କେନ୍ଦୁଝର

ଖସୁଛି ତାପମାତ୍ରା, ବୃଦ୍ଧି ପାଉଛି ଶୀତ

କେନ୍ଦୁଝର,୨୭ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ତାପମାତ୍ରା ହ୍ରାସ ପାଉଥିବାରୁ ଥଣ୍ଡା କ୍ରମଶଃ ବୃଦ୍ଧି ପାଉଛି। ବିଶେଷକରି ରାତିରେ ଥଣ୍ଡାର ପ୍ରକୋପ ଅଧିକ ରହୁଛି। ୩ ଦିନ ପରେ ତାପମାତ୍ରା ୧୦ ଡିଗ୍ରୀକୁ ପୁଣି ଥରେ ଖସିଛି। ରାତି ୧୦ଟା ପରେ ରାସ୍ତାଘାଟ...

ଅଚଳ ହୋଇପଡ଼ିଛି ଡିଜିଟାଲ କିଓସ୍କ

କେନ୍ଦୁଝର,୨୭ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଡିଏମ୍‌ଏଫ୍‌ ଅର୍ଥରେ ପ୍ରତିଷ୍ଠା କରାଯାଇଥିବା ଲକ୍ଷାଧିକ ଟଙ୍କା ବ୍ୟୟର ଡିଜିଟାଲ କିଓସ୍କ କାମରେ ଲାଗୁନି। ଦୀର୍ଘ ମାସ ହେଲା ଏହା ଅଚଳ ହୋଇ ପଡ଼ିଥିଲେ ହେଁ ମରାମତି କରାଯାଉ ନ ଥିବାରୁ ଆସୁଥିବା...

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା

ଘସିପୁରା,୨୬ା୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ବଳରାମପୁର ପଞ୍ଚାୟତ ବଳରାମପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଦୁଇ ପରିବାରର ୪ ବଖରା ଘର ଧ୍ୱଂସ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ...

କିଶୋରୀ, ବାଳକଙ୍କ ବିକାଶ ପ୍ରତି ଗୁରୁତ୍ୱାରୋପ

ପାଟଣା,୨୬।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶନିବାର କନ୍ୟା ଓ ବାଲ୍‌ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ଗଣେଶ୍ୱର କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର...

ନୂଆରୂପ ପାଇବ କାନଝରୀ, ସାଳନ୍ଦୀ ଡ୍ୟାମ

କେନ୍ଦୁଝର,୨୫ା୧୧(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ କାନଝରୀ ଡ୍ୟାମ ଓ ହାଟଡିହୀ ବ୍ଲକ୍‌ର ସଳନ୍ଦୀ ଡ୍ୟାମ (ବିଦ୍ୟାଧରପୁର ବ୍ୟାରେଜ) ନୂଆରୂପ ପାଇବ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଜଳଭଣ୍ଡାର ପାରିପାର୍ଶ୍ୱିକ ଉନ୍ନୟନ ସ୍କିମ୍‌ରେ ଏହି ଦୁଇ ଡ୍ୟାମରେ ୨ କୋଟି...

ହୋଟେଲ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ବନ୍ଧାହେଲେ ୩ ଅଭିଯୁକ୍ତ

ବଡବିଲ,୨୫।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଏକ ହୋଟେଲରେ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରି ଲହୁଲୁହାଣ କରିବା ଅଭିଯୋଗରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଡ଼ବିଲ ନ୍ୟୁ ମାର୍କେଟ ଅଞ୍ଚଳରେ...

ଅଙ୍ଗନଓ୍ବାଡି କେନ୍ଦ୍ରରେ ଝୁଲୁଛି ତାଲା: ସିଡିପିଓଙ୍କ ଅଫିସ ସମ୍ମୁଖରେ ଧାରଣାରେ ବସିଲେ କର୍ମୀ

ପାଟଣା,୨୫ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାରଠାରୁ ବ୍ଲକରେ କାର୍ଯ୍ୟରତ ଶତାଧିକ ଅଙ୍ଗନଓ୍ବାଡି କର୍ମୀ ଓ ପାଚିକା ବିଭିନ୍ନ ଦାବି ପୂରଣ ନେଇ ସିଡିପିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି।...

ଖେଣ୍ତରାରେ ଚାଲୁଛି ବେଆଇନ କୁକୁଡ଼ା ଲଢ଼େଇ

କେନ୍ଦୁଝର,୨୫ା୧୧(ସ୍ବ.ପ୍ର): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ଖେଣ୍ତରା ଗ୍ରାମର ଶାଳ ଜଙ୍ଗଲରେ ଦୀର୍ଘ ଦିନ ହେବ ବେଆଇନ କୁକୁଡ଼ା ଲଢ଼େଇ ହେଉଛି। ଫଳରେ ଅଞ୍ଚଳରେ ବିଭିନ୍ନ ଅସାମାଜିକ କାର୍ଯ୍ୟ ବୃଦ୍ଧି ପାଉଛି। ଏହାକୁ ପୋଲିସ ପ୍ରଶାସନ ରୋକିବାରେ ବିଫଳ ହୋଇଥିବାରୁ...

ଓଏସ୍‌ଏମ୍‌ଇ ହଷ୍ଟେଲରେ ରାଗିଂ ଘଟଣାର ହେଲା କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର,୨୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସ୍ଥାନୀୟ ଓଡିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟର ଖଣ୍ଡାଧାର ହଷ୍ଟେଲରେ ତୃତୀୟ ବର୍ଷର ଛାତ୍ର ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ କରିଥିଲେ। ଏହି ଘଟଣାରେ ବିଦ୍ୟାଳୟ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ା ହଷ୍ଟେଲର ୭୦...

ଲାଞ୍ଚ ଭିଡିଓ ଭାଇରାଲ ହେବା ପରେ ଏଏସ୍‌ଆଇ ନିଲମ୍ବିତ

କେନ୍ଦୁଝର,୨୪।୧୧ (ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡବିଲ ଅବକାରୀ ଥାନା ଏଏସ୍‌ଆଇ ପୁଷ୍ପଲତା ଗୋସ୍ବାମୀ ଜଣେ ମଦ ବ୍ୟସାୟୀଙ୍କଠାରୁ ଲାଞ୍ଚ ନେଉଥିବା ଭିଡିଓ ଭାଇରାଲ ହୋଇଥିଲା। ଏହି ଭିଡିଓ ଭାଇରାଲ ହେବା ପରେ ଅବକାରୀ ଅଧିକ୍ଷକ ନାରାୟଣ ମେହେର ଘଟଣାର...

କାନଝରୀ ଓ ସାଳନ୍ଦୀଡ୍ୟାମ୍‌ ନିକଟରେ ହେବ ମ୍ୟୁଜିଅମ,ଶିଶୁ ପାର୍କ

କେନ୍ଦୁଝର,୨୪।୧୧(ସ୍ବ.ପ୍ର.) : ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରୀ ଡ୍ୟାମ ଓ ହାଟଡିହି ବ୍ଲକର ସଳନ୍ଦୀ ଡ୍ୟାମ୍‌ର ବିକାଶ କରାଯାଇ ମ୍ୟୁଜିୟମ ଓ ଶିଶୁ ପାର୍କ କମ୍ପ୍ଲେକ୍ସ ନିର୍ମାଣ ହେବ। ଏଥିରେ ଦୁଇ କୋଟି...

ଯୁବତୀଙ୍କ ମୃତ୍ୟୁ ମାମଲାର ଫର୍ଦ୍ଦାଫାସ: ଆତ୍ମହତ୍ୟା ନୁହେଁ ହୋଇଥିଲା ହତ୍ୟା ,ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଡବିଲ୨୪।୧୧ (ସ୍ବ.ପ୍ର.):କେନ୍ଦୁଝର ଜିଲା ବଡବିଲ ହାୟାରପୁର ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଗତ ୧୯ ତାରିଖରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଘଟଣାକୁ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା। ତେବେ ଅପମୃତ୍ୟୁ ମାମଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri