କେନ୍ଦୁଝର

ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଧାନ ବସ୍ତାରେ ଥିବା ଟଙ୍କା ଖାଇଗଲେ

କେନ୍ଦୁଝର,୧୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳରେ ହାତୀଙ୍କ ଉପଦ୍ରଵ ବଢ଼ିବାରେ ଲାଗିଛି। ଫଳରେ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି। ଖାଦ୍ୟ ଅନ୍ବେଷଣରେ ଜଙ୍ଗଲରୁ ଜନବସତି ମୁହାଁ ହେଉଛନ୍ତି ହାତୀପଲ। ଜମିରେ ଧାନ ଫସଲ ହୋଇ ନ ଥିବାରୁ ଗାଁ…

ସବୁଠି ଦେବଶିଳ୍ପୀଙ୍କୁ ଆହ୍ବାନ

କେନ୍ଦୁଝର,୧୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଖଣି ଖାଦାନ ଜିଲା ହୋଇଥିବା ବେଳେ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବାବା ବିଶ୍ୱକର୍ମାଙ୍କ ପୂଜା ଧୁମ୍‌ଧାମ ପାଳିତ ହେଉଛି। ଜିଲାରେ ଲଘୁଚାପ ଜନିତ ବର୍ଷା ସ୍ବତ୍ତ୍ୱେ…

ବ୍ରିଜ୍‌ ଉପରେ ୪ ଫୁଟର ପାଣି, କେନ୍ଦୁଝର-ମୟୂରଭଞ୍ଜକୁ ଯୋଗାଯୋଗ ବିଚ୍ଛିନ୍ନ

ପାଟଣା,୧୬ା୯(ବୀରକିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦାମାହୁଦା ପଞ୍ଚାୟତ କୁମୂଳା ବାହାଳୀ ଓ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଖସା କୁଦର ସୀମା ଦେଇ ପ୍ରବାହିତ ତେଲ ନଦୀ ବ୍ରିଜ୍‌ ଉପରେ ସୋମବାର ୪…

‘ସୁଭଦ୍ରା ଯୋଜନାରେ ମହିଳାମାନେ ଠକାମିର ଶିକାର ନ ହୁଅନ୍ତୁ’

କେନ୍ଦୁଝର,୧୫।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ପ୍ରତ୍ୟେକ ମହିଳା ହେବେ ସ୍ବାବଲମ୍ବୀ ଏବଂ ସଶକ୍ତ, ଏହି ଉଦ୍ଦେଶ୍ୟରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ସୁଭଦ୍ରା ଯୋଜନା ବର୍ତ୍ତମାନ ଘରେ ଘରେ ଆଦୃତି ଲାଭ କରୁଛି । ଅନ୍ୟପକ୍ଷେ କେନ୍ଦୁଝର ଜିଲାରେ ଏହି…

କାଠ ଫାଳିଆରେ ପିଟି ମା’ଙ୍କୁ ହତ୍ୟା

ଯୋଡ଼ା,୧୪ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ଲହଣ୍ଡା ମୁଣ୍ଡା ସାହିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶନିବାର ସନ୍ଧ୍ୟା ୭ଟାରେ ସାହିର ଜନୈକ ବ୍ୟକ୍ତି ନିଜ ମା’ ଓ ଭଉଣୀଙ୍କୁ କାଠ ଫାଳିଆରେ ଆକ୍ରମଣ କରିଥିଲେ। ଏଥିରେ ମା’ଙ୍କ…

ଶୁଣିଲାନି ପ୍ରଶାସନ: ରାସ୍ତା ନିର୍ମାଣ କଲେ ମହିଳା ଗୋଷ୍ଠୀ

କେନ୍ଦୁଝର,୧୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଜୁଙ୍ଗା ପଞ୍ଚାୟତ ଅଧୀନ ଡୁମୁରିନାଳି ଗ୍ରାମର ମା’ ଜଙ୍ଗଲ ଜନନୀ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଏକଜୁଟ ହୋଇ ଶୁକ୍ରବାର ରାସ୍ତା ନିର୍ମାଣ କରିଛନ୍ତି। ନଇଗୁଡ଼ାରୁ ଡୁମୁରିନାଳି ଗ୍ରାମକୁ କଚା ରାସ୍ତା…

ଦୋଷୀଙ୍କୁ ୨୦ ବର୍ଷ ଜେଲଦଣ୍ଡ

କେନ୍ଦୁଝର,୧୩ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଚିଲଡ୍ରେନ୍‌ କୋର୍ଟରେ ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ବିଚାରପତି ମମିତା ଦାସ ମାମଲାର ଶୁଣାଣି କରି ଦୋଷୀଙ୍କୁ ୨୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଜରିମାନା ଓ…

ସ୍କୁଟିରେ ଯାଉଥିଲେ ଜିଲା ପରିଷଦ: ବାଟରେ ଧକ୍କା ଦେଲା ଟ୍ରକ୍‌

କେନ୍ଦୁଝର,୧୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ୍‌ ୨୦ ନମ୍ବର ଜାତୀୟ ରାଜପଥ ଟାଙ୍ଗରାଣୀ ଛକ ନିକଟରେ ଟ୍ରକ୍‌ ଧକ୍କାରେ ୪ ନମ୍ବର ଜୋନ୍‌ ଜିଲା ପରିଷଦ ଲୀଳାବତୀ ମହାନ୍ତ ଗୁରୁତର ହୋଇଛନ୍ତି। ସେ ସ୍କୁଟି ଯୋଗେ ମୁରୁସୁଆଁରୁ ଝୁମ୍ପୁରା ଜିଲା…

ଜବାହର ନବୋଦୟ ବିଦ୍ୟାଳୟରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ହଦଗଡ଼ ଜବାହର ନବୋଦୟ ବିଦ୍ୟାଳୟର ଜଣେ ନବମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଛି। ଛାତ୍ରଙ୍କ ଭଉଣୀ ମନୋଜା ରାଉତଙ୍କ ଅଭିଯୋଗ କ୍ରମେ ସୋସୋ ଥାନାରେ କେସ୍‌…

ଆନ୍ଦୋଳନସ୍ଥଳକୁ ଯାଉଥିବା ବେଳେ ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌, ଆଉ ତା’ ପରେ…

କେନ୍ଦୁଝର,୧୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟିରେ ଭାରସାମ୍ୟ ହରାଇ ଏକ ପୋଲିସ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେଲକୋଇରେ ଚକଧର ଜଳସେଚନ ପ୍ରକଳ୍ପ ପ୍ରତିବାଦରେ ଆରମ୍ଭ ହୋଇଥିବା ୧୨ ଘଣ୍ଟିଆ ଏନ୍‌ଏଚ୍‌ ୪୯ ଅବରୋଧ ଆନ୍ଦୋଳନ ଓ ତେଲକୋଇ…

ପ୍ରସ୍ତାବିତ ଜଳସେଚନ ପ୍ରକଳ୍ପ ନେଇ ପ୍ରତିବାଦ, ୧୨ ଘଣ୍ଟିଆ ଜାତୀୟ ରାଜପଥ ଅବରୋଧ

କେନ୍ଦୁଝର,୧୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ସମାକୋଇ ଚକାଦର ସମନ୍ବୟ ସମିତି ତେଲକୋଇ ଡାକରାରେ ପ୍ରସ୍ତାବିତ ଚକଧର ଜଳସେଚନ ପ୍ରକଳ୍ପ ପ୍ରତିବାଦରେ ୧୨ ଘଣ୍ଟିଆ ଏନ୍‌ଏଚ୍‌ ଅବରୋଧ କରି ଆନ୍ଦୋଳନ ଶାନ୍ତିପୂର୍ଣ୍ଣ ଭାବେ କରିଛନ୍ତି। ଏହି ଅବସରରେ ସକାଳ ୬ଟାରୁ ଆନ୍ଦୋଳନକାରୀମାନେ ଜଗମୋହନପୁର ନିକଟରେ…

ଗାଁକୁ ରାସ୍ତା ନାହିଁ, ବ୍ଲକ ଘେରାଉ କଲେ ଗ୍ରାମବାସୀ

ଆନନ୍ଦପୁର,୧୧ା୯(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ବ୍ଲକ କୋଡ଼ପଡ଼ା ପଞ୍ଚାୟତ ଗୋଳାବନ୍ଧ ଗ୍ରାମକୁ ଆସିଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସାମାନ୍ୟ ବର୍ଷା ହେଲେ ରାସ୍ତା ପାଣି କାଦୁଅରେ ଭର୍ତ୍ତି ହେଉଛି। ସାଧାରଣ ଚଳାଚଳରେ ସମସ୍ୟା ସୃଷ୍ଟି ହେବା ସହିତ ଗ୍ରାମକୁ ଜରୁରିକାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?