ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ
ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା ବେଳେ ବିଦ୍ୟାଳୟର କୋଠା ବିପଦପୂର୍ଣ୍ଣ ଭାବେ ରହିଛି। ନିମ୍ନମାନର ଖାଦ୍ୟ ପ୍ରଦାନ କରାଯାଉଥିବା…
ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ
ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ ଉତ୍ସାହ ଓ ଆନନ୍ଦର ସହ ପାଳିତ ହୋଇଯାଇଛି। ପୂର୍ବତନ ଜିଲା ପରିଷଦ ସଦସ୍ୟା…
ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…
ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ପ୍ରକଳ୍ପ ପ୍ରସ୍ତୁତି ନିମନ୍ତେ ଏକ ସ୍ୱତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ଓ…
ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ
କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଙ୍ଗଲ…
ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ
ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କେନ୍ଦୁଝର ଭିଜିଲାନ୍ସ ଡିଏସ୍ପି ସୁଧାଂଶୁ ଶେଖର…
ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!
ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ସାହାନନ୍ଦପୁର ଗ୍ରାମର ୩୪ ବର୍ଷୀୟ ରାଜକିଶୋର ଦେହୁରୀ। ପୋଲିସ…
ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!
ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଶଙ୍ଖଣା ଗ୍ରାମର ବିମ୍ବାଧର…
ନିଟ୍ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା
ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ ଲେଖାଇବାକୁ ଥିବା ବେଳେ ନାମ ଲେଖାଇବା ପୂର୍ବରୁ ଯୁବ ଭାଜପା ନେତା ତଥା…
ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….
ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ ବନବୀର ଗ୍ରାମର ସୁଶିଲ ଚନ୍ଦ୍ର ନାଏକଙ୍କ ଝିଅ ପୁଷ୍ପାଞ୍ଜଳୀ ନାଏକ (୨୦) ବୋଲି…
ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ
ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ ନେଇ ହାଇଭୋଲଟେଜ୍ ଡ୍ରାମା ଦେଖିବାକୁ ମିଳିଛି। ଗୋଟିଏ ରାତିରେ ଦୁଇଟି ଗାଁରୁ ପୋଲିସ…
ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…
ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି ଦେବା ପରେ ଯୁବକଙ୍କ ପିଠିରେ ହାତୀ ଗୋଡ଼ରେ ଚାପି ଦେଇଥିଲା। ଫଳରେ ଯୁବକଙ୍କ…
ଛାତରୁ ଖସୁଛି କଂକ୍ରିଟ୍, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି
ଆନନ୍ଦପୁର,୨୬।୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ ସିମେଣ୍ଟ ଖଣ୍ଡ ଖସୁଛି। ସାମାନ୍ୟ ବର୍ଷା ହେଲେ ପାଣି ଗଳି ଗୃହରେ ଜମୁଥିବା…

