କେନ୍ଦୁଝର

ବିଦ୍ୟାଳୟ ରାସ୍ତାରୁ ଜବରଦଖଲ ହଟାଇଲା ପ୍ରଶାସନ

ପାଟଣା,୨୧ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ତହସିଲ ଅନ୍ତର୍ଗତ ସାହାରପଡ଼ା ବଜାରରେ ସରକାରୀ ଜମିକୁ ମାଡ଼ି ଜଣେ ବ୍ୟକ୍ତି ଟାୟାର ଓ ଗାଡି ପାର୍ଟସ୍‌ ଦୋକାନ କରିଥିବା ଅଭିଯୋଗ ପରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପାଇଁ ନୋଟିସ୍‌ ଦିଆଯାଇଥିଲା। ଗୁରୁବାର ସାହାରପଡ଼ା…

ସ୍କୁଲ ଯିବାକୁ କହିବାରୁ ଆତ୍ମହତ୍ୟା କଲେ ନାବାଳକ

ପାଟଣା,୨୧।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ପିଙ୍ଗୁ ପାଟଣା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ଜଣେ ୧୪ବର୍ଷ ନାବାଳକ ଗାଁ ହୁଡ଼ିର ଏକ ବରଗଛରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତ ନାବାଳକ ଜଣକ ଗ୍ରାମର ପିର୍ତ୍ତି ମୁର୍ମୁଙ୍କ…

୫ ମାସରେ ଶୁଣାଣି ଶେଷ: ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଅଶୋକ କୁମାର ପଣ୍ଡା ଏକ ହତ୍ୟା ମାମଲାର ଶୁଣାଣି କରି ଅଭିଯୁକ୍ତ ଶୁକ୍ରା ଜୁଆଙ୍ଗଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫ ହଜାର ଟଙ୍କା ଜରିମାନା ଆଦେଶ କରଛନ୍ତି। ଜରିମାନା ଅନାଦେୟ…

ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କରିବା ନେଇ ଥାନାର ଦ୍ୱାରସ୍ଥ ହେଲା ଭାଜପା

କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ,ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫୋଟଚିତ୍ରକୁ ବିକୃତ କରାଯାଇଥିବା ନେଇ ଭାଜପା ପକ୍ଷରୁ ଟାଉନଥାନାରେ ଅଭିଯୋଗ ହୋଇଛ। ସୂଚନାଯୋଗ୍ୟ, ରାଧାକାନ୍ତ ମହାନ୍ତ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ…

ସରିଲା ରାଜନଗର ବାଲିଯାତ୍ରା

ପାଟଣା,୨୦।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ବାଲିଯାତ୍ରା ମହୋତ୍ସବ ଉଦଯାପିତ ହୋଇଛି । ଆୟୋଜିତ ସଭା ବାଲିଯାତ୍ରା କମିଟି ସଭାପତି ତୃପ୍ତି ରଞ୍ଜନ ସିଂଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ପୂର୍ବତନ…

ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କଲେ ଲୋକେ: ଥାନାରେ ଅଭିଯୋଗ

କେନ୍ଦୁଝର,୧୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ, ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋଚିତ୍ରକୁ ବିକୃତ କରାଯାଇଥିବା ନେଇ ମଙ୍ଗଳବାର ରାତିରେ ଭାଜପା ପକ୍ଷରୁ ଟାଉନଥାନାରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ ଯେ, ରାଧାକାନ୍ତ…

ଓଲଟିଲା ବିଲାତି ବୋଝେଇ ଟ୍ରକ: ବୋହିନେଲେ ଲୋକେ

କେନ୍ଦୁଝର,୨୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଚେମଣା ନିକଟରେ ଏନଏଚ ୪୯ରେ ଆଜି ଏକ ବିଲାତି ବୋଝେଇ ଟ୍ରକ ଓଲଟି ପଡ଼ିବାରୁ ଚାଳକ ଆହତ ହୋଇଥିବାବେଳେ ବିଲାତି ଥିବା ଟ୍ରେ ଗୁଡ଼ିକ ଏଣେ ତେଣେ ବିଛାଡ଼ି ହୋଇ…

ଅନିଲଙ୍କୁ ବଡ଼ ଦାୟିତ୍ୱ, କେନ୍ଦୁଝର ପୋଲିସ ମହଲରେ ଖେଳିଗଲା ଖୁସିର ମାହୋଲ

କେନ୍ଦୁଝର,୨୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ହାବିଲଦାର, ସିପାହୀ ଓ କନେଷ୍ଟବଳ ମହସଂଘର ସଭାପତି ହେଲେ ଅନିଲ କୁମାର ଷଣ୍ଢ (ହାବିଲଦାର/୧୭୮)। କେନ୍ଦୁଝର ଜିଲା ସଂଘର ତୃତୀୟଥର ସଭାପତି ଥାଏ ମହାସଂଘର ପ୍ରଥମ ସଭାପତି ହୋଇଛନ୍ତି। ଏହାକୁ ନେଇ କେନ୍ଦୁଝର ଜିଲାର ପୋଲିସ…

ଛାତ୍ରଙ୍କୁ ପଛପଟୁ ଗୋଇଠା ମାରିଲେ ଶିକ୍ଷକ: ଥାନାରେ ପହଞ୍ଚିଲା ମାମଲା

କେନ୍ଦୁଝର,୨୦।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ଛାତ୍ରଙ୍କୁ ଶିକ୍ଷକ ଗୋଇଠା ମାରିବା ସହ ଅସଦାଚରଣ କରିବା ଅଭିଯୋଗ ହୋଇଛି। କେନ୍ଦୁଝର ଟାଉନ ଥାନାରେ ଅଭିଯୋଗ କ୍ରମେ ଟାଉନ ଥାନା ରାଙ୍କି ଗ୍ରାମରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବିରୋଧରେ ମାମଲା…

ନଭେମ୍ବର ୨୦ରୁ ସରକାର କିଣିବେ ଖରିଫ ଧାନ

କେନ୍ଦୁଝର,୧୯।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା କୃଷକ ମୋର୍ଚ୍ଚା ତରଫରୁ ଆଜି କେନ୍ଦୁଝର ଜିଲା ଭାଜପା କାର୍ଯ୍ୟାଳୟଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶର ସାହୁ କହିଛନ୍ତି, ଆସନ୍ତା ନଭେମ୍ବର ୨୦ଠାରୁ…

ମୃତ ଛୁଆକୁ ୨୬ ଘଣ୍ଟା ଧରି ଜଗି ରହିଲା ମା’ କୁକୁର

ପାଟଣା,୧୯।୧୧(ବୀର କିଶୋର ଦାଶ): ପଶୁ ହେଉ କି ମଣିଷ, ମା’ର ମମତା ସବୁ କ୍ଷେତ୍ରରେ ସମାନ। ଏହାର ନିଚ୍ଛକ ଉଦାହରଣ କେନ୍ଦୁଝର ଜିଲା ପାଟଣା ବ୍ଲକ ଛକ ରାସ୍ତାରେ ଦେଖିବାକୁ ମିଳିଛି। ଏଠାରେ ଅଜଣା ବାଇକ ଧକ୍କାରେ ଏକ ବୁଲା କୁକୁର…

ବିଦ୍ୟାଳୟ ପରିସରରୁ ଦୁର୍ବୃତ୍ତ କାଟିନେଲେ ଚନ୍ଦନ ଗଛ

ପାଟଣା,୧୭ା୧୧(ବୀରକିଶୋର ଦାସ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ସର୍ବପୁରାତନ ଗୋପୀନାଥ ନାରାୟଣ ଉଚ୍ଚବିଦ୍ୟାଳୟ ପରିସରରୁ ଶନିବାର ବିଳମ୍ବିତ ରାତିରେ ଚନ୍ଦନକାଠ ମାଫିଆ ୧୨ବର୍ଷ ପୁରୁଣା ଚନ୍ଦନ ଗଛକୁ କାଟି ନେଇଛନ୍ତି। ସୂଚନା ଯେ, ଗୋଟିଏ ଚନ୍ଦନ ଗଛକୁ ଦୁର୍ବୃତ୍ତ କାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?