ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର
ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍ବ ଘର ଭାଙ୍ଗି ଘର ଭିତରୁ ଧାନ, ଚାଉଳ, ଡାଲି ଖାଇ ନଷ୍ଟ କରିଦେଇଛି। ହାତୀ ଉପଦ୍ରବ ଓ…
ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍ଫେର୍, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ
ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍ଫେର୍ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ କରି ସୋମବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଜୟନ୍ତ…
ଶିକାର ପାଇଁ ଅଭୟାରଣ୍ୟରେ ନିଆଁ
ହାଟଡିହୀ,୨୨l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ହସ୍ତୀ ଅଭୟାରଣ୍ୟର ୯ଟି ପଏଣ୍ଟରେ ଲାଗିଛି ନିଆଁ। ନିଆଁ ଅତି ବ୍ୟାପକ ହୋଇନି। ଗଛରୁ ଝଡି ତଳେ ପଡ଼ିଥିବା ଶୁଖିଲା ପତ୍ରରେ କେହି ନିଆଁ ଲଗାଇ ଦେଇଛନ୍ତି। ଏହି ନିଆଁ ଲିଭାଇବା ପାଇଁ…
ତ୍ରିମୁଖୀ ଲଢେଇ ଦେଖିବେ ଭୋଟର
ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଶନିବାର ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ପର୍ଯ୍ୟାୟରେ ଆନନ୍ଦପୁର ନିର୍ବାଚନମଣ୍ଡଳୀ ବିଜେଡି ପ୍ରାର୍ଥୀ ଭାବେ ଅଭିମନ୍ୟୁ ସେଠୀଙ୍କ ନାମ ଘୋଷଣା ହୋଇଛି। ବିଧାୟକ ଭାଗିରଥିଙ୍କ ଉପରେ…
ସୁବିଧାବାଦୀ ଛାମୁଆ ନେତାଙ୍କ ଶେଷ ଆଶା ସୌମ୍ୟରଞ୍ଜନ
ଘସିପୁରା,୨୧।୪(ନିରଞ୍ଜନ ସାହୁ)-ଚଳିତ ନିର୍ବାଚନ ପାଇଁ ଘସିପୁରା ନିର୍ବାଚନମଣ୍ଡଳୀରେ ଲାଗିରହିଥିବା ଅସ୍ପଷ୍ଟ ପ୍ରାର୍ଥୀ ଚିତ୍ରକୁ ନେଇ ଏକ ନିର୍ଦ୍ଦିଷ୍ଟ ଦଳର ସୁବିଧାବାଦୀ ଛାମୁଆ ନେତାଙ୍କର ଶେଷ ଆଶା ପାଲଟିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ। ଏହି ନିର୍ବାଚନମଣ୍ଡଳୀରେ ପ୍ରାଥମିକ ପର୍ଯ୍ୟାୟରେ ବିଜେଡି ତାର ପ୍ରାର୍ଥୀ ତାଲିକା…
ଘର ଭାଙ୍ଗିଲା, ଧାନ ଚାଉଳ ଖାଇ ନଷ୍ଟ କଲା ଗୋଠଛଡ଼ା ଦନ୍ତା
ପାଟଣା,୨୧ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍କୁ ଶନିବାର ବିଳମ୍ବିତ ରାତିରେ ଘଟଗାଁ ରେଞ୍ଜରୁ ଗୋଠଛଡ଼ା ଦନ୍ତା ହାତୀ ପ୍ରବେଶ କରିଛି। ମଲ୍ଲୀପଶି ବିଟ୍ ବଡ଼ ଧନୁର୍ଜୟପୁର ଗ୍ରାମର ଟୁନା ମାଝିଙ୍କ ଖପର ଘର କାନ୍ଥ ଭାଙ୍ଗିବା ସହ…
ମା’ଙ୍କ ଆଶୀର୍ବାଦ ନେଇ ପ୍ରଚାରକୁ ବାହାରିଲେ ଅଖିଳ
କେନ୍ଦୁଝର,୨୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଅଖିଳ ନାୟକ ରବିବାର ଘଟଗାଁ ମା’ ତାରିଣୀଙ୍କ ନିକଟରେ ପୂଜାର୍ଚ୍ଚନା କରି ବିଧିବଦ୍ଧ ଭାବେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ପୂର୍ବତନ ଜିଲା ସଭାପତି ରାଧାକାନ୍ତ ମହାନ୍ତ, ବିରଜା ମିଶ୍ର,…
ଓଲଟିଲା ଆଶ୍ ବୋଝେଇ ଟ୍ରକ୍
ପାଟଣା,୨୧ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଗୁଲୁଦୀ ପଶି ଡ଼ିମିରିଡିହା ରାସ୍ତାର ବୁଲାଣି ନିକଟରେ ରବିବାର ଏକ ଆଶ୍ ବୋଝେଇ ୧୪ ଚକିଆ ଟ୍ରକ୍ କଲ୍ଭର୍ଟ ପୋଲର ସାଇଡ୍ରେ ଚକା ପଡ଼ିଯିବାରୁ ଓଲଟି ପଡ଼ିଥିଲା। ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର।…
ମିଶିବା ଆଗରୁ ସନାତନଙ୍କୁ ବିଜେଡି ଟିକେଟ
କେନ୍ଦୁଝର,୨୧ା୪ (ନରେଶ ଚନ୍ଦ୍ର ପଟ୍ଟନାୟକ)ଚମ୍ପୁଆ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି ସହଯୋଗୀ ମୀନାକ୍ଷୀ ମହାନ୍ତଙ୍କୁ ପ୍ରାର୍ଥୀ କରି ଜିତାଇଥିଲେ। ତେବେ ଚଳିତ ନିର୍ବାଚନରେ ମୀନାକ୍ଷୀଙ୍କ ଟିକେଟ କାଟି…
ପୁନଶ୍ଚ ଗଣେଶ୍ୱର-ସିପ୍ରା ମୁକାବିଲା
କେନ୍ଦ୍ରାପଡ଼ା,୨୧ା୪(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ବିଧାନସଭା ଆସନରେ ପୁଣିଥରେ ଗଣେଶ୍ୱର ବେହେରା ଏବଂ ଡ.ସିପ୍ରା ମଲ୍ଲିକଙ୍କ ମଧ୍ୟରେ ଲଢ଼େଇ ଦେଖିବାକୁ ମିଳିବ। ଶନିବାର ବିଧାୟକ ଶଶିଭୂଷଣ ବେହେରାଙ୍କ ବଦଳରେ ଗଣେଶ୍ୱରଙ୍କୁ ବିଜେଡି ପ୍ରାର୍ଥୀ କରିଥିବାବେଳେ କଂଗ୍ରେସ ଏହି ଆସନ ପାଇଁ ସିପ୍ରାଙ୍କୁ ଚୟନ କରିଛି।…
୧୮ ଇଞ୍ଜିନିୟରିଂ ଛାତ୍ରଙ୍କୁ ଜଣ୍ଡିସ୍
କେନ୍ଦୁଝର,୨୧ା୪ (ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)କେନ୍ଦୁଝର ଜିଲା ସରକାରୀ ଇଞ୍ଜିନିୟରିଂ କଲେଜ ଛାତ୍ରାବାସରେ ରହୁଥିବା ଛାତ୍ରଙ୍କୁ ଜଣ୍ଡିସ ବ୍ୟାପୁଥିବା ଘଟଣା ଆଲୋଚ୍ୟର ବିଷୟ ହୋଇଛି। ବର୍ତ୍ତମାନ ସୁଦ୍ଧା ପାଖାପାଖି ୧୮ ଜଣଙ୍କୁ ଜଣ୍ଡିସ ହୋଇଥିବା ଜଣାପଡ଼ିଛି। ଜଣ୍ଡିସରେ ଆକ୍ରାନ୍ତ ହେବା ପରେ…
ନାଳରେ ବୁଡ଼ି ଶିଶୁପୁତ୍ରର ଜୀବନ ଗଲା
କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଶୁଆକାଟି ମୁଣ୍ତାସାହିର ଲିଟୁ ମୁଣ୍ତାଙ୍କ ଏକମାତ୍ର ପୁଅ ବାଦଲ(୪)ର ନାଳରେ ବୁଡ଼ି ମୃତ୍ୟୁ ହୋଇଛି। ଶନିବାର ଜେଜେଙ୍କ ସହିତ ବାଦଲ ଅପରାହ୍ନ ୩ଟା ବେଳେ ନିକଟସ୍ଥ ନାଳକୁ ଯାଇଥିବା ବେଳେ ପାଣିରେ…
Archives


