କେନ୍ଦୁଝର

ଏମିତି କ’ଣ ହେଲା ଚେୟାର ଛାଡ଼ି ଉଠି ଆସିଲେ ଉପଜିଲାପାଳ, ଜାଣନ୍ତୁ….

ଚମ୍ପୁଆ,୧୧।୯(ମହେଶ୍ୱର ଦାସ): ଅଭିଯୋଗ କରିବାକୁ ଆସିଥିବା ଜଣେ ବୃଦ୍ଧାଙ୍କ ଅଭିଯୋଗ ଶୁଣିବାକୁ ଚମ୍ପୁଆ ଉପଜିଲାପାଳ ଉମାକନ୍ତ ପରିଡ଼ା ନିଜ ଚେୟାର ଛାଡ଼ି ଉଠି ଆସିବା ଚର୍ଚ୍ଚାର ବିଷୟ ହୋଇଛି। ଉପଜିଲାପାଳ ବୃଦ୍ଧାଙ୍କୁ ଧରି ନେଇ ପାଖରେ ବସାଇବା ସହିତ ତାଙ୍କ ଆଖିର…

ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟି ନେଲେ ୯ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା

ପାଟଣା,୧୦।୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗରରୁ ତୁରୁମୁଙ୍ଗା ଘର କୁ ବାଇକରେ ଜଣେ ଘରୋଇ ବ୍ୟାଙ୍କ କର୍ମଚାରୀ ସୋମବାର ବିଳମ୍ବିତ ରାତ୍ରୀରେ ବାଇକରେ ଟଙ୍କା ଧରି ଫେରୁଥିବାବେଳେ ରାତି ୯ଟା ସମୟରେ କୋଇଣ୍ଡା ନିକଟ ନାକି ନାଳ ନିକଟରେ…

କେନ୍ଦୁଝରରେ ବେଙ୍ଗଲ ବ୍ରିଡ ଲେମ୍ବୁ: ବାସ୍ନା ଆଉ ସ୍ବାଦରେ ସମ୍ପୂର୍ଣ୍ଣ ଘରୋଇ

କେନ୍ଦୁଝର,୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ବେଙ୍ଗଲ ବ୍ରିଡ୍ ଲେମ୍ବୁ ବିକ୍ରି ଦେଖି ସବୁ ଚକିତ। ଏହି ଲେମ୍ବୁ ଗୋଟା ୨୦ରୁ ୩୦ ଟଙ୍କାରେ ବିକ୍ରି ହେଉଛି। ଏହାର ମଞ୍ଜି କଲିକତାରୁ ଆଣି ବାଡ଼ିରେ ଲଗାଇଥିଲେ। ଦୁଇଟି ଗଛରେ ଏଭଳି ବହୁତ୍…

ପାଟଣା ନିର୍ବାଚନ ମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ଡିଭିଜନ ମାନ୍ୟତା ଦାବି, ପୂରଣ ନ ହେବା ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ

ପାଟଣା,୮ା୯(ବୀରକିଶୋର ଦାଶ): ରାଜ୍ୟରେ କେତୋଟି ନୂଆ ସବ୍‌ଡିଭିଜନ ଖୋଲା ଯିବା ନେଇ ବିଧାନସଭାରେ ବିଧାୟକ ଅଶ୍ୱିନୀ କୁମାର ପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏସଂକ୍ରାନ୍ତରେ ୬୪ଟି ଦାବିପତ୍ର ହସ୍ତଗତ ହୋଇଥିବା ଗୃହକୁ ସୂଚନା ଦେବା ପରେ କେନ୍ଦୁଝର…

ପିଇଓଙ୍କୁ ଜାତିଆଣ ଆକ୍ଷେପ ମାମଲା: ଘଟଣାକୁ ଚପାଇ ଦେବା ପାଇଁ ବିଡିଓଙ୍କ ନାମରେ ପାଲଟା ଅଭିଯୋଗ

ହାଟଡିହୀ,୮ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଉର୍ମିଳା ମୁର୍ମୁଙ୍କୁ ଜାତିଆଣ ଆକ୍ଷେପ, ଗାଳିଗୁଲଜ ଏବଂ ହତ୍ୟା ଧମକ ନେଇ ହାଟଡିହୀ ବ୍ଲକ ବିଡିଓ ସୌମ୍ୟଶ୍ରୀ ପାଣିଗ୍ରାହୀଙ୍କ ନିକଟରେ ଅଭିଯୋଗ ହୋଇଥିଲା। ବ୍ଲକ ପିଇଓ ସଂଘ ଅଭିଯୁକ୍ତ ପନ୍ଦାଡ଼ୋ ସରପଞ୍ଚ…

ଅମ୍ବୁଡସ ପର୍ସନଙ୍କ ପ୍ରୋସିଡିଂ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ

କେନ୍ଦୁଝର/ହାଟଡିହୀ,୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ): ହାଟଡିହୀ ବ୍ଲକ ସମ୍ପର୍କିତ ଏକ ମାମଲାର ଶୁଣାଣି କରି କେନ୍ଦୁଝର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅମ୍ବୁଡ଼ସ ପର୍ସନଙ୍କ ପ୍ରୋସିଡିଂ ଉପରେ ମାନ୍ୟବର ଓଡ଼ିଶା ହାଇକୋର୍ଟ ୬.୯.୨୦୨୪ରେ ମଧ୍ୟବର୍ତ୍ତୀ କାଳୀନ ସ୍ଥଗିତାଦେଶ ଜାରି କରିଛନ୍ତି। ଡବ୍ଲ୍ୟୁପି(ସି) ନଂ ୨୦୯୯୫/୨୦୨୪ ଅଟେ।…

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ମନ୍ତ୍ରୀ, ଗଣେଶ ରାମ ସିଂହ…

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା ଦେଇଛନ୍ତି। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ…

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ ପିଇଓ ମୁର୍ମୁଙ୍କ ଅଭିଯୋଗ ଅନୁସାରେ ସରପଞ୍ଚ ଭାବେ ସସ୍ମିତା ଓଝା ନିର୍ବାଚିତ ହେବା ପରଠାରୁ…

ଏସ୍‌ପିଙ୍କ ଚୌକି ଜବତ ପାଇଁ ଅଦାଲତଙ୍କ ନିର୍ଦ୍ଦେଶ

କେନ୍ଦୁଝର,୬ା୯: ପୋଲିସ ଗାଡ଼ି ଧକ୍କାରେ ଜଣେ ଖବରକାଗଜ ବିତରକ ପ୍ରାଣ ହରାଇଥିଲେ। ମୃତକଙ୍କ ପରିବାରକୁ କ୍ଷତିପୂରଣ ପାଇଁ ଅଦାଲତ ପୋଲିସ ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ୧୩ ବର୍ଷ ପରେ ମଧ୍ୟ କ୍ଷତିପୂରଣ ମିଳିନାହିଁ। ଫଳରେ ମୃତକଙ୍କ ପରିବାର ପକ୍ଷରୁ…

ଆଲମିରା ଭିତରେ ଲୁଚାଇ ରଖିଥିଲେ ୨୨ ହଜାର ଟଙ୍କିଆ ମଦ, ବିଦେଶରୁ ସାମଗ୍ରୀ ଆଣି ସଜେଇଛନ୍ତି ଘର, ଭିଡିଓ ଦେଖିଲେ…

ଭୁବନେଶ୍ୱର/କେନ୍ଦୁଝର,୬ା୯: କେନ୍ଦୁଝର ଜେଲ୍‌ ସୁପରିଟେଣ୍ଡେଣ୍ଟଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଅଫିସ ସମେତ ଭୁବନେଶ୍ୱରରେ ଚଢ଼ାଉ ଚାଲିଛି। ଜିଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟ ବା ଅଧୀକ୍ଷକ ସତ୍ୟ ପ୍ରକାଶ…

ଜେଲ୍‌ ସୁପରିଟେଣ୍ଡେଣ୍ଟଙ୍କ ଘରେ ଭିଜିଲାନ୍ସ ରେଡ୍‌

କେନ୍ଦୁଝର,୬ା୯: କେନ୍ଦୁଝର ଜେଲ୍‌ ସୁପରିଟେଣ୍ଡେଣ୍ଟଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଜିଲା ମୁଖ୍ୟ କାରାଗାରର ସୁପରିଟେଣ୍ଡେଣ୍ଟ ବା ଅଧୀକ୍ଷକ ସତ୍ୟ ପ୍ରକାଶ ସ୍ବାଇଁଙ୍କ କେନ୍ଦୁଝର ସରକାରୀ ବାସଭବନ ସମେତ ଭୁବେନେଶ୍ୱରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?