କେନ୍ଦୁଝର

ଟ୍ରକ ଧକ୍କାରେ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ

ପାଟଣା,୨୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ନମ୍ବର ମୁମ୍ବାଇ କଲିକତା ଜାତୀୟ ରାଜପଥର ହାତୀବାରୀ ନିକଟରେ ଏକ ଟ୍ରକ ବାଇକ ଆରୋହୀଙ୍କୁ ଧକ୍କା ଦେବା ଫଳରେ ବାଇକ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମୃତକ ଜଣକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:ମା’-ପୁଅ ଗୁରୁତର

ହାଟଡିହୀ,୨୫l୩(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର- ଭଦ୍ରକ ୫୩ନଂ ରାଜ୍ୟ ରାଜପଥର ହାଟଡିହୀ ବ୍ଲକ ଅଣା ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନ ସମୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି l ଏଥିରେ ମା’-ପୁଅ ଗୁରୁତର ହୋଇଛନ୍ତି l ସୂଚନା ଅନୁଯାୟୀ ଅକରୁଆ…

ଆସନ୍ତା ମାସରୁ କେନ୍ଦୁଝରରେ କାର୍ଯ୍ୟକ୍ଷମ ହେବ କର୍କଟ ହସ୍ପିଟାଲ

କେନ୍ଦୁଝର,୨୫ା୩: କେନ୍ଦୁଝର ଜିଲାରେ ଥିବା ବହୁ ପ୍ରତୀକ୍ଷିତ କର୍କଟ ହସ୍ପିଟାଲ୍ ବର୍ତ୍ତମାନ ନିର୍ମାଣର ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ୨୦୨୫ ଏପ୍ରିଲ୍ ମାସରୁ କାର୍ଯ୍ୟକ୍ଷମ ହେବ ବୋଲି ରିପୋର୍ଟରେ କୁହାଯାଇଛି। ଏହି ସୁବିଧା କେନ୍ଦୁଝର ଏବଂ ପଡ଼ୋଶୀ ଜିଲ୍ଲାଗୁଡ଼ିକର ରୋଗୀମାନଙ୍କୁ ଉନ୍ନତ…

ବାଲଟି ପାଣିରେ ବୁଡି ଦେଢ଼ବର୍ଷର ଶିଶୁପୁତ୍ରର ଜୀବନଗଲା

ପାଟଣା,୨୪।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ସିଲିଦାରେ ସୋମବାର ଅଭାବନୀୟ ଘଟଣା ଘଟିଛି। ଜଣେ ଦେଢ଼ ବର୍ଷର ଶିଶୁପୁତ୍ରର ପାଣି ବାଲଟିରେ ବୁଡି ମତ୍ୟୁ ଘଟିଛି। ମୃତ ଶିଶୁପୁତ୍ର ହେଉଛନ୍ତି ଉକ୍ତ ଗ୍ରାମର ଜିତେନ ବେହେରାଙ୍କ ପୁଅ ଅଭିଜିତ…

ବାଲ୍ୟବିବାହ କରିଥିବା ନାବାଳିକାଙ୍କୁ ଉଦ୍ଧାର କଲା ପ୍ରଶାସନ

ପାଟଣା,୨୪।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପ୍ରଶାସନ ସୋମବାର ଏକ ବାଲ୍ୟବିବାହ ହୋଇଥିବା ଜଣେ ୧୫ବର୍ଷ ନାବାଳିକାଙ୍କୁ ଉଦ୍ଧାର କରିଛି। ସୂଚନା ଯେ, କଣ୍ଟି ଆପଡ଼ା ବେହେରା ସାହିର ଜଣେ ନାବାଳିକା ଉକ୍ତ ଗ୍ରାମର ଜଣେ ୧୭ବର୍ଷ ର ନାବାଳକ…

ହତ୍ୟାକାରୀଙ୍କୁ ୭ବର୍ଷ ଜେଲ

କେନ୍ଦୁଝର,୨୪।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ହତ୍ୟା ମାମଲାରେ ବିଚାର କରି କେନ୍ଦୁଝର ଏଡିଜେ ମମିତା ଦାସ ଦୈତାରୀ ଗ୍ରାମର ଅଭିଯୁକ୍ତ ସୁନାରାମ ମାଝୀ(୩୫)ଙ୍କୁ ୭ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହ ୧୧ ହଜାର ଟଙ୍କା ଜରିମାନା ଅନାଦେୟ ଅଧିକ…

ମୁଖ୍ୟମନ୍ତ୍ରୀଙ୍କ ଗାଁ ଧାନମଣ୍ଡି ନିରୀକ୍ଷଣ କଲେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶର ସାହୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଗାଁ ଧାନମଣ୍ଡି ପଳାଶପଙ୍ଗା ସେବା ସମବାୟ ସମିତି ପରିଦର୍ଶନ କରିଛନ୍ତି। ଧାନ ବିକ୍ରି କରିପାରି ନ ଥିବା ପଳାଶପଙ୍ଗା ଧାନମଣ୍ଡିର…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ମହିଳା ଅସୁରକ୍ଷିତ: ନାରୀ ନିର୍ଯାତନା ବନ୍ଦ ନ ହେଲେ…

କେନ୍ଦୁଝର, ୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ରାଜ୍ୟରେ ମହିଳା ହିଂସା ସୀମା ଟପିଛି ବୋଲି ପିସିସି ମୁଖପାତ୍ର ନିଶିକାନ୍ତ ମିଶ୍ର କହିଛନ୍ତି। କେନ୍ଦୁଝର କଂଗ୍ରେସ ଭବନରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ରାଜ୍ୟରେ ବିଜେଡି ୨୪ ବର୍ଷର କୁଶାସନ ପରେ…

ଭଉଣୀ ଘରକୁ ଆସିଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଭାଇର ଜୀବନ

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନରଣପୁର ଗ୍ରାମରେ ରବିବାର ସକାଳେ ଜଣେ ନାବାଳକ ପୋଖରୀରେ ବୁଡି ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ପୋଖରୀରେ ଗାଧୋଉଥିବା ବେଳେ ହଠାତ ପାଣିରେ ବୁଡ଼ି ଯାଇ ନିଖୋଜ ହୋଇ ଯାଇଥିଲା।…

କାଳ ବୈଶାଖୀ ତାଣ୍ଡବ: ଉଡିଗଲା ଛପର: ଗଛ ଡ଼ାଳ ପଡ଼ି ଜଣେ ଗୁରୁତର ନଷ୍ଟ ହେଲା…

ପାଟଣା,୨୨।୩(ବୀର କିଶୋର ଦାଶ): କାଳବୈଶାଖୀ ପ୍ରଭାବରେ ଶୁକ୍ରବାର ରାତିରେ କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟ କ୍ଷତି ହୋଇଛି। ବ୍ଲକର ଡେଣୁଆ ଓ କୋଡଖମଣ ଗ୍ରାମରେ ଗଛ ଉପୁଡ଼ି ପଡ଼ିବା ସହ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ଭାଙ୍ଗି ଯାଇଛି।…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡ଼ାଇ ନେଲା ଛପର, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ

ଆନନ୍ଦପୁର,୨୨ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅନେକ ଘରର ଚାଳ ଛପର ଉଡ଼ାଇ ନେଇଯାଇଥିବା ବେଳେ ବି-୧୧ କେଭି ବିଦ୍ୟୁତ ଖୁଣ୍ଟକୁ ଭାଙ୍ଗି ଦେଇଛି ଏବଂ ବଡ଼ବଡ଼ ଗଛ…

ଏକା ଥରକେ ୩ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି

ବଡ଼ବିଲ,୨୧।୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଠାକୁରାଣୀସ୍ଥିତ ଓଏମ୍‌ଡିସି (ଓଡ଼ିଶା ମିନେରାଲ୍ସ ଡେଭଲପମେଣ୍ଟ କମ୍ପାନୀ)ରେ କାର୍ଯ୍ୟରତ କର୍ମଚାରୀ ଏବଂ ଶ୍ରମିକଙ୍କୁ ଦୀର୍ଘ ୮ ମାସ ହେଲା ଦରମା ପ୍ରଦାନ କରାଯାଉ ନ ଥିବାରୁ ସେଠାରେ ଆନ୍ଦୋଳନ ଜାରି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?