ବୈତରଣୀରେ ଅଘଟଣ: ଗାଧୋଇବାକୁ ଯାଇ ନାବାଳକ ନିଖୋଜ
ପାଟଣା୨୬।୩(ବୀର କିଶୋର ଦାଶ): ହୋଲି ଖେଳ ହେଲା କାଳ। ଜଣେ ୧୫ବର୍ଷୀୟ ନାବାଳକ ହୋଲି ଖେଳି ମଙ୍ଗଳବାର ଅପରାହ୍ନରେ ସାଙ୍ଗମାନଙ୍କ ସହ ବୈତରଣୀ ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଣି ନିଖୋଜ ହୋଇଯାଇଛନ୍ତି। ଏହି ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା…
ନିଆରା ଢ଼ଙ୍ଗରେ ହୋଲି, ନିଷ୍ପତ୍ତି ଥିଲା ଏମତି…
ପାଟଣା,୨୬।୩(ବୀର କିଶୋର ଦାଶ): ରଙ୍ଗର ପର୍ବ ହୋଲିକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି କେନ୍ଦୁଝର ଜିଲା ପାଟଣା ଯୁବକମାନେ। ପାଟଣା ବ୍ଲକ ବଡପାଟଣା ପଞ୍ଚାୟତ ସ୍ବାମ ଗ୍ରାମ୍ୟ କଂକ୍ରିଟ ରାସ୍ତା ଖାଲଖମାରେ ଭର୍ତ୍ତି ହୋଇଥିଲା। ଗ୍ରାମର ଯୁବକମାନେ ମଙ୍ଗଳବାର ସକାଳୁ ହୋଲି…
ଟ୍ରକ୍କୁ ପଛରୁ ପିଟିଲା ଟ୍ରକ୍, ଗାଡ଼ି ଭିତରେ ଚାପିହେଲେ ଡ୍ରାଇଭର
ପାଟଣା,୨୬।୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ. ମୁମ୍ବାଇ କୋଲକାତା ଜାତୀୟ ରାଜପଥ ଧନୁର୍ଜୟପୁର ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍କୁ ପଛରୁ ଆସୁଥିବା ଆଉ ଏକ ଟ୍ରକ୍…
ହୋଲିରେ ଅଘଟଣ ବାଇକ୍କୁ…
କେନ୍ଦୁଝର,୨୬।୦୩ (ନରେଶଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବାମେବାରି ପୋଲିସ ଷ୍ଟେଶନ ଅଧୀନ କୁଟୁଗାଁ ପଞ୍ଚାୟତ ଚମ୍ପାଡିହି ଗ୍ରାମ ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଏଥିରେ ୩ ଜଣ ଆହତ ହୋଇଛନ୍ତି।…
ପାଟଣାରେ ଭାଜପା ଖୋଜୁଛି ଦକ୍ଷ ପ୍ରାର୍ଥୀ
କେନ୍ଦୁଝର,୨୫।୩((ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ପାଟଣା ବିଜେଡି ହାତରେ ରହିଥିବା ବେଳେ ଯୁବ ବିଧାୟକ ଜଗନ୍ନାଥ ନାୟକଙ୍କୁ ଆଉ ଥରେ ଦଳ ପ୍ରାର୍ଥୀ କରିବା ସମ୍ଭାବନା ରହିଛି। ବିଜେଡି ଛାଡ଼ି କଂଗ୍ରେସରେ ଯୋଗଦେଇଥିବା ୬ ଥରର…
ମା-ବାପାଙ୍କ ଜୀବନ ନେଲେ ପୁଅ
କେନ୍ଦୁଝର,୨୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା ଅନ୍ତର୍ଗତ କାଳିକା ପ୍ରସାଦ ପଞ୍ଚାୟତ ବସିରା ଗ୍ରାମରେ ପୁଅ ଆକ୍ରମଣରେ ମା ଓ ବାପାଙ୍କ ଶୋଚନୀୟ ମୃତ୍ୟୁ ଘଟିବା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରବିବାର ସକାଳେ ଏହି ଘଟଣା ଘଟିଛି। ମୃତ…
‘ପଲିଥିନ୍ ତଳେ ଅସହାୟ ଜାନକୀ’
ହାଟଡ଼ିହୀ,୨୪ା୩(ପାର୍ଥ ସୌରଭ ସା):ତିନିବର୍ଷ ହେଲା ସ୍ବାମୀଙ୍କ ମୃତ୍ୟୁ ଘଟିଛି। ପୁଅ ରୋଜଗାର ପାଇଁ ବାହାରକୁ ଯାଇ ଆଉ ଘରକୁ ଆସୁନି। ମରାମତି ଅଭାବରୁ ଘର ଭାଙ୍ଗି ମାଟିରେ ମିଶିଯାଇଛି। ଚାଷଜମି କି ରୋଜଗାର ମାଧ୍ୟମ ନ ଥିବାରୁ ଦୟନୀୟ ଅବସ୍ଥାରେ ଏକ…
ଶ୍ରମିକ ଛଟେଇକୁ ବିରୋଧ
କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ହଳଦିଆଗୁଣାସ୍ଥିତ ଏମ୍ଏସ୍ପି କାରଖାନାରେ କାମ କରୁଥିବା ଶ୍ରମିକମାନଙ୍କୁ ବିଭିନ୍ନ ସମୟରେ ମନମୁଖୀ ଭାବେ ମାଲିକ ଛଟେଇ କରିଥିବା ଅଭିଯୋଗ ହୋଇଛି। ଏନେଇ ସଦର ବ୍ଲକ ପୂର୍ବତନ ଅଧ୍ୟକ୍ଷା ତଥା ସମିତି ସଭ୍ୟା…
ମେଣ୍ଟ ନ ହେବା ଯେତିକି ଉତ୍ସାହ ସେତିକି ଚିନ୍ତାଜନକ
କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜେଡି-ଭାଜପା ମେଣ୍ଟ ହେବ ନାହିଁ ବୋଲି ଏ କଥା ଉଭୟ ଦଳର ନେତା ନିଜ ନିଜ ଟ୍ବିଟରରେ ସିଧାସଳଖ ନ କହି ପରୋକ୍ଷ ଭାବରେ ସଫା କରି କହିଦେଲେ। ଏବେ କହୁଛନ୍ତି, ମେଣ୍ଟ କଥା ଆମେ କହି…
ଲାଞ୍ଚ ମାମଲାରେ ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକଙ୍କୁ ୪ ବର୍ଷ ଜେଲ୍
କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ଲାଞ୍ଚ ମାମଲାର ଶୁଣାଣି କରି କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ରଶ୍ମିତା ଦଳେଇ ତତ୍କାଳୀନ ରାଇସୁଆଁ ରାଜସ୍ବ ନିରୀକ୍ଷକଙ୍କୁ ୪ ବର୍ଷ ଜେଲ୍ଦଣ୍ଡ ଏବଂ ୪ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଘଟଣାରୁ ପ୍ରକାଶ…
ଜେଲରେ ଜୀବନ ହାରିଲେ କଏଦୀ
କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କାରାଗାରରେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି।କେନ୍ଦୁଝର ଜିଲା କାରାଗାରରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇପଡିଥିଲେ। ତାଙ୍କୁ ଚିକିତ୍ସା ପାଇଁ କଟକ ଏସ୍ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ…
ରାସ୍ତାରେ ହୁତୁହୁତୁ ହୋଇ ଜଳିଲା ଟ୍ରକ୍
କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ରିମୁଳି ନିକଟରେ ଯାତୀୟ ରାଜପଥ ୫୨୦ରେ ଶନିବାର ଏକ ଟ୍ରକ୍ ହୁତୁହୁତୁ ହୋଇ ଜଳଯାଇଛି। (ଓଡି ୦୯ପି / ୧୦୫୦) ନଂ ଟ୍ରକଟି ଲୁହାପଥର ଲୋଡକରି ଯୋଡ଼ାରୁ ରିମୁଳି ଅଭିମୁଖେ ଆସୁଥିବା…
Archives


