କେନ୍ଦୁଝର

ଜିଲା ମୁଖ୍ୟ ଚିକିତ୍ସାଳୟରେ ବଢୁଛି ଚୋରି, ରୋଗୀଙ୍କୁ ଲୁଟୁଛନ୍ତି…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟ ପରିସରରୁ ରୋଗୀ ତଥା ରୋଗୀ ସମ୍ପର୍କୀୟଙ୍କ ବିଭିନ୍ନ ସାମଗ୍ରୀ ଚୋରି ହେଉଛି। ଫଳରେ ଏହାକୁ ନେଇ ଅସନ୍ତୋଷ ବଢୁଛି। ଶୁକ୍ରବାର ରାତିରେ ଏସ୍‌ଏନ୍‌ସିୟୁ (ଶିଶୁ) ଓ୍ବାର୍ଡରେ ଜଣେ ରୋଗୀଙ୍କ ସମ୍ପର୍କୀୟ ଶତିନ୍ଦ୍ର ମହାନ୍ତଙ୍କ…

ସ୍କୁଲରୁ ସାଇକେଲ୍‌ରେ ଘରକୁ ଫେରୁଥିଲେ ଛାତ୍ର, ଧକ୍କାଦେଲା ପୋଲିସ ଗାଡ଼ି, ଆଉ ତା’ ପରେ…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜେଲରୋଡ୍‌ ରାସ୍ତାରେ ଶନିବାର ଅପରାହ୍ନରେ ଏକ ପୋଲିସ ଗାଡ଼ି ଧକ୍କାରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କ ନାମ ଶୁଭମ ଖାଡ଼ଙ୍ଗା ଏବଂ ସେ ସ୍ଥାନୀୟ ସ୍ବରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନବମ ଶ୍ରେଣୀରେ ପାଠ…

ଦେଶର ଶ୍ରେଷ୍ଠ ଥାନା ତାଲିକାରେ ଗଞ୍ଜାମର ପାଟପୁର ଥାନା

ଦିଗପହଣ୍ଡି/ପାଟପୁର,୧୬।୧୧(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ସମଗ୍ର ଦେଶର ଶ୍ରେଷ୍ଠ ଥାନା ଭାବେ ୨୦୨୪ ଆର୍ଥିକ ବର୍ଷ ତାଲିକାରେ ଗଞ୍ଜାମ ଜିଲା ପାଟପୁର ଥାନା ସ୍ଥାନ ପାଇଛି। ଆସନ୍ତା ୨୯ରୁ ଡିସେମ୍ବର ୧ ଯାଏ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜାତୀୟସ୍ତରୀୟ ଡିଜିପି…

କାବେରୀ ଘାଟରେ ବୋଇତ ବନ୍ଦାଣ କଲେ ପାଟଣା ବିଧାୟକ

ପାଟଣା,୧୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ପାଇଁ ଶୁକ୍ରବାର ରାତ୍ରି ୪ଟାରୁ ପାଟଣା ବୈତରଣୀ ନଦୀର ପରମେଶ୍ୱର ଶିବ ମନ୍ଦିର ସଂଲଗ୍ନ ଅନସୂୟା ଘାଟ ଓ ରାଜନଗର ଶୈବ୍ୟା…

ବଡ଼ବିଲ ମହୋତ୍ସବ ରୌପ୍ୟ ଜୟନ୍ତୀ ପାଳନ ନେଇ ପ୍ରସ୍ତୁତି ଆରମ୍ଭ

ବଡବିଲ,୧୪।୧୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ବଡବିଲ ମହୋତ୍ସବ ରୌପ୍ୟ ଜୟନ୍ତୀ ପାଳନ ନେଇ ଗୁରୁବାର ଅପରାହ୍ନରେ ସ୍ଥାନୀୟ ବିକାଶ ମହଲ ସଭା ଗୃହରେ କମିଟି ସଦସ୍ୟଙ୍କ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବଡବିଲ ମହାବିଦ୍ୟାଳୟ ଗଣିତ…

ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌; ଷ୍ଟିଅରିଂରେ ଚାପି ହୋଇ ରହିଛନ୍ତି ଡ୍ରାଇଭର

ଆନନ୍ଦପୁର/ଘଷିପୁରା,୧୪।୧୧(ସୁଶାନ୍ତ କୁମାର ସାହୁ/ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥ ଦରଖୋଳା ଛକ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଟ୍ରକ ପଛରୁ ଆଉ ଏକ ଟ୍ରକ ଧକ୍କା ଦେବାରୁ ଡ୍ରାଇଭର ଷ୍ଟିଅରିଂରେ…

‘ବେଆଇନ ନିର୍ମାଣକାରୀଙ୍କ ଉପରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ’

କେନ୍ଦୁଝର,୧୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ବିନା ପାର୍କିଂ ବ୍ୟବସ୍ଥାରେ ବ୍ୟବସାୟିକ କେନ୍ଦ୍ର ଗଢ଼ି ଉଠିଥିବାରୁ ଟ୍ରାଫିକ୍‌ ସମସ୍ୟା ଗୁରୁତର ହୋଇପଡ଼ିଛି। ସେହିପରି ସରକାରୀ ଜମିରେ ବିନା ପ୍ଲାନ୍‌ରେ ରାସ୍ତା କଡ଼ରେ ବ୍ୟବସାୟିକ ଘର ନିର୍ମାଣ ହୋଇଛି। ଅନେକ ବ୍ୟବସାୟିକ ଘର…

ହତ୍ୟାକାରୀଙ୍କୁ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ

କେନ୍ଦୁଝର,୧୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ହତ୍ୟା ମାମଲାର କେନ୍ଦୁଝର ଅତିରିକ୍ତ ଜିଲା ଦୌରାଜଜ୍‌ ମମିତା ଦାସ ବୁଧବାର ଦୋଷୀ ସାବ୍ୟସ୍ତ କରି ରାୟରେ ସଦର ବ୍ଲକ ମଇଦାନ କେଲ ଗ୍ରାମର ସୁଶାନ୍ତ ନାଏକଙ୍କୁ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ କରିବା ସହ ୧୦…

ଭୋକିଲା ଚୋର: ଚୋରି କରିବାକୁ ଆସି ଖାଇଗଲେ ରାବିଡି-ଲସି, ଲୁଟିନେଲେ ଅମୁଲକୁଲ୍‌

ପାଟଣା,୧୩।୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ବଜାରରୁ ମଙ୍ଗଳବାର ବିଳମ୍ବିତ ରାତିରେ ୩ଟି ଦୋକାନରୁ ତାଲା ଭାଙ୍ଗି ଦୁର୍ବୃତ୍ତ ଚୋରି କରି ନେଇଛନ୍ତି। ବଜାରରେ ଥିବା ଏକ ଓମ୍‌ଫେଡ ପାର୍ଲରର ତାଲା ଭାଙ୍ଗି ଚୋର ମାନେ ରାବଡି, କ୍ଷୀର…

ଶୁଦ୍ଧିକ୍ରିୟା ସରିଥିଲା, ୧୫ ବର୍ଷ ପରେ ଫେରିଲେ ପୁଅ

ପାଟଣା,୧୩।୧୧(ବୀର କିଶୋର ଦାଶ): ପୁଅକୁ ଯେତେବେଳେ ୧୪ ବର୍ଷ ହୋଇଥିଲା କେଉଁଆଡ଼େ ପଳାଇଥିଲେ। ଦୀର୍ଘ ବର୍ଷ ଧରି ପୁଅ ନ ଫେରିବାରୁ ପରିବାର ଓ ସମ୍ପର୍କୀୟମାନେ ମୃତ୍ୟୁ ଘଟିଥିବା ଭାବି ଗତ ବର୍ଷ ଶୁଦ୍ଧିକ୍ରିୟା କରିଥିଲେ। ମାତ୍ର ହଜିଯାଇଥିବା ନାବାଳକ ପୁଅ…

କେନ୍ଦୁଝର ସଦର ବ୍ଲକର ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ

କେନ୍ଦୁଝର,୧୧।୧୧(ନରେଶ ପଟ୍ଟନାୟକ): ସୋମବାର ସ୍ଥାନୀୟ ସଦର ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ୧୬ ଜଣ ପଞ୍ଚାୟତ ସମିତି ସଭ୍ୟ ଓ ୧୧ ଜଣ ସରପଞ୍ଚ ଲିଖିତ ଭାବେ ଅନସ୍ଥା ଆଣି ଉପଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଦୀର୍ଘ ଅଢେଇ ବର୍ଷ ଅତିକ୍ରାନ୍ତ କରିଥିବା…

ମୟୁରଭଞ୍ଜରୁ ଚମ୍ପୁଆ ରେଞ୍ଜରେ ପଶିଲେ ୨୮ ଟିକିଆ ହାତୀପଲ: ଲୋକେ ଆତଙ୍କିତ

କେନ୍ଦୁଝର,୧୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୁରଭଞ୍ଜ ଜିଲାରୁ ଏକ ୨୮ ଟିକିଆ ହାତୀପଲ ଆସି କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜରେ ପଶିଛନ୍ତି। ହାତୀପଲ ପଦ୍ମପୁର ନିକଟରେ ବୈତରଣୀ ପାର ହୋଇ ଚମ୍ପୁଆ ରେଞ୍ଜ ଜ୍ୟୋତିପୁର ବିଟ୍‌ରେ ପ୍ରବେଶ କରିଛନ୍ତି । ହାତୀପଲ ଆସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?