ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍ପି ପ୍ରାର୍ଥୀ
କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି ଇଂ ବିନୋଦ ନାୟକଙ୍କ ନାମ ଘୋଷଣା କରାଯାଇଛି। ଏହାକୁ ନେଇ କଂଗ୍ରେସ ଶିବିରରେ ଖୁସିର…
ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ
କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି ତାଙ୍କ ସହଯୋଗୀ ପ୍ରାର୍ଥିନୀ ମିନାକ୍ଷୀ ମହାନ୍ତଙ୍କୁ ଜିତାଇଥିଲେ। ତେବେ ମିନାକ୍ଷୀ ମହାନ୍ତଙ୍କ ଟିକେଟ୍ କାଟି…
ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ
ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ, ଭାଜପାରୁ ପ୍ରାର୍ଥୀ ହୋଇଥିବା ଅଖିଳ ଚନ୍ଦ୍ର ନାୟକଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରି ଏହି ସମାବେଶ…
ଭୁଶୁଡିଯିବ ବୈତରଣୀ ସେତୁ
ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି ବୈତରଣୀର ଅଞ୍ଜିରା ଘାଟ, କୁସେଇ ନଦୀ ଓ ବୈତରଣୀର ତିନିମୁହାଣି ନିକଟରୁ ବେଆଇନ ବାଲି…
ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ
ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି। ଏହା ପରେ ଅଖିଳଙ୍କ ସମର୍ଥକଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି। ତେବେ ଅନ୍ୟ ଏକ…
ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ
କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ ଜଣେ ଯୁବକ ତାଙ୍କ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ପୋଲିସ ଅଭିଯୁକ୍ତ ସାଙ୍ଗଙ୍କୁ…
ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି
କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ ଚାଳିତ ସ୍କୁଟି ଜଳିଯାଇଛି। ସୈାଭାଗ୍ୟ ବଶତଃ ବାପା-ଝିଅ ଅଳ୍ପକେ ବଞ୍ଚିଯାଇଛନ୍ତି। ଆଜି ସ୍ଥାନୀୟ ଗୋବର୍ଦ୍ଧନ…
ସୂଚନା ଅଧିକାରୀଙ୍କୁ ୨୫ ହଜାର ଟଙ୍କା ଜୋରିମନା
ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ଓଡିଶା ସୂଚନା କମିଶନଙ୍କ ତରଫରୁ ଏକ ମାମଲା ବିଚାର କରି କମିଶନର ବି.କେ. ମହାପାତ୍ର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜନ ସୂଚନା ଅଧିକାରୀଙ୍କୁ ସୂଚନା ଅଧିକାର ନିୟମର ସେକ୍ସନ ୨୦(୧)ଅନୁସାରେ ୨୫ ହଜାର ଟଙ୍କା ଜରିମାନା ରେ…
ଅଙ୍ଗଦାନ କରିଥିବା ମହିଳାଙ୍କୁ ଦିଆଗଲା ଗାର୍ଡ ଅଫ ଅନର
ହାଟଡିହୀ,୧୮l୪(ଶୁଭକାନ୍ତ ନାୟକ): ବିଭିନ୍ନ ସମୟରେ ଅଙ୍ଗଦାନ କରୁଥିବା ବ୍ୟକ୍ତି ବିଶେଷ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରି ସମାଜକୁ ଏକ ନୂତନ ଦିଗଦର୍ଶନ ଦେଇଥାନ୍ତି, ଯାହାକି ଆଜିର ଦିନରେ ଅନ୍ୟର ଉପକାର ସାଜିଥାଏ l ଏପରି ସ୍ଥିତିରେ କେନ୍ଦୁଝର ଜିଲା ଆନନ୍ଦପୁର…
ଗଛମୂଳେ ଚାଲିଛି ପାଠପଢ଼ା
ଆନନ୍ଦପୁର,୧୮ା୪(ଉମେଶ ଚନ୍ଦ୍ର ପାଢ଼ୀ)ରାଜ୍ୟ ସରକାର ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତରୀକରଣ କରିଛନ୍ତି। ଏଥିରେ କେନ୍ଦୁଝର ଜିଲାରେ ମଧ୍ୟ ଅନେକ ସ୍କୁଲର ରୂପରେଖ ବଦଳିଛି। ମାତ୍ର ଏବେ ବି ଅନେକ ବିଦ୍ୟାଳୟର ଶ୍ରେଣୀ ଗୃହ ସୁବିଧା ନ ଥିବାରୁ ପିଲା ଗଛତଳେ ପଢ଼ୁଥିବା…
ଦୁର୍ଘଟଣାରେ ଆମ୍ବୁଲାନ୍ସ ଚୁର୍ମାର୍
କେନ୍ଦୁଝର,୧୭।୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ବନାଯୋଡି ଟୋଲ ପ୍ଲାଜା ନିକଟରେ ବୁଧବାର ସକାଳ ୫ଟାରେ ଏକ ଛିଡା ହୋଇଥିବା ଟ୍ରକ ପଛରେ ଏକ ଓମିନି ଆମ୍ବୁଲାନ୍ସ ନିୟନ୍ତ୍ରଣ ହରାଇ ପିଟି ହୋଇଛି। ଫଳରେ ଗାଡି…
ପ୍ରଚାର କଲେଣି ଭାଜପା, କଂଗ୍ରେସ:ବିଜେଡି ନୀରବ
ହାଟଡିହୀ,୧୭l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଓ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତିି। ଭାଜପାରୁ ଆଲୋକ ସେଠୀ ଓ କଂଗ୍ରେସରୁ ଜୟଦେବ ଯେନା ଉଭୟେ ହାଟଡିହୀ ବ୍ଲକ ଅଞ୍ଚଳର ବାସିନ୍ଦା। ସେମାନେ ପ୍ରଚାର ଆରମ୍ଭ କରିଦେଇଥିବା…
Archives


