କେନ୍ଦୁଝର

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି। ସେମାନଙ୍କ ମଧ୍ୟରୁ ୩୦ ଜଣଙ୍କୁ ପାଟଣା ବ୍ଲକ୍‌ର ବିଭିନ୍ନ ବିଦ୍ୟାଳୟରେ ନିଯୁକ୍ତି ମିଳିଥିବା…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଯାଇଛି। ଏହି ସମାରୋହରେ ଜିଲାର ଦୁଇଜଣ କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ ସୱତନ୍ତ୍ର କାର୍ଯ୍ୟକ୍ରମରେ ବ୍ଲକର ୫୭…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି ଖାଉଥିବା ଏକ ବୁଲା ହନୁ ମାଙ୍କଡ଼ ଅପରାହ୍ନ ପ୍ରାୟ ୩ଟା ସମୟରେ ଷ୍ଟେଟବ୍ୟାଙ୍କ…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା ଅବରୋଧ ହେବା ସହ ଯାତାୟାତ ବ୍ୟାହତ ହେଉଛି। କେନ୍ଦୁଝରରୁ ଭଦ୍ରାସାହି ଦେଇ କୋଇଡା,…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ ଅର୍ଚ୍ଚନା ପରିଡ଼ା। ସେ ହେଉଛନ୍ତି ଉକ୍ତ ଦୋକାନ ମାଲିକଙ୍କ ସ୍ତ୍ରୀ। ତାଙ୍କୁ ହତ୍ୟା…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର ଥାନାରେ କେସ୍‌ ନଂ ୨୧୨(୩୦.୦୬.୨୦୨୬)ରେ ଭାରତୀୟ ନ୍ୟାୟ ସଂହିତାର ଧାରା ୬୪(୨)(ଏମ) ସହ…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ ଦେଖାଯାଇଛି। ଅନେକ ଅନ୍ତେବାସୀ ନାନା ରୋଗରେ ପୀଡ଼ିତ ହେବା ପରେ ଭୟର ବାତାବରଣ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଶୁକ୍ରବାର ଯମୁନାପଶି ପଞ୍ଚାୟତ ପଡ଼ିଆରେ ଦ୍ୱାଦଶ ଗ୍ରାମ ସଭା ଶେଷ ହୋଇଛି। ଯମୁନାପଶି…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ ଜଣେ ମହିଳା ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ଶ୍ରମିକ ଗୁରୁତର…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ କଂଗ୍ରେସ ଭବନରେ କେନ୍ଦୁଝର ଜିଲା ଯୁବ କଂଗ୍ରେସ ପକ୍ଷରୁ ପାଳିତ ହୋଇଯାଇଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?