ସଂଗ୍ରାମଙ୍କ ଘରେ ପଶିଲେ ସଶସ୍ତ୍ର ଚୋର: ଆଉ ତା’ପରେ…
କେନ୍ଦୁଝର,୨।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ବଢୁଛି ଚୋରି। ରବିବାର ରାତି ପ୍ରାୟ ୧୦ଟାରେ କାଞ୍ଜିପାଣି ଥାନା ବାୟାପଣ୍ଡାଧାର ଗ୍ରାମରେ ସଂଗ୍ରାମ କେଶରୀ ନାୟକ ନାମକ ଜଣେ ବ୍ୟକ୍ତିଙ୍କ ଘରେ ପଶି ସଶସ୍ତ୍ର ଲୁଟ ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ପ୍ରାୟ…
ଶୌଚ ପାଇଁ ଯାଇ ଆଉ ଫେରି ନଥିଲେ, ଗାଡ଼ିଆରୁ ଉଦ୍ଧାର ହେଲା ମୃତଦେହ
ପାଟଣା,୧।୨(ବୀର କିଶୋର ଦାଶ): ଇଟା ଗଢ଼ିବାକୁ ଯାଇ ଜଣେ ୨୫ବର୍ଷିୟ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି । ପାଟଣା ବ୍ଲକ ଡୁମୁରିଆ ପଂଚାୟତ କୋଠା ଘର ଗ୍ରାମ ବିଲ ମଧ୍ୟରେ ଥିବା ଏକ ଛୋଟ ଗାଡ଼ିଆରୁ ରବିବାର ଅପରାହ୍ନରେ…
ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ
ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ ବନ୍ଧୁକ ଓ ଛୁରି ଦେଖାଇ ଗଡ୍ରେଜ୍ରୁ ଶନିବାର ରାତିରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର…
ଜଙ୍ଗଲରେ ଲୁଚିଥିଲେ ସିପୁ: ଏନକାଉଣ୍ଟର କଲା ପୋଲିସ
ଭୁବନେଶ୍ୱର,୧।୨: କେନ୍ଦୁଝର ବଡ଼ବିଲରେ ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଡକାୟତ ସିପୁ କୁମାରଙ୍କୁ ଏନକାଉଣ୍ଟର କଲା ବଡ଼ବିଲ ପୋଲିସ। ଓଡ଼ିଶା-ଝାଡ଼ଖଣ୍ଡ ସିମା ଟାଙ୍କୁରା ଜଙ୍ଗଳରେ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ସିପୁ ଜଙ୍ଗଲରେ ଲୁଚିଥିବା ଖବରପାଇ ଅପରେଶନ ଆରମ୍ଭ ହୋଇଥିଲା। ପରେ ତାଙ୍କୁ ଏନକାଉଣ୍ଟର…
ହୁକ ପକାଇ ଅବାଧରେ ବିଦ୍ୟୁତ୍ ଚୋରି, ବିଭାଗ ଜାଣି ଅଜଣା
ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍ ବିଭାଗ। ଗଞ୍ଜାମ ସହର ସାନ ବଜାର ଅଞ୍ଚଳ ଦୈନଦିନ ଖୁଣ୍ଟରୁ ହୁକ ପକାଇ ପାଣି ମଟର ଚାଲୁଥିବା ଦେଖିବାକୁ…
ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…
ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା ଘଟିଛି କେନ୍ଦୁଝର ଜିଲା ଆନନ୍ଦପୁର ଥାନା ପଦ୍ମପୁର ଗ୍ରାମରେ। ସୂଚନା ଅନୁଯାୟୀ, ଘସିପୁରା…
୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …
ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ। ଗୁରୁବାର ବିଳମ୍ବିତ ରାତିରେ ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା ବେଲବାହାଳି ଗାଁରେ ଏଭଳି…
OISF ଯବାନଙ୍କ ବସ୍କୁ ଧକ୍କା ଦେଲା ଟ୍ରକ, ୨୬ ଜଣ ଯବାନ ଆହତ
କେନ୍ଦୁଝର,୩୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନାର ୫୨୦ ନମ୍ବର ଜାତୀୟ ରାଜପଥର ତଡୁଆବାହାଳ ନିକଟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ଓଆଇଏସଏଫ୍) ଯବାନଙ୍କୁ ନେଇ ଯାଉଥିବା ଏକ ବସକୁ ପଛରୁ ଧକ୍କା ଦେଲା ଟ୍ରକ । ଫଳରେ…
ମଲ୍ଲୀ ଜେନା ହତ୍ୟାକାଣ୍ଡ ମାମଲା: ୮ ଦୋଷୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡାଦେଶ
ବଞ୍ଚୋ,୨୯ା୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଶାଳଦେଇ ଗ୍ରାମର ବହୁଚର୍ଚ୍ଚିତ ମଲ୍ଲୀ ଜେନା ହତ୍ୟାକାଣ୍ଡ ଘଟଣାରେ ଗୁରୁବାର ଆନନ୍ଦପୁର ଅଦାଳତରେ ଶୁଣାଣି ସମ୍ପନ୍ନ ହୋଇଛି। ଏହି ମାମଲାରେ ଅଦାଳତ ୮…
ଦୁର୍ଗମ ବନାଞ୍ଚଳରେ ଅଫିମ ଚାଷ, ମୂଳୋତ୍ପାଟନ କଲା କେନ୍ଦୁଝର ପୋଲିସ
ଯୋଡ଼ା,୨୯ା୧(ମାନସ ମହାନ୍ତି): ଅଫିମ ଚାଷ ନଷ୍ଟ କଲା ପୋଲିସ । କେନ୍ଦୁଝର ଜିଲାର ବଡବିଲ ଥାନା ତଥା ଯୋଡା ବ୍ଲକ ଅନ୍ତର୍ଗତ ରୋଇଡା ଗ୍ରାମ ପଞ୍ଚାୟତର ମାଙ୍କଡ ହାଟିଂ ସୁନାନଦୀ ଅବବାହିକାରେ ଥିବା ଏକ ପରିତ୍ୟକ୍ତ ଦୁର୍ଗମ ବନାଞ୍ଚଳରେ ପ୍ରାୟ ୨…
ଏହି ଦାବି ନେଇ ଟ୍ରାକ୍ଟର ମାଲିକଙ୍କ ମେଳି: କହିଲେ ମନ ଇଚ୍ଛା ଜରିମାନା ବନ୍ଦ କର, ନଚେତ୍…
ପାଟଣା,୨୯।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକର ଟ୍ରାକ୍ଟର ମାଲିକମାନଙ୍କୁ ନେଇ ଗଠିତ ବୈତରଣୀ ଟ୍ରାକ୍ଟର ମାଲିକ ସଂଘ ଗୁରୁବାର ପାଟଣା ଷ୍ଟାଡିୟମରେ ପ୍ରଶାସନର ମନ ଇଚ୍ଛା ଜରିମାନାକୁ ବିରୋଧ କରି ଏକ ସଭା ଅନୁଷ୍ଠିତ ହୋଇଛି।…
ଜାତୀୟ ରାଜପଥ ଅବରୋଧ କଲା ନବ ନିର୍ମାଣ କୃଷ ସଂଗଠନ
ପାଟଣା,୨୮ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲାପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ନିହ୍ନୁଆ ଛକ ନିକଟରେ ବୁଧବାର ନବ ନିର୍ମାଣ କୃଷକ ସଂଗଠନ ତରଫରୁ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଛନ୍ତି । ଫଳରେ ତୁରୁମୁଙ୍ଗା…
Archives


