କେନ୍ଦୁଝର

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ ସଂଖ୍ୟା ହେଉଛି ନିର୍ମାଣ ଶ୍ରମିକ। ଏଣୁ ସରକାର ସେମାନଙ୍କ ସୁରକ୍ଷା ପାଇଁ ବିଭିନ୍ନ ପ୍ରକାର…

କାମ କରିବାକୁ ଯାଇଥିବା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ପାଟଣା,୨୪।୧୨(ବୀର କିଶୋର ଦାଶ): ଚଣ୍ଡିଖୋଲ ନିକଟସ୍ଥ ମାଙ୍କଡପାଳ ଗ୍ରାମକୁ ଦିନ ମଜୁରିଆ ଭାବେ କାମ କରିବାକୁ ଯାଇଥିବା ମହିଳାଙ୍କ ରବିବାର ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ କେନ୍ଦୁଝର ଜିଲା ପାଟଣା ଥାନା ଡିଆନାଳି ଗ୍ରାମର ବାବୁଲା ମୁଣ୍ଡାଙ୍କ…

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା ସମବାୟସମିତି ପାଟଣା ଓ ରାଜନଗରରେ ସୋମବାର ଧାନ ମଣ୍ଡି ଖୋଲିଛି। ସୋମବାର ପାଟଣା ମୁଖ୍ୟାଳୟ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲିରେ ଆକ୍ରମଣ: ଜଣେ ଗୁରୁତର

ଆନନ୍ଦପୁର ୨୦।୧୨(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ କଣ୍ଟିପାଳ ପଞ୍ଚାୟତ କଣ୍ଟିପାଳ ଖିଲାର ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆଜି ସକାଳୁ ବିଜୁ ପରିଡ଼ାକୁ ଏକ ଭୁଜାଲିରେ ମରଣାନ୍ତକ ଆକ୍ରମଣ ହୋଇଛି l ପ୍ରମିଳା ପଲେଇ ଆହତ ହୋଇ…

୪ରେ ପାଟଣା ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ପାଟଣା,୨୦ା୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଅଧ୍ୟକ୍ଷା ସୁକାନ୍ତି ନାଏକଙ୍କ ବିରୋଧରେ ଜାନୁୟାରୀ ୪ ତାରିଖ ଅପରାହ୍ନ ୧୧ ଟା ୩୦ରେ ଅନାସ୍ଥା ଭୋଟ ହେବ। ଏ ନେଇ କେନ୍ଦୁଝର ଉପ ଜିଲାପାଳ ଉମାଶଙ୍କର ଦଳେଇଙ୍କ କାର୍ଯ୍ୟାଳୟ ପକ୍ଷରୁ ପତ୍ର…

ଆହତ ପ୍ରତାପ ଷଡ଼ଙ୍ଗୀଙ୍କୁ ହସ୍ପିଟାଲରେ ଭେଟିଲେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସଂସଦରେ ଠେଲାପେଲା କାରଣରୁ ଆହତ ହୋଇ ଚିକିତ୍ସିତ ହେଉଥିବା ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଯାଇ ସାକ୍ଷାତ କରିଛନ୍ତି କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ।…

ମୁରୁସୁଆଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା: କାର୍ଯ୍ୟାନୁଷ୍ଠାନ ଭୟରେ ଆଜି ଖୋଲିଲେ

କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ପଞ୍ଚାୟତ ମୁରୁସୁଆଁ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ତାଲା ଗୁରୁବାର ଖୋଲାଯାଇଛି। ପ୍ରଶାସନ ତଥା ପୋଲିସର ତାଗିଦ ପରେ ତାଲା ପକାଇ ଥିବା ବ୍ୟକ୍ତି ଆଜି କେନ୍ଦ୍ରର ତାଲା ଖୋଲିଥିବା ଜଣାପଡ଼ିଛି। ଫଳରେ କେନ୍ଦ୍ରର…

ବାଇକ୍‌କୁ ବଞ୍ଚାଇବାକୁ ଯାଇ ଗଛରେ ପିଟିହେଲା ଅଟୋ, ୨ ଗୁରୁତର

ପାଟଣା,୧୯ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମାଧପୁର ନିକଟରେ ଗୁରୁବାର ପୂର୍ବାହ୍ନ ଭାରସାମ୍ୟ ହରାଇ ଏକ ଅଟୋ ରାସ୍ତାକଡ଼ରେ ଥିବା ଏକ ଆକାଶିଆ ଗଛକୁ ଧକ୍କା ଦେବା ଫଳରେ ଅଟୋରେ ଥିବା ଦୁଇ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ୨…

ମଦୁଆ ଡ୍ରାଇଭରଙ୍କୁ ଅଦାଲତର ଛାଟ: ମାତ୍ର ୨ଦିନ ମଧ୍ୟରେ ରାୟ ପ୍ରକାଶ

ପାଟଣା,୧୮।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ନିହ୍ନୁଆ ନିକଟରେ ଗତ ଡିସେମ୍ବର ୫ତାରିଖ ରାତ୍ରିରେ ଜଣେ ମଦ୍ୟପ ଟ୍ରକ୍‌ ଚାଳକ ବେପରୁଆ ଭାବେ ଗାଡି ଚାଳନା କରୁଥିବା ବେଳେ…

୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ, ସାନ୍ତାଳୀ ଭାଷାର ବିକାଶ ପାଇଁ କାର୍ଯ୍ୟ କରିବାକୁ ଦେଲେ ପ୍ରତିଶ୍ରୁତି

କେନ୍ଦୁଝର,୧୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ତିନି ଦିନିଆ କେନ୍ଦୁଝର ଗସ୍ତରେ ଆସି ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଧ୍ୟାହ୍ନରେ ରାଇସୁଆଁ ଏୟାର ଷ୍ଟ୍ରିପରେ ଫହଞ୍ଚି ପ୍ରଥମେ ଏଲ ଇଣ୍ଡିଆ ସାନ୍ତାଳୀ ରାଇଟର ଆସୋସିଏସନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏୟାର…

ମୁଖ୍ୟମନ୍ତ୍ରୀଙ୍କ ପୁଣି ତିନି ଦିନିଆ କେନ୍ଦୁଝର ଜିଲା ଗ୍ରସ୍ତ, ସରକାରୀ-ଘରୋଇ କାର୍ଯ୍ୟକ୍ରମରେ ହେବେ ସାମିଲ

କେନ୍ଦୁଝର,୧୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା କାଲି ତିନି ଦିନିଆ ଗସ୍ତରେ କେନ୍ଦୁଝର ଜିଲା ଗସ୍ତରେ ଆସିବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେ ସଦର ଓ ଚମ୍ପୁଆ ନିର୍ବାଚନ ମଣ୍ଡଳୀରେ…

ଘଟଗାଁ ତାରିଣୀ ମନ୍ଦିରରେ ଅଘଟଣ: ମହିଳାଙ୍କ ଶାଢ଼ିରେ ଲାଗିଲା ଦୀପ ନିଆଁ, ଆଉ ତା’ପରେ…

କେନ୍ଦୁଝର/ଘଟଗାଁ (ନରେଶ ଚନ୍ଦ୍ର ପଟ୍ଟନାୟକ/ରାଜେନ୍ଦ୍ର ପଟ୍ଟନାୟକ)୧୫ା୧୨: କେନ୍ଦୁଝର ଜିଲା ଘଟଗାଁ ମା’ ତାରିଣୀ ମନ୍ଦିରରେ ରବିବାର ଅଘଟଣ ଘଟିଛି। ଦୀପଷ୍ଟାଣ୍ଡ୍‌ରୁ ଜଣେ ମହିଳାଙ୍କ ଶାଢ଼ିରେ ନିଆଁ ଲାଗିଯିବାରୁ ଗୁରୁତର ହୋଇଛନ୍ତି। ଆହତଙ୍କ ନାମ ମିନାକ୍ଷୀ ବରାଳ ଏବଂ ଘର ଢେଙ୍କାନାଳ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?