କେନ୍ଦୁଝର

ଲାଞ୍ଚ ନେଉଥିବା ବେଳେ ଧରାପଡ଼ିରେ ମେଡ଼ିକାଲ ଅଫିସର

ଆନନ୍ଦପୁର,୧୯।୭: ଜଣେ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଜିଲା ସାଇଁକୁଳ ମେଡିକାଲ ଅଫିସର ଡା ରଂଜିତ କୁମାର ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ଅଧିକାରୀ ଡା ରଂଜିତଙ୍କଠାରୁ ୨୦ ହଜାର ଲାଞ୍ଚ ଟଙ୍କା ଜବତ କରିଛନ୍ତି।…

ଆଗରୁ ବ୍ଲେଡ୍‌ରେ କାଟିଥିଲେ, ଏବେ ପନିକିରେ କାଟି ଜୀବନ ହାରିଲେ ଯୁବକ

କେନ୍ଦୁଝର,୧୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପନିକିରେ ନିକ ବେକ କାଟି ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସେ ହେଲେ ସଦର ଥାନା ଅନ୍ତର୍ଗତ ବାଉରୀପଦା ପଞ୍ଚାୟତ ମୁକୁନା ଗ୍ରାମର ରଣଜିତ କୁମାର ନାଏକ(୩୫)। ସୂଚନାନୁସାରେ, ସେ ମଙ୍ଗଳବାର ରାତିରେ ଘରେ ଥିବା…

ମା’ ତାରିଣୀଙ୍କ ପୀଠରେ ଜିଭ କାଟିଲେ ଜଣେ ଭକ୍ତ, କାରଣ ଜାଣିଲେ…

କେନ୍ଦୁଝର,୧୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଘଟଗାଁସ୍ଥିତ ମା’ ତାରିଣୀଙ୍କ ମନ୍ଦିର ସମ୍ମୁଖରେ ଜିଭକୁ ବ୍ଲେଡ୍‌ରେ କାଟି ଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ଭକ୍ତ ଜଣକ ହେଲେ ଗଞ୍ଜାମ ଜିଲାର ବିଜୟ…

ସୁନା ଅଳଙ୍କାରରେ ଝଲସିଲେ ଶ୍ରୀଜିଉ

କେନ୍ଦୁଝର,୧୭ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ବଡ଼ ଏକାଦଶୀ ତିଥିରେ କେନ୍ଦୁଝରର ଆରାଧ୍ୟଦେବ ଶ୍ରୀଶ୍ରୀ ବଳଦେବଜୀଉ, ଶ୍ରୀ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱର ସର୍ବୋଚ୍ଚ ରଥରେ ଶ୍ରୀଜିଉଙ୍କ ଅଲୌକିକ ସୁନାବେଶକୁ ହଜାର ହଜାର ଭକ୍ତ ଦର୍ଶନ କରିଛନ୍ତି।…

ଅପରେଶନ ପରେ ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ

କେନ୍ଦୁଝର,୧୪ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ୍‌ ଅନ୍ତର୍ଗତ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଅବହେଳାରୁ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ବାଉରୀପଦା ପଞ୍ଚାୟତ ମହାଦେଇପୁର ଗ୍ରାମର ଭଦ୍ରୁ ବେହେରା (୫୫)। ସାମାଜିକ ସଂଗଠନ ଓ ପରିବାର…

ସରକାରୀ ଜମି ଉଚ୍ଛେଦ କରି ବସ୍‌ଷ୍ଟପ୍‌ ପାଇଁ ଦାବି

କେନ୍ଦୁଝର,୧୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜଗନ୍ନାଥପୁର ମୌଜାରେ ସରକାରୀ ଜମି ଜବରଦଖଲ ହୋଇଥିବା ନେଇ ପୌରପାଳିକା ନିର୍ବାହୀ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ,ଉକ୍ତ ମୌଜାର ମୁଖ୍ୟ ରାସ୍ତାକଡ଼ରେ ମୂଲ୍ୟବାନ ୧ ଏକର ୨୧ ଡେସିମିଲି ଜମି ଜବରଦଖଲକାରୀଙ୍କ…

ମୁଖ୍ୟମନ୍ତ୍ରୀଙ୍କୁ ବଜେଟ ପ୍ରସ୍ତାବ ଦେଲେ ବରିଷ୍ଠ ନାଗରିକ ମଞ୍ଚ

କେନ୍ଦୁଝର,୧୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ ସରକାର ବଜେଟ ଆଗତ ପୂର୍ବରୁ ପ୍ରସ୍ତାବ ଆଗତ କରିଥିଲେ ା ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସବୁବର୍ଗର ଲୋକ ଓ ସଙ୍ଗଠନମାନଙ୍କୁ ପ୍ରସ୍ତାବ ଦେବାକୁ କହିଥିଲେ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ବରିଷ୍ଠ ନାଗରିକ ମଞ୍ଚ…

ନୂଆ ଜିଲା ଜଜ୍‌ ପରିସର ନିର୍ମାଣ ପାଇଁ ଜମି ଚିହ୍ନଟ, ହସ୍ତାନ୍ତର ଆରମ୍ଭ

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଜଜ୍‌ କୋର୍ଟର ନୂତନ ପରିସର ନିର୍ମାଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ବୁଧବାର ଏନେଇ ସ୍ଥାନୀୟ ଢାଙ୍ଗରପଡ଼ା ନିକଟରେ ଜିଲା ଜେଲ ନିକଟରେ ୭ ଏକର ଜମି ଚିହ୍ନଟ କରାଯାଇ ହସ୍ତାନ୍ତର କାର୍ଯ୍ୟ ଆରମ୍ଭ ହୋଇଛି।…

ବର୍ଷାର ଆଗମନରେ ମେଲିଲାଣି ଛତୁ ପସରା

କେନ୍ଦୁଝର,୯ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ବର୍ଷା ହେଲେ ବଣ ଜଙ୍ଗଲରେ ବିଭିନ୍ନ ପ୍ରକାର ଛତୁ ଫୁଟେ। ବଜାରର ରାସ୍ତାକଡ଼ରେ ଛତୁ ପସରା ମେଲିଲାଣି। ସେ ମଧ୍ୟରୁ ରୁଟୁକା ଛତୁ ଅନ୍ୟତମ। ବିଶେଷକରି ବର୍ଷାଋତୁରେ ଏହି ଛତୁ ପଡ଼ିଆରେ ଫୁଟିଥାଏ। ପ୍ରାକୃତିକ ପରିବେଶରେ ଫୁଟୁଥିବା…

ଗୁଣ୍ଡିଚା ମନ୍ଦିରକୁ ଗଲେ ବଳଦେବଜୀଉ

କେନ୍ଦୁଝର,୮।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଳନ ନେଇ କେନ୍ଦୁଝର ଜିଲା ଉତ୍ସବମୁଖର ହୋଇଉଠିଛି। କେନ୍ଦୁଝର ପୁରୁଣା ସହର ଓ ବଡ଼ଦାଣ୍ଡ ଉଛୁଳି ପଡୁଛି। ଚଳିତ ବର୍ଷ ବିରଳ ଦୁଇ ଦିନ ଧରି ଅନୁଷ୍ଠିତ ହେଉଥିବା ଘୋଷଯାତ୍ରା ଦେଖିବାକୁ ଲକ୍ଷାଧିକ…

ସାପକାମୁଡ଼ା ରୋଗୀଙ୍କ ମୃତ୍ୟୁ ପରେ ବି ଗୁଣିଆ ଲଗାଇ ଝଡ଼ାଫୁଙ୍କା

ପାଟଣା,୮ା୭(ବୀରକିଶୋର ଦାଶ): ବିଜ୍ଞାନ ଯୁଗରେ ଏବେ ବି କେତେକ ଲୋକ ଅନ୍ଧବିଶ୍ୱାସର ବର୍ତ୍ତୀ ହୋଇ ଝଡ଼ାଫୁଙ୍କା ଉପରେ ବିଶ୍ୱାସ କରୁଥିବା ଦେଖିବାକୁ ମିଳୁଛି। ଏଭଳି କରୁଣ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ପୁଟିଳୀଆ ଗ୍ରାମରେ ଜଣେ ନାବାଳକ ସାପ କାମୁଡ଼ାରେ…

ଆଇନଗତ କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ପ୍ରଦାନ ପାଇଁ ଏଡିଏମ୍‌ଙ୍କୁ ନିବେଦନ

ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): ସୂଚନା ଅଧିକାର ଆଇନ ଅନୁସାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳର ଜଣେ ବ୍ୟକ୍ତି ଏକ ସୂଚନା ସମ୍ପର୍କରେ ତଥ୍ୟ ପାଇବା ପାଇଁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟର ଜନ ସୂଚନା ଅଧିକାରୀଙ୍କ ନିକଟରେ ୧୦.୧୦.୨୦୨୩ରେ ଆବେଦନ କରିଥିଲେ। ଜନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri