ବେଆଇନ ସିମ୍ କାରବାରରେ ୪ ଗିରଫ
କେନ୍ଦୁଝର,୨୫ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସାଇବର ପୋଲିସ ମୋବାଇଲ ସିମ୍ କାରବାର ଘଟଣାରେ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ସମସ୍ତେ ଘସିପୁରା ଓ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ବୋଲି ଜଣାପଡ଼ିଛି। ସେମାନେ ବିଭିନ୍ନ ଲୋକଙ୍କୁ…
ବିଜେଡି ଗଡ଼ରେ ପ୍ରାର୍ଥୀ ଖୋଜୁଛି ଭାଜପା
କେନ୍ଦୁଝର,୨୫ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ସଂରକ୍ଷିତ (ଏସ୍ଟି) ବିଧାନସଭା ନିର୍ବାଚନ ମଣ୍ଡଳୀ କ୍ରମାଗତ ଚତୁର୍ଥଥର ବିଜେଡି ଦଖଲ କରିବାକୁ ଉଦ୍ୟମ ଚଳାଉଛି। ଭାଜପା ଉକ୍ତ ସିଟ୍ ଫେରି ପାଇବା ପାଇଁ ଯୋଗ୍ୟ ପ୍ରାର୍ଥୀ ଖୋଜୁଥିବା ବେଳେ କଂଗ୍ରେସ ପୂର୍ବତନ…
ଭାରସାମ୍ୟ ହରାଇ ରାଜପଥ କଡ଼ରେ ଥିବା ମୁଢ଼ି ମିଲ୍ରେ ପଶିଗଲା ଟ୍ରେଲର, ୩ ଗୁରୁତର
ପାଟଣା, ୨୫।୧(ବୀର କିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥରେ ଗୁରୁବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଆଇରନ ବୋଝେଇ ଟ୍ରେଲର ରାଜପଥ କଡ଼ରେ ଥିବା…
ଜବତ ଖଣିଜକୁ ମିଳୁନି ପରିବହନ ଅନୁମତି, ରାଜସ୍ବ ହରାଉଛନ୍ତି ସରକାର
ଯୋଡ଼ା,୨୫ା୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ଦୁଇଟି ରେଳ ସାଇଡିଂରୁ ଦାବିଦାର ନ ଥିବା ଲୁହାପଥରକୁ ଗତ ଡିସେମ୍ବରରେ ଖଣି ବିଭାଗ ଜବତ କରିଥିଲା। ଇତି ମଧ୍ୟରେ ତାହା ନିଲାମ ହୋଇସାରିଥିବା ବେଳେ ରେଳ ମନ୍ତ୍ରଣାଳୟ ପକ୍ଷରୁ…
କୋହଲା ପାଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ
କେନ୍ଦୁଝର,୨୪ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରାୟ ଚାରି ଦିନ ହେଲା କୋହଲା ପାଗ କେନ୍ଦୁଝର ଜିଲାରେ ଲାଗି ରହିଥିବା ବେଳେ ଝିପିଝିପି ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ବର୍ଷା ଯୋଗୁ ଶୀତର ପ୍ରକୋପ ବଢ଼ି ଯାଇଛି। ରାସ୍ତାଘାଟରେ ଜନ ସମାଗମ କମ୍…
ମାଟି ଅତଡ଼ା ଧସି ଚାଲିଗଲା ୨ ଶ୍ରମିକଙ୍କ ଜୀବନ
ଯୋଡ଼ା,୨୩।୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଥାନା କମାରଯୋଡ଼ାରେ ପାଇପ୍ ଲାଇନ୍ କାମ ବେଳେ ମଙ୍ଗଳବାର ଏକ ଅଘଟଣ ଘଟିଛି। ମାଟି ଅତଡ଼ା ଧସି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିିଛି। ଜଣେ ଶ୍ରମିକ ଅଳ୍ପକେ ବଞ୍ଚି ଯାଇଛନ୍ତି। ମୃତ ଶ୍ରମିକମାନେ ହେଲେ…
ଜାତୀୟ ରାଜପଥରେ ସିରଜ୍ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର
ବଡବିଲ,୨୩।୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ଥାନା ଅଧୀନ ୫୨୦ ନମ୍ବର ଜାତୀୟ ରାଜପଥ ଟଣ୍ଟୋ-କାଶିଆ ଛକନିକଟରେ ମଙ୍ଗଳବାର ଏକ ସିରିଜ ଦୁର୍ଘଟଣା ଘଟିଛି। ଟ୍ରକ ଭିତରେ ଚାପି ହୋଇ ଜଣେ ଚାଳକଙ୍କୁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଏକ ଟ୍ରକ…
ମା’ଙ୍କୁ ହତ୍ୟା କରିଥିଲେ ପୁଅ: ଆଜୀବନ ଜେଲଦଣ୍ଡ ଶୁଣାଇଲେ କୋର୍ଟ
କେନ୍ଦୁଝର,୨୨ା୧(ଦୀପକ ମିଶ୍ର): କେନ୍ଦୁଝର ଏଡିଜେ କୋର୍ଟରେ ଏକ ହତ୍ୟା ଘଟଣାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଜଜ ମମିତା ଦାସ ମା’ଙ୍କୁ ହତ୍ୟା କରିଥିବା ପୁଅକୁ ଦୋଷୀ ସାବସ୍ତ୍ୟ କରି ଆଜୀବନ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର…
ସୀତାବିଞ୍ଜରେ ରହିଛି ଲବକୁଶଙ୍କ ଅନ୍ତୁଡ଼ିଶାଳ
କେନ୍ଦୁଝର,୨୨ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଅଯୋଧ୍ୟାରେ ବହୁ ପ୍ରତୀକ୍ଷିତ ରାମମନ୍ଦିରର ପ୍ରାଣ ପ୍ରତିଷ୍ଠା ହେବ। ଏହାକୁ ନେଇ ସାରା ଦେଶରେ ରାମଭକ୍ତଙ୍କ ମଧ୍ୟରେ ଉତ୍ସାହ ଓ ଭକ୍ତିଭାବ ଦେଖାଦେଇଛି। ଏଭଳି ସମୟରେ କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍ ଡାଙ୍ଗୁଆପଶି ଗ୍ରାମ ନିକଟରେ ଥିବା…
୧୯ରୁ ଊର୍ଦ୍ଧ୍ୱ ଗାଁକୁ ରାସ୍ତା ନାହିଁ
କେନ୍ଦୁଝର,୨୧ା୧( ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ଜିଲାରେ ୧୯ ଗ୍ରାମକୁ ସବୁଦିନିଆ ରାସ୍ତା ନାହିଁ। ଉକ୍ତ ଗ୍ରାମକୁ ଯାତାୟାତ ସଂଯୋଗ ପାଇଁ ୬୧ କି.ମି ରାସ୍ତାର ଆବଶ୍ୟକତା ଥିବା ନେଇ ୨୦୨୦ ଜାନୁୟାରୀ ୨୪ ତାରିଖରେ ଜିଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କୁ…
ପିକ୍ନିକ୍ ଯାଉଛି କହି ଫେରି ନ ଥିଲେ ଘରକୁ, ଆଜି ପୋଲରେ ଝୁଲିଥିଲା ମୃତଦେହ
ବଡ଼ବିଲ,୨୦ା୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଲାଣୀ ଥାନା ଅନ୍ତର୍ଗତ କାରୋନଦୀ ପୋଲରୁ ଶନିବାର ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ ଯୋଡ଼ା ଅଞ୍ଚଳରେ ରହୁଥିବା ଝାଡ଼େଶ୍ୱର ସାହୁ(୬୨)। ସୂଚନା ଅନୁଯାୟୀ, ଝାଡ଼େଶ୍ୱର ଟାଟା ଷ୍ଟିଲ କମ୍ପାନୀରୁ…
ନାବାଳିକା ବଳାତ୍କାରୀଙ୍କୁ ୫ ବର୍ଷ ଜେଲ୍ ଦଣ୍ଡାଦେଶ
କେନ୍ଦୁଝର,୨୦ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଫାଷ୍ଟ ଟ୍ରାକ୍ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଆସାମୀ ଶରତ ପାତ୍ର(୫୦)ଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୫ହଜାର ଟଙ୍କା ଜରିମାନା ଏବଂ…
Archives


