କେନ୍ଦୁଝର

ଶ୍ରମିକ ଛଟେଇକୁ ବିରୋଧ

କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ହଳଦିଆଗୁଣାସ୍ଥିତ ଏମ୍‌ଏସ୍‌ପି କାରଖାନାରେ କାମ କରୁଥିବା ଶ୍ରମିକମାନଙ୍କୁ ବିଭିନ୍ନ ସମୟରେ ମନମୁଖୀ ଭାବେ ମାଲିକ ଛଟେଇ କରିଥିବା ଅଭିଯୋଗ ହୋଇଛି। ଏନେଇ ସଦର ବ୍ଲକ ପୂର୍ବତନ ଅଧ୍ୟକ୍ଷା ତଥା ସମିତି ସଭ୍ୟା…

ମେଣ୍ଟ ନ ହେବା ଯେତିକି ଉତ୍ସାହ ସେତିକି ଚିନ୍ତାଜନକ

କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜେଡି-ଭାଜପା ମେଣ୍ଟ ହେବ ନାହିଁ ବୋଲି ଏ କଥା ଉଭୟ ଦଳର ନେତା ନିଜ ନିଜ ଟ୍ବିଟରରେ ସିଧାସଳଖ ନ କହି ପରୋକ୍ଷ ଭାବରେ ସଫା କରି କହିଦେଲେ। ଏବେ କହୁଛନ୍ତି, ମେଣ୍ଟ କଥା ଆମେ କହି…

ଲାଞ୍ଚ ମାମଲାରେ ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକଙ୍କୁ ୪ ବର୍ଷ ଜେଲ୍‌

କେନ୍ଦୁଝର,୨୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକ ଲାଞ୍ଚ ମାମଲାର ଶୁଣାଣି କରି କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ରଶ୍ମିତା ଦଳେଇ ତତ୍କାଳୀନ ରାଇସୁଆଁ ରାଜସ୍ବ ନିରୀକ୍ଷକଙ୍କୁ ୪ ବର୍ଷ ଜେଲ୍‌ଦଣ୍ଡ ଏବଂ ୪ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଘଟଣାରୁ ପ୍ରକାଶ…

ଜେଲରେ ଜୀବନ ହାରିଲେ କଏଦୀ

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କାରାଗାରରେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି।କେନ୍ଦୁଝର ଜିଲା କାରାଗାରରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇପଡିଥିଲେ। ତାଙ୍କୁ ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ…

ରାସ୍ତାରେ ହୁତୁହୁତୁ ହୋଇ ଜଳିଲା ଟ୍ରକ୍‌

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ରିମୁଳି ନିକଟରେ  ଯାତୀୟ ରାଜପଥ ୫୨୦ରେ ଶନିବାର ଏକ ଟ୍ରକ୍‌ ହୁତୁହୁତୁ ହୋଇ ଜଳଯାଇଛି। (ଓଡି ୦୯ପି / ୧୦୫୦) ନଂ ଟ୍ରକଟି ଲୁହାପଥର ଲୋଡକରି ଯୋଡ଼ାରୁ ରିମୁଳି ଅଭିମୁଖେ ଆସୁଥିବା…

କାଶିଆ ନାଳରେ ଭାସୁଛି ପାରାଲିସିସରେ ଆକ୍ରାନ୍ତ ବୃଦ୍ଧାଙ୍କ ମୃତଦେହ 

ପାଟଣା,୨୨।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ  ଚିନାମାଳି ପଶି ଗ୍ରାମର ତଣ୍ଡିଆସାହି  କାଶିଆ ନାଳରୁ ଶୁକ୍ରବାର  ଜଣେ ୬୩ ବର୍ଷୀୟା ବୃଦ୍ଧାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ବୃଦ୍ଧା ଜଣକ ହେଉଛନ୍ତି  ଚିନାମାଳିପଶି ଗ୍ରାମ ମୁଣ୍ଡା ସାହିର ମହେଶ୍ୱର…

ନିର୍ବାଚନକୁ ନେଇ କଂଗ୍ରେସ ଦେଲା ଏହି ୯ ଗ୍ୟାରେଣ୍ଟି

କେନ୍ଦୁଝର,୨୨ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସର ୯ଟି ଗ୍ୟାରେଣ୍ଟି ଯୋଜନା ପ୍ରସ୍ତୁତ ହୋଇଛି। ୨୪ ବର୍ଷର ବିଜେଡି ଶାସନ ଓ ୯ ବର୍ଷର ବିଜେଡି-ଭାଜପା ଶାସନରେ ଯାହା ହୋଇନାହିଁ, ଆଜି ତାହା କଂଗ୍ରେସ କରି ଦେଖାଇବ।…

ବଳାତ୍କାରୀ, ବଳାତ୍କାରରେ ସାହାଯ୍ୟ କରିଥିବା ସାବତ ଆଈଙ୍କୁ ୩୦ ବର୍ଷ ଜେଲ୍‌

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି ଶୁଭଶ୍ରୀ ତ୍ରିପାଠୀ ବୁଧବାର ଏକ ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାରେ ଏସ୍‌.କେ.ଶେହଜାଦ ଅଲ୍ଲୀ(୫୩)ଙ୍କୁ ୩୦ ବର୍ଷ ଜେଲ୍‌ ଦଣ୍ଡାଦେଶରେ ଦଣ୍ଡିତ କରିଥିବା ବେଳେ…

ରାସ୍ତା ନାହିଁ ତ ଭୋଟ ନାହିଁ

କେନ୍ଦୁଝର,୨୦।୩(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ଓ ରାଜ୍ୟ ସରକାର ରାସ୍ତା ଘାଟ ଉନ୍ନତି କରିଥିବା କଥା ପୋଷ୍ଟର,ବ୍ୟାନର ଦ୍ୱାରା ଡିଣ୍ଡିମ ପିଟୁ ଥିବାବେଳେ ବାସ୍ତବପକ୍ଷେ ଏମିତି ବହୁତ ଗ୍ରାମ ଅଛି ଯେଉଁଠିକି ଆଜି ପର୍ଯ୍ୟନ୍ତ ଭଲ ରାସ୍ତାଟିଏ ନାହିଁ।…

କପି କରୁଥିଲେ ପରୀକ୍ଷାର୍ଥୀ: ମାଡ଼ି ବସିଲେ ସ୍କ୍ବାଡ

ପାଟଣା,୧୯।୩(ବୀର କିଶୋର ଦାଶ): ଧରଣୀଧର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଯୁକ୍ତ ୩ ବିଜ୍ଞାନ ଏବଂ କଳା ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ବ୍ଲକ ଆଞ୍ଚଳିକ ମହାବିଦ୍ୟାଳୟରେ କୋର-୧ ପରୀକ୍ଷା ଚାଲିଥିବାବେଳେ…

ପ୍ରାର୍ଥୀଙ୍କୁ ଛାଡ଼ିନାହିଁ ମେଣ୍ଟଭୟ: ପ୍ରଚାର ଛାଡ଼ି ରାଜଧାନୀରେ ଆଶାୟୀ

କେନ୍ଦୁଝର,୧୯ା୩(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାରେ ବିଜେଡି ଓ ଭାଜପା ଦଳର ଆଶାୟୀ ପ୍ରାର୍ଥୀଙ୍କ ମେଣ୍ଟଭୟ ଛାଡ଼ିନାହିଁ। ମେଣ୍ଟ ହେଲେ କେଉଁ ସିଟ୍‌ କେଉଁ ଦଳ ଭାଗରେ ପଡ଼ିବ ସେ ଭୟକୁ ନେଇ ବଡ଼ ବଡ଼ ନେତା ଚିନ୍ତାରେ ରହିଥିବା ବେଳେ ମେଣ୍ଟ…

ବ୍ୟାଙ୍କ ଷ୍ଟ୍ରଙ୍ଗ ରୁମ୍‌ କାଟିବାରେ ବିଫଳ, ହତାଶ ହୋଇ ଫେରିଗଲେ ଲୁଟେରା

ବଡ଼ବିଲ,୧୮ା୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ସବ୍‌ଡିଭିଜନ୍‌ ଅଫିସରଙ୍କ କାର୍ଯ୍ୟାଳୟରୁ ମାତ୍ର ୧ଶହ ମିଟର ଦୂର ଏଲଆଇସି ବିଲ୍ଡିଂର ତଳ ମହଲାରେ ଥିବା ୟୁକୋ ବ୍ୟାଙ୍କ ବଡ଼ବିଲ ଶାଖାରୁ ଲୁଟ ଉଦ୍ୟମ ହୋଇଛି। ଦୁର୍ବୃତ୍ତ ଷ୍ଟ୍ରଙ୍ଗ ରୁମ୍‌ କାଟିବାରେ ବିଫଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri