ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ
କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ ନିର୍ବାଚନ ଲଢ଼ିବା ଲାଗି ସେ ଜମି ଓ ଗୃହପାଳିତ ପ୍ରାଣୀଙ୍କୁ ବିକ୍ରି କରିବା ଚର୍ଚ୍ଚାର…
ବାରିଗାଁରେ ପିଇବା ପାଣି ପାଇଁ ହାହାକାର
କେନ୍ଦୁଝର,୨୧।୫(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବାରିଗାଁରେ ପିଇବା ପାଣି ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ଗାଁରେ ବସୁଧା ଯୋଜନାରେ ପାଣିଟାଙ୍କି ନିର୍ମାଣ ହୋଇଥିଲେ ବି ଜଳ ଯୋଗାଣ ହେଉନି। ଫଳରେ ଗ୍ରାମବାସୀ ପୂର୍ବଭଳି ନାଳ…
ଅରଡ଼େଇ ଜଳ ପ୍ରବାହ ରୋକିବାକୁ ଚକ୍ରାନ୍ତ
କେନ୍ଦୁଝର,୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝରର ବାରାହାରାଶି ପର୍ବତରୁ ବାହାରିଥିବା ଚିରଶ୍ରୋତା ନଦୀ ଅରଡ଼େଇର ଜଳସ୍ତର ହ୍ରାସ ପାଉଛି। ପୂର୍ବରୁ ସହରର ମଇଳା ଆବର୍ଜନା ଯୁକ୍ତ ପାଣିକୁ ଆଣି ଅରଡେଇରେ ମିଶାଇ ଜଳକୁ ଦୂଷିତ କରାଯାଉଛି। ଏବେ ପାଣି ପାଇପ ନେବାକୁ ନଦୀ…
ଋଣ ଭାର ସହି ନ ପାରି ଆତ୍ମହତ୍ୟା କଲେ ଶ୍ରମିକ
ପାଟଣା, ୨୦।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କପୁଣ୍ଡି ପଞ୍ଚାୟତ ଧାନବେଣୀ ଗ୍ରାମର ରାମ ମୁଣ୍ଡା(୫୦)ଋଣ ଭାର ସହି ନ ପାରି କୀଟନାଶକ ପିଇ ଆତ୍ମହତ୍ୟା କରିଛନ୍ତି। ଶନିବାର ସେ ଗୁରୁତର ହୋଇ ପ୍ରଥମେ ପାଟଣା ଓ ପରେ…
ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ
ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗ ଦେଇଥିଲେ। ଆହୁରି ମଧ୍ୟ ଦେଖାଯାଇଥିଲା ଯେ, ହାଟଡିହୀ ବିଡିଓ…
ଆନନ୍ଦପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏସବୁ ପ୍ରତିଶ୍ରୁତି, କହିଲେ ବିଜେଡି ଆସିଲେ…
ହାଟଡିହୀ,୧୯ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଛେନାପଦୀଠାରେ ନିର୍ବାଚନୀ ପ୍ରଚାର ଏବଂ ବୈଠକରେ ଯୋଗ ଦେଇ ବିଜେଡିକୁ ଆଶୀର୍ବାଦ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଧ୍ୟାହ୍ନ ୧୨ଟା ୫୫ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ ଆସି…
ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ
କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି ଅଞ୍ଚଳର ଅଞ୍ଜନ ବେଜ ଓ ଅନ୍ୟମାନେ ଶୁକ୍ରବାର ଭାଜପା ପାର୍ଟି ଅଫିସରେ ଏକ ମିଶ୍ରଣ…
ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’
କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ ରୋଜାଲିନ ସାହୁଙ୍କୁ ବୀଭତ୍ସ ଭାବେ ହତ୍ୟା ଘଟଣାରେ ଜଡ଼ିତ ଅଭିଯୁକ୍ତଙ୍କୁ ଗିରଫ କାହିଁକି ଗିରଫ…
ଜୟଦେବ ମିଛ କହୁଛନ୍ତି, ଦମ୍ ଅଛି ପ୍ରମାଣ ଦିଅନ୍ତୁ: ବିଡିଓ
ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର ତଅଁଳ ଗ୍ରାମରେ ବିଜେଡି ପକ୍ଷରୁ ଲୋକ ପ୍ରତିନିଧି ସରକାରୀ ଗାଡ଼ି ବ୍ୟବହାର କରି ସ୍ବୟଂ ସହାୟକ ଗୋଷ୍ଠୀର ମା’, ଭଉଣୀଙ୍କୁ ଡାକି ଜବରଦସ୍ତ…
୩୪ ନଂ ଜୋନ୍ରେ କେନ୍ଦ୍ର ସରକାରଙ୍କ ଗ୍ୟାରେଣ୍ଟିକୁ ନେଇ ପ୍ରାର୍ଥୀଙ୍କ ଭୋଟ୍ ଭିକ୍ଷା
ହାଟଡିହୀ,୧୮।୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ୩୪ନଂ ଜୋନ୍ ଅଧୀନ ୭ଟି ପଞ୍ଚାୟତରେ ଭାଜପା ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଛି। ବିଧାୟକ ପ୍ରାର୍ଥୀ ଆଲୋକ ସେଠୀ ଏବଂ ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ ହଦଗଡ଼,…
ଘରକୁ ଘର ବୁଲି ଭୋଟ୍ ପାଇଁ ନିବେଦନ କରୁଛନ୍ତି ପ୍ରାର୍ଥୀ
ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ପନ୍ଦାଡ଼ୋ ଏବଂ ଆନନ୍ଦପୁର ବ୍ଲକର ଶାଳବଣୀ ସହ ଆନନ୍ଦପୁର ମ୍ୟୁନିସିପାଲିଟିରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ନିର୍ବାଚନୀ ପ୍ରଚାର ସହ ବୈଠକ ମଧ୍ୟ କରିଥିଲେ। ପନ୍ଦାଡ଼ୋଠାରେ…
ପରିବହନକାରୀ ସଂସ୍ଥା କର୍ମଚାରୀଙ୍କଠାରୁ ୨୦ ଲକ୍ଷ ଜବତ
ବଡ଼ବିଲ,୧୮ା୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଶୁକ୍ରବାର କିରିବୁ ଓ ସାଧୁସିଂ ହଟିଂ ଛକରେ ଯାନବାହନ ତନଖି ବେଳେ ୨୦ ଲକ୍ଷ ଟଙ୍କା ଜବତ କରିଛି। ୩ ପରିବହନକାରୀ ସଂସ୍ଥାର କର୍ମଚାରୀଙ୍କ ନିକଟରୁ ଏହି ଟଙ୍କା ଜବତ ହୋଇଥିବା ପୋଲିସ…
Archives


