କେନ୍ଦୁଝର

ହୋଲିରେ ଅଘଟଣ ବାଇକ୍‌କୁ…

କେନ୍ଦୁଝର,୨୬।୦୩ (ନରେଶଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବାମେବାରି ପୋଲିସ ଷ୍ଟେଶନ ଅଧୀନ କୁଟୁଗାଁ ପଞ୍ଚାୟତ ଚମ୍ପାଡିହି ଗ୍ରାମ ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏଥିରେ ୩ ଜଣ ଆହତ ହୋଇଛନ୍ତି।…

ପାଟଣାରେ ଭାଜପା ଖୋଜୁଛି ଦକ୍ଷ ପ୍ରାର୍ଥୀ

କେନ୍ଦୁଝର,୨୫।୩((ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ପାଟଣା ବିଜେଡି ହାତରେ ରହିଥିବା ବେଳେ ଯୁବ ବିଧାୟକ ଜଗନ୍ନାଥ ନାୟକଙ୍କୁ ଆଉ ଥରେ ଦଳ ପ୍ରାର୍ଥୀ କରିବା ସମ୍ଭାବନା ରହିଛି। ବିଜେଡି ଛାଡ଼ି କଂଗ୍ରେସରେ ଯୋଗଦେଇଥିବା ୬ ଥରର…

ମା-ବାପାଙ୍କ ଜୀବନ ନେଲେ ପୁଅ

କେନ୍ଦୁଝର,୨୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା ଅନ୍ତର୍ଗତ କାଳିକା ପ୍ରସାଦ ପଞ୍ଚାୟତ ବସିରା ଗ୍ରାମରେ ପୁଅ ଆକ୍ରମଣରେ ମା ଓ ବାପାଙ୍କ ଶୋଚନୀୟ ମୃତ୍ୟୁ ଘଟିବା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରବିବାର ସକାଳେ ଏହି ଘଟଣା ଘଟିଛି। ମୃତ…

‘ପଲିଥିନ୍‌ ତଳେ ଅସହାୟ ଜାନକୀ’

ହାଟଡ଼ିହୀ,୨୪ା୩(ପାର୍ଥ ସୌରଭ ସା):ତିନିବର୍ଷ ହେଲା ସ୍ବାମୀଙ୍କ ମୃତ୍ୟୁ ଘଟିଛି। ପୁଅ ରୋଜଗାର ପାଇଁ ବାହାରକୁ ଯାଇ ଆଉ ଘରକୁ ଆସୁନି। ମରାମତି ଅଭାବରୁ ଘର ଭାଙ୍ଗି ମାଟିରେ ମିଶିଯାଇଛି। ଚାଷଜମି କି ରୋଜଗାର ମାଧ୍ୟମ ନ ଥିବାରୁ ଦୟନୀୟ ଅବସ୍ଥାରେ ଏକ…

ଶ୍ରମିକ ଛଟେଇକୁ ବିରୋଧ

କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ହଳଦିଆଗୁଣାସ୍ଥିତ ଏମ୍‌ଏସ୍‌ପି କାରଖାନାରେ କାମ କରୁଥିବା ଶ୍ରମିକମାନଙ୍କୁ ବିଭିନ୍ନ ସମୟରେ ମନମୁଖୀ ଭାବେ ମାଲିକ ଛଟେଇ କରିଥିବା ଅଭିଯୋଗ ହୋଇଛି। ଏନେଇ ସଦର ବ୍ଲକ ପୂର୍ବତନ ଅଧ୍ୟକ୍ଷା ତଥା ସମିତି ସଭ୍ୟା…

ମେଣ୍ଟ ନ ହେବା ଯେତିକି ଉତ୍ସାହ ସେତିକି ଚିନ୍ତାଜନକ

କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜେଡି-ଭାଜପା ମେଣ୍ଟ ହେବ ନାହିଁ ବୋଲି ଏ କଥା ଉଭୟ ଦଳର ନେତା ନିଜ ନିଜ ଟ୍ବିଟରରେ ସିଧାସଳଖ ନ କହି ପରୋକ୍ଷ ଭାବରେ ସଫା କରି କହିଦେଲେ। ଏବେ କହୁଛନ୍ତି, ମେଣ୍ଟ କଥା ଆମେ କହି…

ଲାଞ୍ଚ ମାମଲାରେ ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକଙ୍କୁ ୪ ବର୍ଷ ଜେଲ୍‌

କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ଲାଞ୍ଚ ମାମଲାର ଶୁଣାଣି କରି କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ରଶ୍ମିତା ଦଳେଇ ତତ୍କାଳୀନ ରାଇସୁଆଁ ରାଜସ୍ବ ନିରୀକ୍ଷକଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ ଏବଂ ୪ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଘଟଣାରୁ ପ୍ରକାଶ…

ଜେଲରେ ଜୀବନ ହାରିଲେ କଏଦୀ

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କାରାଗାରରେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି।କେନ୍ଦୁଝର ଜିଲା କାରାଗାରରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇପଡିଥିଲେ। ତାଙ୍କୁ ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ…

ରାସ୍ତାରେ ହୁତୁହୁତୁ ହୋଇ ଜଳିଲା ଟ୍ରକ୍‌

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ରିମୁଳି ନିକଟରେ  ଯାତୀୟ ରାଜପଥ ୫୨୦ରେ ଶନିବାର ଏକ ଟ୍ରକ୍‌ ହୁତୁହୁତୁ ହୋଇ ଜଳଯାଇଛି। (ଓଡି ୦୯ପି / ୧୦୫୦) ନଂ ଟ୍ରକଟି ଲୁହାପଥର ଲୋଡକରି ଯୋଡ଼ାରୁ ରିମୁଳି ଅଭିମୁଖେ ଆସୁଥିବା…

କାଶିଆ ନାଳରେ ଭାସୁଛି ପାରାଲିସିସରେ ଆକ୍ରାନ୍ତ ବୃଦ୍ଧାଙ୍କ ମୃତଦେହ 

ପାଟଣା,୨୨।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ  ଚିନାମାଳି ପଶି ଗ୍ରାମର ତଣ୍ଡିଆସାହି  କାଶିଆ ନାଳରୁ ଶୁକ୍ରବାର  ଜଣେ ୬୩ ବର୍ଷୀୟା ବୃଦ୍ଧାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ବୃଦ୍ଧା ଜଣକ ହେଉଛନ୍ତି  ଚିନାମାଳିପଶି ଗ୍ରାମ ମୁଣ୍ଡା ସାହିର ମହେଶ୍ୱର…

ନିର୍ବାଚନକୁ ନେଇ କଂଗ୍ରେସ ଦେଲା ଏହି ୯ ଗ୍ୟାରେଣ୍ଟି

କେନ୍ଦୁଝର,୨୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସର ୯ଟି ଗ୍ୟାରେଣ୍ଟି ଯୋଜନା ପ୍ରସ୍ତୁତ ହୋଇଛି। ୨୪ ବର୍ଷର ବିଜେଡି ଶାସନ ଓ ୯ ବର୍ଷର ବିଜେଡି-ଭାଜପା ଶାସନରେ ଯାହା ହୋଇନାହିଁ, ଆଜି ତାହା କଂଗ୍ରେସ କରି ଦେଖାଇବ।…

ବଳାତ୍କାରୀ, ବଳାତ୍କାରରେ ସାହାଯ୍ୟ କରିଥିବା ସାବତ ଆଈଙ୍କୁ ୩୦ ବର୍ଷ ଜେଲ୍‌

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି ଶୁଭଶ୍ରୀ ତ୍ରିପାଠୀ ବୁଧବାର ଏକ ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାରେ ଏସ୍‌.କେ.ଶେହଜାଦ ଅଲ୍ଲୀ(୫୩)ଙ୍କୁ ୩୦ ବର୍ଷ ଜେଲ୍‌ ଦଣ୍ଡାଦେଶରେ ଦଣ୍ଡିତ କରିଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri