ଛାତ୍ରୀ ନିବାସରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ଅଧରାତିରେ ପାଟିରୁ ଫେଣ ନାକରୁ ବାହାରିଲା ରକ୍ତ
ପାଟଣା,୨୦।୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣାଘାଟି ସରକାରୀ ଉଚ୍ଚ ବିଦ୍ୟାଳୟର ୧୦୦ସଂଖ୍ୟା ବିଶିଷ୍ଟ ଆଦିବାସୀ ଛାତ୍ରୀ ନିବାସରେ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କ ସୋମବାର ବିଳମ୍ବିତ ରାତିରେ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ରୀଜଣକ ହେଲେ କାଳିଘାଇ…
ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ଲଗାଇ ପରିତ୍ୟକ୍ତ ପାଇଖାନା ଭାଙ୍ଗୁଥିଲେ ପ୍ରଧାନ ଶିକ୍ଷୟିତ୍ରୀ, ଛାତ ଖସି ଦୁଇ ଗୁରୁତର
ପାଟଣା ,୧୯।୨(ବୀର କିଶୋର ଦାଶ): ସ୍କୁଲ ପରିସରରେ ଥିବା ପରିତ୍ୟକ୍ତ ପାଇଖାନାକୁ ଭାଙ୍ଗୁଥିବା ସମୟରେ ଛାତ ଖସି ପଡିବାରୁ ପଞ୍ଚମ ଶ୍ରେଣୀର ୨ ଛାତ୍ର ଗୁରୁତର ଆହତ ହୋଇଛନ୍ତି। କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ସରକାରୀ ଉର୍ଦ୍ଦୁ ମକ୍ତବ ପ୍ରାଥମିକ ବିଦ୍ୟାଳୟରେ…
ଫୁଲ ତୋଳିବାକୁ ଯାଇ ଡ୍ରେନ୍ରେ ପଡ଼ି ଯୁବକଙ୍କ ମୃତ୍ୟୁ
ଆନନ୍ଦପୁର,୧୮ା୨(ସନ୍ତୋଷ କୁମାର ରାଉତ): ଆନନ୍ଦପୁର ପୌରପରିଷଦ ୭ ନଂ ଓ୍ବାର୍ଡର ଜଣେ ଯୁବକ ଡ୍ରେନ୍ରେ ପଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ଏହି ଓ୍ବାର୍ଡର ଦଶରାପଦା ସାହିର କେ.ଏନ. ପାପାରାଓଙ୍କ ପୁଅ ମୂର୍ତ୍ତି ରାଓ(୪୦)। ପରିବାର ଲୋକଙ୍କ କହିବା ଅନୁଯାୟୀ, ମୂର୍ତ୍ତି…
ତହସିଲଦାରଙ୍କ ଗୋଡ଼ ଧରିଲେ ସରପଞ୍ଚ, ପଞ୍ଚାୟତରେ ବିକାଶମୂଳକ କାମ ପାଇଁ କଲେ ଅନୁରୋଧ
କେନ୍ଦୁଝର,୧୮।୨: ପଞ୍ଚାୟତରେ ହେଉନି ବିକାଶମୂଳକ କାର୍ଯ୍ୟ, ତହସିଲଦାରଙ୍କ ଗୋଡ଼ ଧରି ନେହୁରା ହେଲେ ସରପଞ୍ଚ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ହାତିଡିହି ତହସିଲରେ। ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଭାଇରାଲ ହୋଇଛି। ସରକାରୀ…
ମଝି ରାସ୍ତାରେ ଚଳନ୍ତା କାର ଉପରକୁ ଦୁର୍ବୃତ୍ତ ଚଳାଇଲେ ଗୁଳି, ପରେ କାର ଭିତରେ ପଶି…
ପାଟଣା,୧୮।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ମୁମ୍ବାଇ କଲିକତା ଜାତୀୟ ରାଜପଥ ଖିରେଇଟାଙ୍ଗିରି ଟୋଲ ଗେଟ୍ ନିକଟରେ ରବିବାର ଗୁଳିମାଡ଼ ହୋଇଛି। ସକାଳୁ ଏକ ଚଳନ୍ତା କାର ଉପରକୁ ଦୁର୍ବୃତ୍ତ ଗୁଳିମାଡ଼ କରି ଟଙ୍କା ଲୁଟିନେଇଛନ୍ତି।…
ସାଉଣ୍ଡ୍ ସିଷ୍ଟମ ଜାଳିଦେଲେ ଦୁର୍ବୃତ୍ତ: ୫ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ
ବଡ଼ବିଲ,୧୭ା୨(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହିସ୍ଥିତ ଟଣ୍ଟୋ ଗ୍ରାମରେ ମାଗେ ପର୍ବ ପାଳନ ପାଇଁ ହୋଇଥିବା ମଞ୍ଚ ନିକଟରେ ଲାଗିଥିବା ସାଉଣ୍ଡ ସିଷ୍ଟମକୁ ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ବେଳେ ସାଉଣ୍ଡ…
ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ
କେନ୍ଦୁଝର,୧୭ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ହରିଚନ୍ଦନପୁର ଥାନା ଅନ୍ତର୍ଗତ ନନ୍ଦରା ଗ୍ରାମର ୨୨ ବର୍ଷୀୟ ଯୁବକ ଦୀପକ ମୁଖୀ ଓରଫ୍ ଦୀପୁଙ୍କୁ…
ମହିଳାଙ୍କ ଠାରୁ ଘୋଷଡ଼ା ଖାଇ ଯାଇଥିଲେ ଅଙ୍ଗନଓ୍ବାଡ଼ି ଦିଦି: କିଛିଦିନ ପରେ ଲୁଚିଛପି କେନ୍ଦ୍ରକୁ ପଶୁଥିଲା ବେଳେ ପୁଣି ତାତିଲେ ମହିଳା, ପରେ…
ପାଟଣା,୧୭।୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ବାଲିବନ୍ଧ ଗ୍ରାମ ଅଙ୍ଗନଓ୍ବାଡି (କ) କେନ୍ଦ୍ର ପାଇଁ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଥିଲା। ଏ ନେଇ ଗ୍ରାମର ଶତାଧିକ ମହିଳା ଫେବୃଆରୀ ୬ ତାରିଖରେ ନବ ନିଯୁକ୍ତ…
ଗାଁରେ ଲାଗିଥିଲା ଡିଜେ ସାଉଣ୍ଡ ସିଷ୍ଟମ: ରାତି ଅଧରେ ଦୁର୍ବୃତ୍ତ ଲଗାଇଲେ ନିଆଁ
ବଡବିଲ ୧୭।୨: କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଭଦ୍ରାସାହି ପଞ୍ଚାୟତ ଟୋଣ୍ଟ ଗ୍ରାମରେ ଡିଜେ ସାଉଣ୍ଡ ସିଷ୍ଟମରେ ନିଆଁ ଲଗାଇଲେ ଦୁର୍ବୃତ୍ତ। ମାଘ ପର୍ବ ପାଳନ ଅବସରରେ ଏହି ଡିଜେ ସାଉଣ୍ଡ ସିଷ୍ଟମ ଲାଗିଥିଲା। ଯାହାକୁ ଶୁକ୍ରବାର ବିଳମ୍ବିତ ରାତିରେ କେହି…
ଜିଲାର ସମସ୍ୟା ନେଇ ୧୯ରେ ମହାମେଳି
କେନ୍ଦୁଝର,୧୭ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଖଣିଜ ସମ୍ପଦ ଭରି ରହିଥିଲେ ହେଁ ସମସ୍ୟା କମ ନାହିଁ। ମାଟି ତଳେ ଅପାର ସମ୍ପଦ କିନ୍ତୁ ଉପରେ ଗରିବ ମଣିଷ ବଞ୍ଚତ୍ବା ପାଇଁ ସଂଘର୍ଷ କରୁଛି। ଅନେକ ଗରିବ ଲୋକଙ୍କୁ ମୌଳିକ ସୁବିଧା…
ଭାଜପା କେନ୍ଦୁଝର ଜିଲା ମିଡିଆ ସଂଯୋଜକ ହେଲେ ବ୍ରଜକିଶୋର ରାୟ
କେନ୍ଦୁଝର,୧୬।୨(ନରେଶଚନ୍ଦ୍ର ପଟ୍ଟନାୟକ): ଭାଜପାର କେନ୍ଦୁଝର ଜିଲା ମିଡିଆ ସଂଯୋଜକ ଭାବେ ବ୍ରଜକିଶୋର ରାୟଙ୍କ ନାମ ଘୋଷଣା ହୋଇଛି। ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ତାଙ୍କୁ ଏହି ଦାୟିତ୍ୱ ଦେଇଛନ୍ତି।…
ବନ୍ୟପ୍ରାଣୀଙ୍କ ଚଳପ୍ରଚଳରେ ବାଧକ ସ୍ଲରି ପାଇପ ଲାଇନ୍
କେନ୍ଦୁଝର,୧୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ନିକଟ ଏନ୍ଏଚ୍-୨୦ ବାଇପାସ ରାସ୍ତାର କଡ଼ରେ ସିଦ୍ଧମଠରୁ ଶିରିଶପାଳ ମଧ୍ୟରେ ଏବେ ସ୍ଲରି ପାଇପ ବିଛାଇବା କାମ ଚାଲିଛି। ଉକ୍ତ କାମ ନେଇ ସଂସ୍ଥା ଟ୍ରେଞ୍ଚ୍ ଖୋଳି ଖୋଲା ଛାଡ଼ି ଦେଉଥିବାରୁ ଉକ୍ତ ସ୍ଥାନ…
Archives


