ରାଜପଥରେ ଗଡ଼ିଲା ମୁଣ୍ଡ
କେନ୍ଦୁଝର,୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ୨୦ ନମ୍ବର ଜାତୀୟ ରାଜପଥରେ ଦୈନିକ ଛୋଟବଡ଼ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ରବିବାର ଦ୍ରୁପଦା ବାଇପାସ ନିକଟରେ ଜଣେ ସାଇକେଲ ଆରୋହୀଙ୍କୁ ଟ୍ରକ ଚାପି ଦେଇ ଫେରାର୍ ହୋଇଯାଇଛି। ମୃତକ ଜଣଙ୍କ ହେଲେ…
ପାଇପ୍ ଫାଟି ଭାସୁଛି ପାଣି
ବଡ଼ବିଲ,୨୩ା୧୨(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ମୁଖ୍ୟ ସଡ଼କପଥ ପାର୍ଶ୍ୱ ଦେଇଯାଇଥିବା ଜନସ୍ବାସ୍ଥ୍ୟ ବିଭାଗର ପାଇପ୍ ଫାଟି ପାଣି ନଷ୍ଟ ହେଉଛି। ପାନୀୟ ଜଳ ସଙ୍କଟକୁ ଦୂର କରିବାକୁ ରାଜ୍ୟ ସରକାର ଦିନରାତି ‘ଟ୍ୟାପ୍ ଟୁ ଓ୍ବାଟର’ ଯୋଜନା କାର୍ଯ୍ୟକାରୀ କରିବାକୁ…
ମାଇଁଙ୍କ ଶୁଦ୍ଧିକ୍ରିୟାକୁ ଆସିଥିଲେ, ଟ୍ରକ୍ ଚାପାରେ ଚାଲିଗଲା ଭଣଜାଙ୍କ ଜୀବନ
କେନ୍ଦୁଝର,୨୩ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅଧୀନ ୪୯ ନଂ ଜାତୀୟ ରାଜପଥ ପଟାଟାଙ୍ଗର ଛକରେ ଶନିବାର ଏକ ୧୦ ଚକିଆ ଟ୍ରକ୍ ଚାପି ଦେବାରୁ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଅନୁଗୋଳ ଜିଲା ପାଲଲହଡ଼ା ଥାନା…
ପୁଣି ଧମକ ଦେଉଛନ୍ତି ଆକ୍ରମଣକାରୀ: ଏସ୍ପିଙ୍କୁ ସୁରକ୍ଷା ଲୋଡ଼ିଲେ ପରିବାର
କେନ୍ଦୁଝର,୨୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ଡିସେମ୍ବର ୧୧ ତାରିଖରେ ସଂଘବଦ୍ଧ ଆକ୍ରମଣ ଘଟଣାରେ ପୋଲିସ ଆକ୍ରମଣକାରୀଙ୍କୁ ଗିରଫ କରିବାରେ ବିଫଳ ହୋଇଛି। ଫଳରେ ଆକ୍ରମଣକାରୀ ବଜାରରେ ବୁଲୁଥିବା ବେଳେ ପୁଣି ଧମକ ଦେଉଛନ୍ତି।…
ଭଉଣୀ, ଭାଣିଜୀଙ୍କୁ କାଠ ଫାଳିଆରେ ପିଟିଲେ ମାମୁଁ
କେନ୍ଦୁଝର,୨୧।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମାମୁଁଙ୍କ କାଠ ଫାଳିଆ ମାଡ଼ରେ ଭଉଣୀ ଏବଂ ଭାଣିଜୀ ଗୁରୁତର ହୋଇ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ଦ୍ବୟ ହେଲେ କେନ୍ଦୁଝରଗଡ଼ ପୌରପାଳିକା ୨୦ନମ୍ବର ୱାର୍ଡ ଧୃପଦା ଗ୍ରାମର ସାବିତ୍ରୀ ପୂର୍ତ୍ତୀ ଏବଂ…
ଜିଆର୍ଏସ୍ ବହିଷ୍କାର ଘଟଣା: ଜାନୁୟାରୀ ୯କୁ ଘୁଞ୍ଚିଲା ଶୁଣାଣି
ହାଟଡିହୀ,୨୦ା୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବାଲିବରେଇ ପଞ୍ଚାୟତର ପୂର୍ବତନ ଜିଆର୍ଏସ୍ ପୂର୍ଣ୍ଣେନ୍ଦୁ କୁମାର ଥାଟୋଇଙ୍କୁ ଜିଲାପାଳଙ୍କ ଆଦେଶ ନଂ ୮୯୫୫/୨୮.୧୧.୨୦୨୩ରେ ଚାକିରିରୁ ବହିଷ୍କାର କରିଥିଲେ। ଉକ୍ତ ବହିଷ୍କାର ଆଦେଶ ବିରୋଧରେ ଜିଆର୍ଏସ୍ ଥାଟୋଇ ଗତ ୪.୧୨.୨୦୨୩ରେ ମାନ୍ୟବର ଓଡ଼ିଶା…
ଜିଏନ୍ଏମ୍ ପରୀକ୍ଷା ପାଇଁ ବୋର୍ଡ ପ୍ରକାଶ କଲା ନୂଆ ପ୍ରୋଗ୍ରାମ
ହାଟଡିହୀ,୨୦ା୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଥିବା ଓରାଳି ନର୍ସିଂ ସ୍କୁଲର ଛାତ୍ରୀଛାତ୍ରଙ୍କର ଡିସେମ୍ବର ୧୮ ଏବଂ ୧୯ରେ ହେବାକୁ ଥିବା ପରୀକ୍ଷା ବନ୍ଦ ହୋଇଥିଲା। ଏହି ପରୀକ୍ଷା ଜାନୁୟାରୀ ୫ ଏବଂ ୬ରେ ହେବ ବୋଲି ପ୍ରୋଗ୍ରାମ…
ଭୋଟ୍ ବର୍ଜନ କରିବେ ଆଦିବାସୀ ସମ୍ପ୍ରଦାୟ
କେନ୍ଦୁଝର,୨୦ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ହାଟଡିହି ବ୍ଲକ ଅନ୍ତର୍ଗତ ଜଙ୍ଗଲ ମଧ୍ୟରେ ଥିବା କଅଁଳେଇ ବାଲିପାଳ ପଞ୍ଚାୟତର ପୁରାତନ ବସତି କଅଁଳେଇ ବାଲିପାଳ ଗ୍ରାମବାସୀ ଜଙ୍ଗଲ ଅଧିକାର ଆଇନ ଅନୁଯାୟୀ,ବ୍ୟକ୍ତିଗତ ଗୋଷ୍ଠୀଗତ ଅଧିକାର ସହ ତାଙ୍କ ଗ୍ରାମ ଜଙ୍ଗଲ କିସମ ମଧ୍ୟରେ ଥିବାରୁ…
୮୦ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ଏସ୍ଟିଏଫ ହାତରେ ଧରାପଡ଼ିଲେ ଅଭିଯୁକ୍ତ
କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ସୀମାନ୍ତ ଏନ୍ଏଚ୍ ନଂ. ୨୦ ବାଇପାସରୁ ସ୍ବତନ୍ତ୍ର ଟାସ୍କ ଫୋର୍ସ(ଏସ୍ଟିଏଫ୍) ପ୍ରାୟ ୧ କେଜି ୮ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଘଟଣାରେ ସମ୍ପୃକ୍ତ ଜଣେ ଅଭିଯୁକ୍ତଙ୍କୁ ଏସ୍ଟିଏଫ୍ ଧରିବାରେ ସଫଲ ହୋଇଛି। ଗିରଫ…
କାଜୁ ଜଙ୍ଗଲରୁ ମିଳିଲା ମଣିଷ କଙ୍କାଳ
ପାଟଣା,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ବ୍ଲକ ଖୁଣ୍ଟାପଡା ପଞ୍ଚାୟତ ଚାତରପାଣି ଗାଁ ନିକଟ କାଜୁ ଜଙ୍ଗଲରୁ ମଙ୍ଗଳବାର ମଣିଷ କଙ୍କାଳ ମିଳିଛି। ଖବରପାଇ ପାଟଣା ଥାନା ଅଧିକାରୀ ବିବତ୍ସ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ…
ପକ୍ଷୀଙ୍କୁ ବିପଦ ଅସ୍ବାସ୍ଥ୍ୟକର ପରିବେଶ
କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଶୀତ ବଢ଼ିଥିବା ବେଳେ ବିଦେଶୀ ପକ୍ଷୀଙ୍କ ଆଗମନ ମଧ୍ୟ ବଢ଼ିଲାଣି। ବିଶେଷକରି କେନ୍ଦୁଝର ସହରର ଜଗନ୍ନାଥପୁର, ମାଧପୁର, ବଡ଼ଶାସନ, ପାଓ୍ବାରହାଉସ ଆଦି ସ୍ଥାନରେ ଥିବା ଜଳାଶୟରେ ଶହ ଶହ ସଂଖ୍ୟାରେ ବିଭିନ୍ନ ପ୍ରକାରର ବିଦେଶୀ…
ନାବାଳିକା ଯାଆଁଳା ଶିଶୁ ଜନ୍ମ ମାମଲା: ଧରାପଡ଼ିଲେ ନାବାଳକ ପ୍ରେମିକ
କେନ୍ଦୁଝର,୧୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ରୁଗୁଡ଼ି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ରବିବାର ଅଭିଯୁକ୍ତ ନାବାଳକଙ୍କୁ ଧରିଛି। ନାବାଳିକା ଜଣକ ଗର୍ଭବତୀ ହୋଇ ଯାଆଁଳା ଶିଶୁ ଜନ୍ମ ଦେବା ପରେ ଏହି…
Archives


