ଭାଜପାରେ ସାମିଲ ହେବେ ବିଧାୟକ ପ୍ରେମାନନ୍ଦ
କେନ୍ଦୁଝର ୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):ନିକଟରେ ବିଜେଡି ଛାଡିଥିବା ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାଏକ ଭାଜପାରେ ଯୋଗଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗ୍ରସ୍ତର ଦିନକ ପୂର୍ବରୁ ସୋମବାର ସେ ଭାଜପାରେ ଯୋଗଦେବା ନେଇ ତେଲକୋଇରେ ରାଜନୀତି...
ବିଜେଡି ଛାଡୁଛନ୍ତି ବଡ ବଡ ନେତା, ପୁଣି ଦଳ ଛାଡିଲେ ଆଉ ଜଣେ Ex MLA
କେନ୍ଦୁଝର,୩।୩: ବିଜେଡିକୁ ପୁଣି ଝଟ୍କା। ଦଳ ଛାଡିଲେ ଆଉ ଜଣେ ପୂର୍ବତନ ବିଧାୟକ। ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଶଙ୍ଖ ଛାଡିଛନ୍ତି। ଶଙ୍ଖ ଛାଡି ପ୍ରେମାନନ୍ଦ ପଦ୍ମ ଧରିବାକୁ ଯାଉଛନ୍ତି। ଆସନ୍ତାକାଲି ସେ ଭାଜପାରେ ଯୋଗ ଦେବା ନେଇ ଅପରାଜିତା...
ସ୍ବାମୀ ମୃତ୍ୟୁର ୧୦ ବର୍ଷ ପରେ ବି ମହିଳାଙ୍କୁ ମିଳୁନି ବିଧବା ଭତ୍ତା
କେନ୍ଦୁଝର,୩।୩ ( ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକଙ୍କ କଲ୍ୟାଣ ନିମନ୍ତେ ବିଭିନ୍ନ ଯୋଜନା ପ୍ରସ୍ତୁତ କରି କାର୍ଯ୍ୟକାରୀ କରୁଥିଲେ ମଧ୍ୟ ତାହା ସଠିକ ଭାବେ କାର୍ଯ୍ୟକାରୀ ହୋଇପାରୁନାହିଁ। ଏହାର ନିଚ୍ଛକ ଉଦାହରଣ ଦେଖିବାକୁ...
କେନ୍ଦ୍ରାପଡାବାସୀଙ୍କୁ ସରକାରଙ୍କ ବଡ ଉପହାର, ଗଡିବ ମେମୁ ଟ୍ରେନ
ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ବଡ ଉପହାର ଦେଲେ ରାଜ୍ୟ ସରକାର। ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନରେ ଗଡିବ ଯାତ୍ରୀବାହୀ ଟ୍ରେନ। ପାରାଦୀପରୁ କେନ୍ଦ୍ରାପଡ ଦେଇ କେନ୍ଦୁଝରକୁ ଗଡିବ ମେମୋ ଟ୍ରେନ। ମାର୍ଚ୍ଚ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...
ବିଡିଓ, ଜନସୂଚନା ଅଧିକାରୀଙ୍କୁ ସାନି ନୋଟିସ ଜାରି
ହାଟଡିହୀ,୩ା୩(ଶୁଭକାନ୍ତ ନାୟକ): ଏକ ମାମଲାର ଶୁଣାଣି କରି କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓ ଏବଂ ଜନସୂଚନା ଅଧିକାରୀଙ୍କୁ ରାଜ୍ୟ ସୂଚନା କମିଶନର ବିକେ ମହାପାତ୍ର ସାନି ନୋଟିସ ଜାରି କରିଛନ୍ତି। ଉକ୍ତ ଦୁଇ ଅଧିକାରୀ ପୂର୍ବରୁ ହୋଇଥିବା ଶୁଣାଣି...
ଧରଣୀଧର ମେଡିକାଲ କଲେଜରେ ରୋଗୀସେବା ଆରମ୍ଭ
କେନ୍ଦୁଝର,୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଥିବା ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଶନିବାରଠାରୁ ରୋଗୀ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନ ଲାଇନ୍ରେ କେନ୍ଦୁଝରର ୫୦୦ ସିଟ୍ ବିଶିଷ୍ଟ ଧରଣୀଧର ମେଡିକାଲ କଲେଜ ଓ...
ବିନା ଫାଇଲ, ଅଟକଳରେ ସୌନ୍ଦର୍ଯ୍ୟକରଣ
ହାଟଡ଼ିହୀ,୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ର କାନ୍ଥରେ ବିଭିନ୍ନ ମନ୍ଦିର, ଜଳ ପ୍ରପାତର ଚିତ୍ର ଅଙ୍କନ କରି ସୌନ୍ଦର୍ଯ୍ୟକରଣ କରାଯାଇଛି। ବ୍ଲକ୍ ସମ୍ମୁଖରେ ଏକ ପାର୍କ ମଧ୍ୟ ନିର୍ମାଣ ହୋଇଛି। ପାର୍କରେ ମୂଲ୍ୟବାନ ଘାସ କିଣି ଅଣାଯାଇ ଗାଲିଚା...
ମାର୍ଚ୍ଚ ପାଇଁ ଜିଲାପାଳ,ଏସ୍ପିଙ୍କ ମିଳିତ ଅଭିଯୋଗ ଶୁଣାଣିର କାର୍ଯ୍ୟସୂଚୀ ପ୍ରକାଶ
କେନ୍ଦୁଝର,୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମାର୍ଚ୍ଚ ପାଇଁ ଜିଲାପାଳ ଓ ଏସ୍ପିଙ୍କ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଆସନ୍ତା ୪ ତାରିଖ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥ ଦରବାରହଲ୍ଠାରେ,୧୧ତାରିଖ ସୋମବାର ଝୁମ୍ପୁରା ବ୍ଲକ୍ କାର୍ଯ୍ୟାଳୟଠାରେ ଏବଂ ୧୮ ତାରିଖ ସୋମବାର...
ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ
କେନ୍ଦୁଝର,୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ଅତିରିକ୍ତ ଜିଲା ଜଜ୍ କୋର୍ଟର ମମିତା ଦାସ ଶନିବାର ଏକ ହତ୍ୟା ମାମଲାର ଶୁଣାଣି କରି ଏରେଣ୍ଡେଇ ଗ୍ରାମର ଶିବ ମୁଣ୍ଡା (୨୫), ରଥ ମୁଣ୍ଡା (୨୦), ଟିମା ମୁଣ୍ଡା (୨୦)ଙ୍କୁ ଆଜୀବନ ସଶ୍ରମ...
କେନ୍ଦୁଝରରେ ମେଡିକାଲ କଲେଜ, ହସ୍ପିଟାଲ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର,୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାରଠାରୁ ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ରୋଗୀ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କେନ୍ଦୁଝରରେ ୫୦୦ ଶଯ୍ୟା ବିଶିଷ୍ଟ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲକୁ...
ଦୀପକଙ୍କ ଘର ସମେତ ବହୁ ସ୍ଥାନରେ ଇଡି ଚଢ଼ାଉ
ବଡ଼ବିଲ(ଦେବପ୍ରିୟ ରଣା)/ ଯୋଡ଼ା (ମାନସ ରଞ୍ଜନ ମହାନ୍ତି)/ ରାଉରକେଲା, (ସଙ୍ଗୀତା ଜେନା)/ ଭୁବନେଶ୍ୱର, ୨।୩(ସତ୍ୟଜିତ୍ ରାଉତ): ବହୁଚର୍ଚ୍ଚିତ ୧୮ଶହ କୋଟିର ଉଲିବୁରୁ ଖଣି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ସକ୍ରିୟ ହୋଇଉଠିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ...
ପ୍ରଶ୍ନପତ୍ର ଲିକ୍ ଘଟଣା: ବିଶ୍ୱବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ
କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ବିଗତ କିଛି ବର୍ଷ ଧରି ବିଭିନ୍ନ ପରୀକ୍ଷାରେ ପ୍ରଶ୍ନପତ୍ର ପ୍ରଘଟ ଘଟଣା ସାମ୍ନାକୁ ଆସୁଥିବା ବେଳେ ସରକାର ଏବଂ ଗଣଶିକ୍ଷା ବିଭାଗ ଚୁପ ହୋଇ ବସିଛଛି। ଗତ ୨୩ ତାରିଖ ଦିନ ମୟୂରଭଞ୍ଜ ଏବଂ...
Archives


