଏକ ରାଲି ଅନୁଷ୍ଠିତ ହୋଇଯାଇଛି। ଜିଲାର ବିଭିନ୍ନ ସ୍କୁଲରେ କାମ କରୁଥିବା ଶତାଧିକ ପାଚିକା/ସହାୟିକା ସାମିଲ ହୋଇ ଜିଲାପାଳଙ୍କ...

ଭାଜପାରେ ସାମିଲ ହେବେ ବିଧାୟକ ପ୍ରେମାନନ୍ଦ

କେନ୍ଦୁଝର ୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):ନିକଟରେ ବିଜେଡି ଛାଡିଥିବା ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାଏକ ଭାଜପାରେ ଯୋଗଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗ୍ରସ୍ତର ଦିନକ ପୂର୍ବରୁ ସୋମବାର ସେ ଭାଜପାରେ ଯୋଗଦେବା ନେଇ ତେଲକୋଇରେ ରାଜନୀତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri