କେନ୍ଦୁଝର

ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍‌ ମାଡ଼ିବସିଲେ….

ହେଉଥିବା ବେଳେ ମାଡ଼ି ବସିଲେ ପୋଲିସ ଓ ବନ କର୍ମ ଚାରି: ୨ଗିରଫ॥ ପାଟଣା,୩୦।୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡ଼ା ସେକ୍ସନ ଓସ୍ତଯୋଡ଼ି ରାସ୍ତାରେ ସୋମବାର ପୂର୍ବାହ୍ନରେ ଏକ କଲାରା ପତରିଆ ବାଘଛାଲ ବିକ୍ରିପାଇଁ ଡିଲ ଚାଲିଥିବା ବେଳେ…

ପରିସ୍ରା କରିବାକୁ ଉଠିଥିଲେ ଯୁବକ, ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ

କେନ୍ଦୁଝର,୩୦ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବାରୁ ଲୋକେ ଭୟ ଓ ଆତଙ୍କିତ ହୋଇପଡ଼ିଛନ୍ତି। ରବିବାର ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ସେକ୍ସନର ରେଭେନ୍ସାପୁର (ଖ) ନିକଟ ଚମକପୂର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ…

ବିବାହ ପାଇଁ ଜିଦ୍‌ କରିବାରୁ ମହିଳାଙ୍କ ତଣ୍ଟି ଚିପିଦେଲେ ପ୍ରେମିକ: ବାନ୍ଧିଲା ପୋଲିସ

ଆନନ୍ଦପୁର,୩୦।୧୨(ସୁଶାନ୍ତ କୁମାର ସାହୁ/ ଉମେଶ ଚନ୍ଦ୍ର ପାଢ଼ୀ):କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ଭାସୁଥିବା ଅବସ୍ଥାରେ ମହିଳାଙ୍କ ମୃତଦେହ ପୋଲିସ ଶନିବାର ରାତିରେ ଜବତ କରିଥିଲା। ଘଟଣାକୁ ୨୪ ଘଣ୍ଟା ନ ପୂରୁଣୁ ଆନନ୍ଦପୁର ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଜେଲ୍‌ରୁ ଫେରାର ମାରିଲେ ହତ୍ୟା ମାମଲାରେ ଦଣ୍ଡିତ କଏଦୀ

କେନ୍ଦୁଝର,୨୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ମୁଖ୍ୟ କାରାଗାରରେ ହତ୍ୟା ଅଭିଯୋଗରେ ଆଜୀବନ କାରାଦଣ୍ଡରେ ଦଣ୍ଡିତ ଜଣେ କଏଦୀ ଜେଲ ପରିସରରୁ ଶନିବାର ରାତିରେ ଫେରାଇ ହୋଇଯାଇଛନ୍ତି। ସବୁଦିନ ଭଳି ସେ ପରିସରରେ ଗୋ’ ସେବା କାମ କରୁଥିଲା। ଅପରାହ୍ନରେ ହଠାତ୍‌ ଖସି…

ପ୍ରେମ ଜନିତ ହତ୍ୟା କାଣ୍ଡ: ସୁନାମୁନି ଘାଟରୁ ମୃତ ଦେହ ଜବତ: ଜଣେ ଅଟକ

କେନ୍ଦୁଝର,୨୯।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆନନ୍ଦପୁର ଥାନା ଅନ୍ତର୍ଗତ ମନୋହରପୁର ପଞ୍ଚାୟତ ବେତରଣୀ ନଦୀର ସୁନାମୁନି ଘାଟ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଠାବ ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଶନିବାର ରାତିରେ ପୋଲିସ ମୃତଦେହ ଠାବ କରିବା ପରେ…

ମନମୋହନଙ୍କ ବିୟୋଗରେ କଂଗ୍ରେସର ଶୋକ

କେନ୍ଦୁଝର,୨୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର ରାତିରେ ନୂଆଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମନମୋହନଙ୍କ ବିୟୋଗରେ ଦେଶରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପ୍ରକାଶ କରାଯାଇଛି।…

ନିଦ ହଜାଇଲା ଅଦିନିଆ ବର୍ଷା: କ୍ଷେତରେ ପଚି ଗଜା ହେଲାଣି ପାଚିଲା ଧାନ

ଛେନାପଦି, ୨୬ା୧୨(ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ର ବିଭିନ୍ନ ଅଞ୍ଚଳରେ ଅଦିନିଆ ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ୪ ଦିନ ପୂର୍ବେ ହୋଇଥିବା ବର୍ଷାରେ ଧାନ ବିଲରେ ପାଣି ପଶିଯାଇଥିଲା। ପୁଣି ବୁଧବାରଠାରୁ ବର୍ଷା ଲାଗି ରହିଥିବାରୁ…

ପୋଖରୀରେ ଭାସୁଥିଲା ଅଜଣା ଶିଶୁକନ୍ୟାର ମୃତଦେହ, କାରଣ ଖୋଜୁଛି ପୋଲିସ

ପାଟଣା,୨୬ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କଣ୍ଟିଆପଡ଼ା କଲରାଟାଙ୍ଗର ସାହି ପୋଖରୀରୁ ଗୁରୁବାର ୨ରୁ ୩ ଦିନର ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଛି। ଶିଶୁ କନ୍ୟା ଟିର ମୃତଦେହ ପୋଖରୀ ରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଦେଖି ତୁରୁମୁଙ୍ଗା…

ଖୁବ୍‌ଶୀଘ୍ର ଭାଜପା ସରକାର ଭାଙ୍ଗିଯିବ::ଭବିଷ୍ୟବାଣୀ କଲେ ଜୟଦେବ

ଛେନାପଦି,୨୬ା୧୨(ନିରାକାର ପରିଡା):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚ଼ନ ମଣ୍ଡଳୀର ଶଙ୍ଖଣାଠାରେ ବନ୍ଧୁମିଳନ ନାମରେ କଂଗ୍ରେସର କର୍ମୀ ସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ପୂର୍ବତନ ସାଧାରଣ ସମ୍ପାଦକ ମନୋଜ ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ସମାବେଶରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଯୋଗଦେଇ…

ଅଢେଇ ବର୍ଷର ବିସ୍ମୟ ବାଳକ: ପ୍ରାଞ୍ଜଳ ଭାବେ କରୁଛନ୍ତି ମନ୍ତ୍ରପାଠ ଓ କହୁଛନ୍ତି ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ନାମକୁ ପ୍ରାଞ୍ଜଳ ଭାବେ କହି ପାରନ୍ତି ସେ। ଆଉ ନିଜ ବିଚକ୍ଷଣ ବୁଦ୍ଧି…

ଗଛରେ ପିଟିହେଲା ପିକ୍‌ଅପ୍‌: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲପର ଗୁରୁତର

ପାଟଣା,୨୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର କେନ୍ଦେଇପଶି ରାସ୍ତାର ଡେଣୁଆଁ ନିକଟରେ ଏକ ପିକଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛକୁ ଧକ୍କା ଦେଇଛି। ଦୁର୍ଘଟଣା ପରେ ପିକ୍‌ଅପ୍‌ ଭ୍ୟାନଟି ଚୂର୍‌ମାର ହୋଇ ଯାଇଥିବାବେଳେ ଗାଡ଼ି…

ନାବାଳିକା ବଳାତ୍କରୀଙ୍କୁ ୨୦ ବର୍ଷ କାରାଦଣ୍ଡ

କେନ୍ଦୁଝର, ୨୪ା୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ସ୍ବତନ୍ତ୍ର ବିଚାରପତି ମୋନାଲିସା ମହାନ୍ତି ଆଜି ୧୨ ବର୍ଷ ବୟସ୍କା ନାବାଳିକା ବାଲାତ୍କରୀ ରା‌ଜେନ୍ଦ୍ର ବାରିକ (୩୧) ଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?