ଦୀପକଙ୍କ ଘର ସମେତ ବହୁ ସ୍ଥାନରେ ଇଡି ଚଢ଼ାଉ
ବଡ଼ବିଲ(ଦେବପ୍ରିୟ ରଣା)/ ଯୋଡ଼ା (ମାନସ ରଞ୍ଜନ ମହାନ୍ତି)/ ରାଉରକେଲା, (ସଙ୍ଗୀତା ଜେନା)/ ଭୁବନେଶ୍ୱର, ୨।୩(ସତ୍ୟଜିତ୍ ରାଉତ): ବହୁଚର୍ଚ୍ଚିତ ୧୮ଶହ କୋଟିର ଉଲିବୁରୁ ଖଣି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପୁଣି ସକ୍ରିୟ ହୋଇଉଠିଛି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ...
ପ୍ରଶ୍ନପତ୍ର ଲିକ୍ ଘଟଣା: ବିଶ୍ୱବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ
କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ବିଗତ କିଛି ବର୍ଷ ଧରି ବିଭିନ୍ନ ପରୀକ୍ଷାରେ ପ୍ରଶ୍ନପତ୍ର ପ୍ରଘଟ ଘଟଣା ସାମ୍ନାକୁ ଆସୁଥିବା ବେଳେ ସରକାର ଏବଂ ଗଣଶିକ୍ଷା ବିଭାଗ ଚୁପ ହୋଇ ବସିଛଛି। ଗତ ୨୩ ତାରିଖ ଦିନ ମୟୂରଭଞ୍ଜ ଏବଂ...
ଆନନ୍ଦପୁର ଛାତ୍ର ବିଜେଡି ସଂଯୋଜକ ହେଲେ ଅମରେନ୍ଦ୍ର
ହାଟଡ଼ିହୀ,୧ା୩(ଶୁଭକାନ୍ତ ନାୟକ): ଆନନ୍ଦପୁର ନିର୍ବାଚନ ମଣ୍ଡଳୀ ପାଇଁ ବିଜୁ ଛାତ୍ର ଜନତା ଦଳର ସଂଯୋଜକ ଭାବେ ଅମରେନ୍ଦ୍ର ଧଳଙ୍କୁ ନିଯୁକ୍ତି ଦିଆଯାଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଏହି ପଦବୀରେ ନିଯୁକ୍ତି ଦେଇଥିବା ନେଇ ବିଜୁ ଜନତା ଦଳର...
ବାପ-ପୁଅ ମିଶି ନାବାଳିକାଙ୍କୁ କରିଥିଲେ ବଳାତ୍କାର: ରାୟ ଶୁଣାଇଲେ କୋର୍ଟ, ବାପାଙ୍କୁ ୨୦, ପୁଅଙ୍କୁ ୨୫ ବର୍ଷ ଜେଲ୍
କେନ୍ଦୁଝର,୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ଅତିରିକ୍ତ ଜିଲା ଓ ସତନ୍ତ୍ର ଜଜ୍ (ପୋକ୍ସ) ଶୁଭଶ୍ରୀ ତ୍ରିପାଠୀ ଜଣେ ୧୫ ବର୍ଷ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ଶୁଣାଇଛନ୍ତି। ସେ ଏହି ଘଟଣାରେ ବାପାଙ୍କୁ ୨୦ ଓ ପୁଅଙ୍କୁ ୨୫ ବର୍ଷ...
୧୮୦୦ କୋଟି ଟଙ୍କାର ଖଣି ଦୁର୍ନୀତି: ଦୀପକ ଗୁପ୍ତାଙ୍କ ବାସଭବନରେ ଇଡି ଚଢ଼ାଉ
ବଡ଼ବିଲ,୧ା୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲର ଦୁଇଟି ସ୍ଥାନରେ ଇଡି(ଏନ୍ଫୋର୍ସମେଣ୍ଟ ଡିରେକ୍ଟର/ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ର ଚଢ଼ାଉ ହୋଇଛି। ୧୮୦୦ କୋଟି ଟଙ୍କାର ଉଲିବୁରୁ ଖଣି ମହାଦୁର୍ନୀତିକୁ ନେଇ ଇଡି ପକ୍ଷରୁ ଏହାର ମୁଖ୍ୟ ଦୀପକ ଗୁପ୍ତାଙ୍କ ବଡ଼ବିଲସ୍ଥିତ ବାସଭବନ ଏବଂ ଧୋବି...
ପାଟଣା ମୁଖ୍ୟାଳୟକୁ ବିଜ୍ଞାପିତ ଅଞ୍ଚଳ ଘୋଷଣା ଦାବିରେ ଦାବିପତ୍ର
ପାଟଣା,୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ମୁଖ୍ୟାଳୟକୁ ବିଜ୍ଞାପିତ ପରିଷଦ ଘୋଷଣା ଦାବିରେ ଶୁକ୍ରବାର ପାଟଣା ଅଞ୍ଚଳବାସୀଙ୍କ ତରଫରୁ ଏକ ବୁଦ୍ଧିଜୀବୀ ମଣ୍ଡଳୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପାଟଣା ତହସିଲଦାର ଲୀଳାବତି ନାୟକଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଅନ୍ୟାନ୍ୟ...
କେନ୍ଦୁଝରରେ ପହଞ୍ଚିଲେ ରାଷ୍ଟ୍ରପତି
କେନ୍ଦୁଝର,୨୯।୨: (ନରେଶ ଚନ୍ଦ୍ର ପଟ୍ଟନାୟକ) ଆଜି ଦିନିକିଆ ଗସ୍ତରେ କେନ୍ଦୁଝର ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ରାଇସୁଆଁ ଏୟାର ଷ୍ଟ୍ରିପରେ ପହଞ୍ଚି ବାଂଶପାଳ ବ୍ଲକ ଅନ୍ତର୍ଗତ ଗୋନାଶିକାକୁ ରାସ୍ତା ପଥରେ ଯାଇଛନ୍ତି। ସେଠାରେ...
ଆଜି ଭୁବନେଶ୍ୱର ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର,୨୯।୨: ଓଡିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୪ଦିନିଆ ଗସ୍ତରେ ଆଜି ମହାମହିମ କେନ୍ଦୁଝର ଓ ଭୁବନେଶ୍ୱର ଆସିବେ। ରାଷ୍ଟ୍ରପତି ଗୁରୁବାର କେନ୍ଦୁଝର ଯାଇ ଗୋନାସିକା କଦଳୀବା ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ। ପରେ ଧରଣୀଧର ୟୁନିଭର୍ସିଟିର...
୩ ଜିଲାର ଜିଲାପାଳଙ୍କୁ ସର୍ତ୍ତମୂଳକ ସମନ ଜାରି କଲେ ଏନ୍ଏଚ୍ଆର୍ସି
କେନ୍ଦୁଝର,୨୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜାତୀୟ ମାନବାଧିକାର କମିଶନ(ଏନ୍ଏଚ୍ଆର୍ସି) କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକ ଜିଲାପାଳଙ୍କୁ ସର୍ତ୍ତମୂଳକ ସମାନ କରି ଏପ୍ରିଲ ୧୦ ତାରିଖ ପୂର୍ବାହ୍ନ ୧୧ଟାରେ କମିଶନ ନିକଟରେ ହାଜର ହେବାକୁ ଆଦେଶ କରିଛନ୍ତି। ସାପକାମୁଡ଼ାରେ ମୃତ୍ୟୁବରଣ କରିଥିବା ପରିବାରଙ୍କୁ...
ସଞ୍ଜ ନଇଁଲେ ବଢୁଛି ବନ୍ୟଜନ୍ତୁଙ୍କ ଭୟ, ଖରବାଦୁମାଣି ସାହିକୁ ବିଦ୍ୟୁତ୍ ସଂଯୋଗ ଦାବି
କେନ୍ଦୁଝର,୨୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅନ୍ତର୍ଗତ ପିଠାଗୋଡ଼ା ପଞ୍ଚାୟତ ଖରବାଦୁମାଣି ସାହିକୁ ବିଦ୍ୟୁତ୍ ସଂଯୋଗ ଦାବିରେ ବୁଧବାର ବାସିନ୍ଦା କେନ୍ଦୁଝର ଜିଲାପାଳଙ୍କୁ ଭେଟି ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି। ଛୋଟ ଛୋଟ ପିଲାଙ୍କୁ ଧରି ଦୀର୍ଘ ବହୁ ବାଟ...
ଲକ୍ଷ୍ମୀ ବସ୍ ଉପରେ ପଡ଼ିଲା ଗଛ: ଛାତ କଣା, ଭାଙ୍ଗିଲା ଝରକା
ପାଟଣା,୨୮।୨(ବୀର କିଶୋରଦାଶ ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ସାଧୁପଡ଼ାରେ ମୋ ବସ୍ ଯୋଜନାରେ ନବ ନିର୍ମିତ ବସଷ୍ଟାଣ୍ଡ ନିର୍ମାଣ କରାଯାଇଥିଲା। ତେବେ ବୁଧବାର ବସଷ୍ଟାଣ୍ଡ ପରିସରରେ ଥିବା ଏକ ପୁରାତନ ବର ଗଛର ଡାଳ ଭାଙ୍ଗି ପଡିଥିଲା। ଏଥିରେ...
ଓଲଟିଲା ଯାତ୍ରୀବାହୀ ବସ୍: ୨ଗୁରୁତର, ୧୫ଆହତ
କେନ୍ଦୁଝର,୨୭।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ତରମାକାନ୍ତ-ତେନ୍ତୁଳୀଖୁଣ୍ଟି ରାସ୍ତାରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡିଛି। ଫଳରେ ୧୫ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ଥିବା ଜଣାପଡିଛି। ଆହତଙ୍କୁ ବାଂଶପାଳ ଗୋଷ୍ଠୀ ସୱାସ୍ଥ୍ୟ କେନ୍ଦ୍ରରେ...
Archives


