ପରମ୍ପରା ପାଇଁ ଅଖଣ୍ଡ ଶିକାର
କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହର ମଧ୍ୟକୁ ମଙ୍ଗଳବାର ଏକ ରକ୍ତାକ୍ତ ମାଈ ବାର୍ହା ପଶି ଆସିଥିଲା। ଘଟଣାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ଜଙ୍ଗଲ ନଷ୍ଟ ଯୋଗୁ ବନ୍ୟପ୍ରାଣୀ ବାସହରା ହୋଇ ଖାଦ୍ୟ ଓ ପାଣି ପାଇଁ ଜନବସତି ମୁହଁା…
ଫୁଲ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ
କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ) ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ ଆଜି ଶଙ୍ଖ ଛାଡ଼ି ଫୁଲ ଧରିଛନ୍ତି। ଭୁବନେଶ୍ୱରରେ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ସେ ତାଙ୍କ କେତେକ ସମର୍ଥକଙ୍କ ସହିତ ଭାଜପାର ଯୋଗ ଦେଇଥିବା ଜଣାପଡିଛି। ସେ ୨୦୧୪ ରେ ବିଜେଡି…
ସିରିଜ ଦୁର୍ଘଟଣା: ୨ ମୃତ, ଜଣେ ଗୁରୁତର
କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଏନଏଚ ୨୦ର ଧୃପଦା ନିକଟରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ଥିବା ଜଣାପଡିଛି। ସୂଚନା ଅନୁଯାୟୀ,…
ସହରରେ ପଶିଲା ବାର୍ହା, ବଢିଲା ଭୟ
କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜିଲା କୋର୍ଟ ନିକଟ ମାର୍କେଟ କମ୍ପ୍ଲେକ୍ସର ଆପୋଲ ମେଡିସିନ ଦୋକାନ ଭିତରେ ମଙ୍ଗଳବାର ଏକ ବଣୁଆ ବାର୍ହା ହଠାତ୍ ସକାଳ ନଅ ଟାରେ ପଶିଯିବାରୁ ଚାଞ୍ଚଲ୍ୟ ଖେଳିଯାଇଛି। ବନ ବିଭାଗ ପକ୍ଷରୁ ବାରହାଟିକୁ ରକ୍ତାକ୍ତ…
ଏହି କାରଣରୁ ଅଟକିଛି ଭାଜପା ପ୍ରାର୍ଥୀ ଘୋଷଣା
ପାଟଣା,୧୬ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ବିଧାୟକ ଜଗନ୍ନାଥ ନାଏକଙ୍କୁ ବିଜେଡି ପ୍ରାର୍ଥୀ କରିଛି। କଂଗ୍ରେସ ରବିବାର ଏଠାରୁ ୫ଥର ପ୍ରତିନିଧିତ୍ୱ କରିଥିବା ପୂର୍ବତନ ବିଧାୟକ ହୃଷୀକେଶ ନାଏକଙ୍କ ପ୍ରାର୍ଥୀତ୍ୱରେ ମୋହର ମାରିଛି। ନବ ନିର୍ମାଣ କୃଷକ…
କଂଗ୍ରେସ ଲୋକ ସଭା ପ୍ରାର୍ଥୀଙ୍କୁ ନେଇ ବିବାଦ, ସମୂହ ଇସ୍ତଫା ଦେଲେ କଂଗ୍ରେସ କାର୍ଯ୍ୟକର୍ତ୍ତା
କେନ୍ଦୁଝର,୧୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସରେ ଫାଟ ସୃଷ୍ଟି ହୋଇଛି। ଜିଲା କମିଟିକୁ ଅବହେଳା ତଥା ଜିଲାର ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ଜୟଦେବ ଜେନାଙ୍କୁ ଅଣଦେଖା କରି ପିସିସି ପକ୍ଷରୁ ପ୍ରାର୍ଥୀ ଘୋଷଣାକୁ ବିରୋଧ କରି…
ସବୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
କେନ୍ଦୁଝର,୧୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ସମସ୍ତ ବିଧାନସଭା ମଣ୍ଡଳୀର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଅସଂରକ୍ଷିତ ଘସିପୁରା ନିର୍ବାଚନ ମଣ୍ଡଳୀରେ ସୁବ୍ରତ ଚକ୍ରଙ୍କୁ ପ୍ରାର୍ଥୀ କରିଛି, ଫଳରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଟିକଟ କରିଛି। ସେ ନିଜେ କିଛି…
ବଡ଼ ନିଷ୍ପତି ନେଲେ ଅସନ୍ତୁଷ୍ଟ ବିଜେଡି କର୍ମୀ
କେନ୍ଦୁଝର,୧୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ବିଜୁ ଜନତା ଦଳ ତରଫରୁ ତେଲକୋଇ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ମାଧବ ସର୍ଦ୍ଦାର ଓ ଏମ୍ପି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁଙ୍କୁ ଠାକୁରପଡ଼ାରେ ସୋମବାର ସମ୍ବର୍ଦ୍ଧନା ଦିଆଯିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ…
ମାଧବଙ୍କ ପାଇଁ ଅଗ୍ନି ପରୀକ୍ଷା
କେନ୍ଦୁଝର,୧୪ା୪(ଦୀପକ ମିଶ୍ର)ନିର୍ବାଚନ ଆସିଲେ କେନ୍ଦୁଝର ଜିଲା ତେଲକୋଇ ନିର୍ବାଚନ ମଣ୍ଡଳୀରେ ବହୁ ବିବାଦୀୟ ଘଟଣା ଘଟେ। ଗତ ୨୦୧୯ ନିର୍ବାଚନରେ ଏହି ନିର୍ବାଚନ ମଣ୍ଡଳୀରୁ ବିଜେଡିରୁ ଇଂ. ପ୍ରେମାନନ୍ଦ ନାଏକ ନିର୍ବାଚିତ ହୋଇ ମନ୍ତ୍ରୀ ମଣ୍ଡଳରେ ସ୍ଥାନ ପାଇଥିଲେ। ତେବେ ୨୦୨୪…
ଗୋଟିଏ ସେଣ୍ଟରରେ ଦୁଇଟି ଅଙ୍ଗନଓ୍ବାଡ଼ି କେନ୍ଦ୍ର, ବୃଦ୍ଧି ପାଉଛି ଅସନ୍ତୋଷ
କେନ୍ଦୁଝର,୧୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ବ୍ଲକ ଅନ୍ତର୍ଗତ ମହେଶ୍ୱରପୁର ଅଙ୍ଗନଓ୍ବାଡ଼ିର ଗୋଟିଏ ଶ୍ରେଣୀ ଗୃହରେ ଦୁଇଟି କେନ୍ଦ୍ରର ୬୧ ଜଣ ପିଲା ବସି ପଢୁଥିବା ବେଳେ ଘର ଅଭାବରୁ ପାଠପଢ଼ା ରୁମ୍ରେ ରହିଛି ଷ୍ଟୋର ସାମଗ୍ରୀ। ଫଳରେ ପାଠପଢ଼ା ବ୍ୟାହତ ହେବା…
ଗଣତନ୍ତ୍ରକୁ ସୃଦୃଢ଼ କରିବା ପାଇଁ ଆହ୍ବାନ ଦେଲେ ଆଇକନ ଶୁଭ୍ରାଂଶୁ ସେନାପତି
କେନ୍ଦୁଝର,୧୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଗାମୀ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ଭୋଟରମାନଙ୍କୁ ସଚେତନ କରାଇବା ପାଇଁ କେନ୍ଦୁଝର ଜିଲା ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଆଇକନ ଭାବେ ନିଯୁକ୍ତ ହୋଇଥିବା ଅନ୍ତର୍ଜାତୀୟ ସୁନାମଧନ୍ୟ କ୍ରିକେଟର ଶୁଭ୍ରାଂଶୁ ସେନାପତି ଶନିବାର ବିଭିନ୍ନ ସଚେତନତାମୂଳକ…
ବିଜେଡି ଏମପି-ବିଧାୟକ ପ୍ରାର୍ଥୀଙ୍କୁ ରାକ୍ଷୀ ବାନ୍ଧିଲେ ମହିଳା
ପାଟଣା,୧୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୫୬ଟି ପଞ୍ଚାୟତ ମହିଳା କର୍ମୀଙ୍କୁ ନେଇ ମା କବଚ ସମାରୋହ ଶନିବାର ସାହାରପଡ଼ା ବ୍ଲକ ମାଛ ଗଡ ପଞ୍ଚାୟତରେ ଅନୁଷ୍ଠିତ ହୋଇଛି। ମହିଳାମାନେ କେନ୍ଦୁଝର ଏମପି ପ୍ରାର୍ଥୀ ଧନୁର୍ଯ୍ୟୟ…
Archives


