କେନ୍ଦୁଝର

ବସ୍‌ଷ୍ଟାଣ୍ଡ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

କେନ୍ଦୁଝର,୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଧବାଡିହା ବସ୍‌ଷ୍ଟାଣ୍ତ ନିକଟରୁ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ କେନ୍ଦୁଝରଗଡ଼ ପୌରପାଳିକା ୪ନଂ ଓ୍ବାର୍ଡ ଆଟପୁର ସ୍ବର୍ଗତ ଜଟ ନାଏକଙ୍କ ପୁଅ ବୁଟୁ(୨୨)। ସୂଚନାନୁଯାୟୀ,…

କାର୍ଯ୍ୟରେ ଅବହେଳା: ଦୁଇ ପ୍ରଧାନଶିକ୍ଷକଙ୍କ ବଦଳି

କେନ୍ଦୁଝର,୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ଦୁଇ ଜଣ ପ୍ରଧାନଶିକ୍ଷକଙ୍କ କାର୍ଯ୍ୟରେ ଅବହେଳା ଯୋଗୁ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆଧାରରେ ବଦଳି କରାଯାଇଛି। ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ଜଙ୍ଗିରା ଆଶ୍ରମ ସ୍କୁଲର ପ୍ରଧାନଶିକ୍ଷକ ମନୋରଞ୍ଜନ ପାତ୍ରଙ୍କୁ ଝୁମ୍ପୁରା…

ବଳାତ୍କାର ମାମଲାରେ ୨୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ୍‌ଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସଦର ଥାନା ଅନ୍ତର୍ଗତ ଉପରକାଇପୁର ଗ୍ରାମର ଅଭିଯୁକ୍ତ ସଞ୍ଜୁ ଦେହୁରୀ(୩୦)ଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨୦ହଜାର…

କେନ୍ଦୁଝରରୁ ଟ୍ରକ ଚୋରି କରି ଝାଡ଼ଖଣ୍ଡରେ ବିକୁଥିଲେ: ୨ ଜଣଙ୍କୁ ବାନ୍ଧିଲା ପୋଲିସ

କେନ୍ଦୁଝର,୨।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ପୋଲିସ ଶନିବାର ସିରିଜ ଟ୍ରକ ଚୋରି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ସରଜୁଲ ହୁସେନ (୪୦) ଓ ମାଇତୁଲ ସାଇ । ସେମାନଙ୍କ ଘର ଝାଡଖଣ୍ଡ ପଶ୍ଚିମ ସିଂଭୂମ…

ବେଆଇନ ପାର୍କିଂ ନେଉଛି ଜୀବନ

କେନ୍ଦୁଝର,୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୁର୍ଘଟଣା ରୋକିବା ପାଇଁ ଶୁକ୍ରବାରଠାରୁ ସଡ଼କ ସୁରକ୍ଷା ସପ୍ତାହ ଆରମ୍ଭ ହୋଇଛି। ତେବେ ପ୍ରଥମ ଦିନରେ କେନ୍ଦୁଝର ଜିଲା ଘଟଗଁା ଥାନା ଅଞ୍ଚଳରେ ଏକ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ଘଟିବା ପ୍ରଶାସନର ଚିନ୍ତା ବଢ଼ାଇଦେଇଛି। ଜାତୀୟ…

ବିଜୁ ପକ୍କା ଘରେ ଚାଲିଛି ସରକାରୀ ମଦ ଦୋକାନ: ବନ୍ଦ ଦାବିରେ…

ହାଟଡିହୀ,୧।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ, ଆମ୍ବଗଡ଼ିଆ, ବାରିଙ୍ଗା ଗ୍ରାମର ସ୍ବୟଂ ସହାୟକ ଗୋଷ୍ଠୀର ସଭ୍ୟାମାନେ ଶୁକ୍ରବାର ସ୍ଥାନୀୟ ମଦ ଦୋକାନକୁ ବିରୋଧ କରି ଆନ୍ଦୋଳନ ଆରମ୍ଭ କରିଛନ୍ତି l ଶତାଧିକ ମହିଳା ମଦ ଦୋକାନ ସ୍ଥାନାନ୍ତର ଦାବି…

ମର୍ମନ୍ତୁଦ ଦୁର୍ଘଟଣା ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ

କେନ୍ଦୁଝର,୧।୧୨ : କେନ୍ଦୁଝର ଜିଲା ଏନ୍‌ଏଚ୍‌-୨୦ ବାଲିଯୋଡି ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ ଧକ୍କା ଦେବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ…

କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ

କେନ୍ଦୁଝର,୩୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ତାପଡ଼ା ଥାନା ଅନ୍ତର୍ଗତ ଉଚୁକାବେଡ଼ା-ରାମଚନ୍ଦ୍ରପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଓ ୧୪ ଚକିଆ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ଫଳରେ ଦୁଇ ସାଙ୍ଗଙ୍କ ଜୀବନ ଚାଲିଯାଇଛି। ମୃତକ…

ବନ୍ଧୁକ ଦେଖାଇ ସୁନା ଦୋକାନୀଙ୍କ ଘରୁ ଲୁଟ

ହାଟଡିହୀ,୨୯।୧୧(ଶୁଭକାନ୍ତ ନାୟକ) କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ସୁନା ଦୋକାନୀ ଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟପାଟ ହୋଇଛି। ଥାନା ଅଧୀନ ଟୁକୁଣା ଗ୍ରାମର ପବିତ୍ର ଦାସଙ୍କ ଘରୁ ଲୁଟପାଟ ହୋଇଥିବା ଜଣାପଡିଛି। ପବିତ୍ରଙ୍କ ଛେନାପଦି ବଜାରରେ…

ଅମଳ ବେଳେ ଉଜାଡ଼ୁଛନ୍ତି ହାତୀପଲ

ଢେଙ୍କିକୋଟ, ୨୯।୧୧(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ୍‌ର ଦେଓବନ୍ଧ ଫରେଷ୍ଟ ସେକ୍ସନ ସାନ୍ତରାପୁର ପଞ୍ଚାୟତର ଛତିଆ ଗ୍ରାମ ହୁଡ଼ି ସାହିରେ ସୋମବାର ସାଠାରୁ ରାତି ୪ଟା ପର୍ଯ୍ୟନ୍ତ ହାତୀପଲ ଗ୍ରାମବାସୀଙ୍କ କ୍ଷେତରେ ପଶି ପାଚିଲା ଧାନ ଖାଇବା ସହ ମାଡ଼ି…

ଘଟଗାଁ ତାରିଣୀ ମନ୍ଦିରରେ ଭକ୍ତଙ୍କୁ ପିଟିଲେ ଉଠାଦୋକାନୀ, ଗୁରୁତର ଅବସ୍ତାରେ

ଘଟଗଁା.୨୭ା୧୧(ରାଜେନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗଁାସ୍ଥିତ ତାରିଣୀ ମନ୍ଦିରଠାରେ ଉଠାଦୋକାନୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଭକ୍ତ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ଘଟଗାଁ ଡାକ୍ତରଖାନା ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଭୋଗଡାଲା ଦରକୁ…

କାର୍ତ୍ତିକ ପୂର୍ଣ୍ଣିମା: ବୈତରଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

ପାଟଣା,୨୭।୧୧(ବୀର କିଶୋର ଦାଶ.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଏବଂ ବୋଇତ ବନ୍ଦାଣ ଉତ୍ସବ ରବିବାର ପାଳନ କରାଯାଇଛି। ରବିବାର ଭୋର ୪ଟାରୁ ପାଟଣା ବୈତରଣୀ ନଦୀର ପରମେଶ୍ୱର ଶିବ ମନ୍ଦିର ସଲଗ୍ନ ଅନୁସୟା ଘାଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri