ବିବାହ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର କରିଥିଲେ ଯୁବକ: ଏବେ ୨୦ ବର୍ଷ ଭୋଗିବେ ଜେଲ୍
କେନ୍ଦୁଝର,୧୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଏକ ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ୨୩ ବର୍ଷୀୟ ଯୁବକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ…
ବିଧବା ଭତ୍ତା ପାଇବାରୁ ବଞ୍ଚିତ ଜାହାଜ
କେନ୍ଦୁଝର,୧୬ା୩: କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକଙ୍କ କଲ୍ୟାଣ ନିମନ୍ତେ ବିଭିନ୍ନ ଯୋଜନା ପ୍ରସ୍ତୁତ କରି କାର୍ଯ୍ୟ କରି ଆସୁଛନ୍ତି। କିନ୍ତୁ ବହୁ କ୍ଷେତ୍ରରେ ଗରିବ ହିତାଧିକାରୀ ଯିଏ ଯୋଜନା ପାଇବାକୁ ହକଦାର ସେ ଯୋଜନାରୁ ବଞ୍ଚିତ ଅଛନ୍ତି। ପ୍ରକାଶ…
କଂଗ୍ରେସରେ ବିଜେଡିର ୨ ପୂର୍ବତନ ଏମ୍ପି ଯଶୋବନ୍ତ, ଶକୁନ୍ତଳା
ଭୁବନେଶ୍ୱର/ କେନ୍ଦୁଝର ୧୬।୩(ସୁନିତ୍ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକସଭାର ୨ ପୂର୍ବତନ ବିଜେଡି ଏମ୍ପି ଯଶୋବନ୍ତ ନାରାୟଣ ସିଂ ଲାଗୁରୀ ଓ ତାଙ୍କ ସ୍ତ୍ରୀ ଶକୁନ୍ତଳା ଲାଗୁରୀ ବିଜେଡି ଛାଡି କଂଗ୍ରେସରେ ଯୋଗଦେଇଛନ୍ତି। ଦୀର୍ଘ ବର୍ଷ ହେଲା କୋଣଠେସା…
ଜାତୀୟ ରାଜପଥ ଡିଭାଇଡରରେ ପିଟି ହେଲା ବାଇକ୍: ଜଣେ ମୃତ, ଜଣେ ଗୁରୁତର
ବଡବିଲ,୧୪।୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିଥାନା ଅଧୀନ ୫୨୦ ନମ୍ବର ଜାତୀୟ ରାଜପଥ ତୋପାଡିହି ନିକଟରେ ଏକ ବାଇକ୍ ଡିଭାଇଡରରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାପଡିଛି। ମୃତକ…
ବାଇକ୍ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର
ପାଟଣା,୧୪ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ କୋଲକାତା ଜାତୀୟ ରାଜପଥର ଡାବରଚୁଆ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା…
ମେଡିସିନ ଷ୍ଟୋର୍ରେ ସ୍ବାସ୍ଥ୍ୟ ବିଭାଗର ଚଢ଼ାଉ
ପାଟଣା,୧୪ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟରେ ନୂତନ ଭାବେ ଖୋଲା ଯାଇଥିବା ଏକ ମେଡିସିନ ଷ୍ଟୋର୍ରେ ଗୁରୁବାର କେନ୍ଦୁଝର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି। ସୂଚନାଯୋଗ୍ୟ, ଉକ୍ତ ମେଡିସିନ ଷ୍ଟୋର୍ରେ ବେଆଇନ ଭାବେ ଡାକ୍ତର ରୋଗୀସେବା କରୁଥିବା,…
ଭାରସାମ୍ୟ ହରାଇ କେନାଲ ଭିତରକୁ ପଶିଗଲା କାର୍
ପାଟଣା,୧୪।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଇଦାନ କେଲ ଭାୟା କେନ୍ଦୁଝର ରାସ୍ତାର ଶ୍ୟାମସୁନ୍ଦରପୁର ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ କାର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା କେନାଲ ଭିତରକୁ ପଶିଯାଇଛି। ଦୁର୍ଘଟଣାରୁ କାର୍ ଚାଳକ ଏବଂ…
ବାଇକ୍ ଉପରେ ଚଢ଼ିଗଲା ଲୁହାପଥର ବୋଝେଇ ଟ୍ରକ୍, ଜଣଙ୍କ ଜୀବନ ଗଲା, ଗୁରୁତର
ଆନନ୍ଦପୁର,୧୩ା୩(ସୁଶାନ୍ତ କୁମାର ସାହୁ): ଘସିପୁରା ଥାନା ୨୦ ନଂ ଜାତୀୟ ରାଜପଥର କନକ ମଞ୍ଜରୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ଅଗ୍ନିଶମ ବାହିନୀ କର୍ମଚାରୀଙ୍କ ସହାୟତାରେ ଆନନ୍ଦପୁର…
ଅକାଳରେ ଝଡ଼ିଗଲେ ଦୁଇ ଭଉଣୀ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ
କେନ୍ଦୁଝର,୧୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ଅଧିନସ୍ଥ ପୁରନ୍ଦରପୁର ଗାଁରେ ଦୁଇ ଭଉଣୀଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି। ଟଙ୍କଧର ମହାରଣାଙ୍କର ମୃତ ଦୁଇ ନାବାଳିକା ଝିଅ ହେଲେ ଇତିଶ୍ରୀ (୪) ଏବଂ ଲିପି (୨)। ୨ ଶିଶୁକନ୍ୟାଙ୍କ…
ଦୁରହେଲା ଦୀର୍ଘ ଦିନର ସମସ୍ୟା: ଉଦ୍ଘାଟନ ହେଲା ଅତ୍ୟାଧୁନିକ ବସ୍ଷ୍ଟାଣ୍ଡ
ପାଟଣା,୧୨।୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ସାଧୁପଡ଼ାଠାରେ ନିର୍ମିତ ଅତ୍ୟାଧୁନିକ ବସ୍ଷ୍ଟାଣ୍ଡ ମଙ୍ଗଳ ଉଦ୍ଘାଟିତ ହୋଇଛି। ୨କୋଟି ୭୬ଲକ୍ଷ ଟଙ୍କା ବ୍ୟୟରେ ଆମ ବସଷ୍ଟାଣ୍ଡ ଯୋଜନାରେ ନିର୍ମିତ ହୋଇଥିବା ଏହି ଅତ୍ୟାଧୁନିକ ବସ୍ଷ୍ଟାଣ୍ଡକୁ ପାଟଣା ବିଧାୟକ ତଥା ଜିଲା…
କଂଗ୍ରେସରୁ ବାପ ନା ପୁଅ
ହାଟଡିହୀ,୧୨l୩(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୦୯ଠାରୁ ବିଜୁ ଜନତା ଦଳ(ବିଜେଡି) ପ୍ରାର୍ଥୀ ବିଜୟୀ ହୋଇ ଆସିଛନ୍ତି। ୨୦୦୪ରେ କଂଗ୍ରେସର ଜୟଦେବ ଯେନା ବିଧାୟକ ହୋଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କୁ ପରାଜୟ ବରଣ କରିବାକୁ ପଡ଼ିଛି। ୨୦୨୪ ନିର୍ବାଚନ ଥିବାରୁ…
ମା’ ଝିଅଙ୍କୁ ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ଦୋଷୀଙ୍କୁ ଆଜୀବନ ଜେଲ
କେନ୍ଦୁଝର,୧୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲା ଦୌରାଜଜଙ୍କ କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଜଜ୍ ମମିତା ଦାସ ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୧୭ ହଜାର…
Archives


