ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’
କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ ରୋଜାଲିନ ସାହୁଙ୍କୁ ବୀଭତ୍ସ ଭାବେ ହତ୍ୟା ଘଟଣାରେ ଜଡ଼ିତ ଅଭିଯୁକ୍ତଙ୍କୁ ଗିରଫ କାହିଁକି ଗିରଫ…
ଜୟଦେବ ମିଛ କହୁଛନ୍ତି, ଦମ୍ ଅଛି ପ୍ରମାଣ ଦିଅନ୍ତୁ: ବିଡିଓ
ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଅଧୀନ କେ. ବାଲିପାଳ ପଞ୍ଚାୟତର ତଅଁଳ ଗ୍ରାମରେ ବିଜେଡି ପକ୍ଷରୁ ଲୋକ ପ୍ରତିନିଧି ସରକାରୀ ଗାଡ଼ି ବ୍ୟବହାର କରି ସ୍ବୟଂ ସହାୟକ ଗୋଷ୍ଠୀର ମା’, ଭଉଣୀଙ୍କୁ ଡାକି ଜବରଦସ୍ତ…
୩୪ ନଂ ଜୋନ୍ରେ କେନ୍ଦ୍ର ସରକାରଙ୍କ ଗ୍ୟାରେଣ୍ଟିକୁ ନେଇ ପ୍ରାର୍ଥୀଙ୍କ ଭୋଟ୍ ଭିକ୍ଷା
ହାଟଡିହୀ,୧୮।୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ୩୪ନଂ ଜୋନ୍ ଅଧୀନ ୭ଟି ପଞ୍ଚାୟତରେ ଭାଜପା ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଛି। ବିଧାୟକ ପ୍ରାର୍ଥୀ ଆଲୋକ ସେଠୀ ଏବଂ ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ ହଦଗଡ଼,…
ଘରକୁ ଘର ବୁଲି ଭୋଟ୍ ପାଇଁ ନିବେଦନ କରୁଛନ୍ତି ପ୍ରାର୍ଥୀ
ହାଟଡିହୀ,୧୮ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ପନ୍ଦାଡ଼ୋ ଏବଂ ଆନନ୍ଦପୁର ବ୍ଲକର ଶାଳବଣୀ ସହ ଆନନ୍ଦପୁର ମ୍ୟୁନିସିପାଲିଟିରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ନିର୍ବାଚନୀ ପ୍ରଚାର ସହ ବୈଠକ ମଧ୍ୟ କରିଥିଲେ। ପନ୍ଦାଡ଼ୋଠାରେ…
ପରିବହନକାରୀ ସଂସ୍ଥା କର୍ମଚାରୀଙ୍କଠାରୁ ୨୦ ଲକ୍ଷ ଜବତ
ବଡ଼ବିଲ,୧୮ା୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଶୁକ୍ରବାର କିରିବୁ ଓ ସାଧୁସିଂ ହଟିଂ ଛକରେ ଯାନବାହନ ତନଖି ବେଳେ ୨୦ ଲକ୍ଷ ଟଙ୍କା ଜବତ କରିଛି। ୩ ପରିବହନକାରୀ ସଂସ୍ଥାର କର୍ମଚାରୀଙ୍କ ନିକଟରୁ ଏହି ଟଙ୍କା ଜବତ ହୋଇଥିବା ପୋଲିସ…
ଭାଜପାରେ ମିଶିବାର ୧୫ ମିନିଟ୍ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍ ବୁଝି ପାରି…’
କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍ପି ଚୁନିଲାଲ ଗୋରାସିଆ,ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା,ସଦର ଭାଜପା ବିଧାୟକ ପ୍ରାର୍ଥୀ…
୩ନଂ ଜୋନରେ ବିଜେଡିର ପ୍ରଚାର
ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ତରଫରୁ ଶୁକ୍ରବାର ୩ନଂ ଜୋନରେ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକ ବେଲବାହାଳି ଠାରେ ଏକତ୍ରିତ ହୋଇଥିଲେ। ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ କର୍ମୀ ଏବଂ ସମର୍ଥକଙ୍କ…
ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା
ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ ଗାଁକୁ ଯାଇ ଭତ୍ତା ଟଙ୍କା ବଣ୍ଟନ କରୁଥିବା ବାହାନା କରି ଭୋଟ ପାଇଁ ଟଙ୍କା…
ଅଭୟାରଣ୍ୟ ପରିଧୀରେ ମଦ ଆଡ୍ଡା, ଜବତ ହେଲା ୧୬୧୮ ଲିଟର ଦେଶୀ ମହୁଲି ମଦ
ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ), କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନରେ ୫ଟି ଥାନା ରହିଛି l ଚଳିତ ମାସ ଗତ ୧୪ ତାରିଖ ହାଟଡିହୀ ବ୍ଲକ ସୋସୋ ଥାନା ଅଧୀନ ହଦଗଡ଼ ହାତୀ ଅଭୟାରଣ୍ୟ ପରିଧିରେ ଦେଶୀ ମହୁଲି ମଦ ପ୍ରସ୍ତୁତ ଅଡ୍ଡା…
କାଠ ଚୋରା ଚାଲାଣ ବେଳେ ଧରିଲା ବନ ବିଭାଗ
ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡା ସେକ୍ସନ ମାଛଗଡ଼ ଦକ୍ଷିଣ ବିଟ ମିରିଖୋଜି ଗ୍ରାମ ବିରଳ ନଦୀକୂଳ ଜଙ୍ଗଲରୁ ଶୁକ୍ରବାର ସକାଳୁ କାଠ ମାଫିଆମାନେ ମାହାଳ ଗଛ କାଟି ଟ୍ରାକ୍ଟରରେ ଚୋରା ଚାଲାଣ କରୁଥିବା ଖବର ପାଇ ବନ…
ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍ପି ପ୍ରାର୍ଥୀ ଧନୁର୍ଜୟ
ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ ରାଲି ବାହାରି ପାଟଣା ବ୍ଲକ ପରିକ୍ରମା କରି ଡୁମୁରିଆରେ ଶେଷ ହୋଇଛି। ଏହି ବାଇକ…
ଘରକୁ ଘର ବୁଲି ପ୍ରାର୍ଥୀଙ୍କ ପ୍ରଚାର
ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ହାଟଡିହୀ ବ୍ଲକର ୩୭ନଂ ଜୋନ୍ରେ ଭାଜପା କାର୍ଯ୍ୟକର୍ତ୍ତା ଏବଂ କର୍ମୀମାନେ ବିଭିନ୍ନ ପଞ୍ଚାୟତ ଗସ୍ତକରି ପ୍ରଚାର କରିବା ସହ ଭୋଟ୍ ଭିକ୍ଷା କରୁଛନ୍ତି। ଘରକୁ ଘର ଯାଇ ଭୋଟରମାନଙ୍କୁ ଭାଜପା ପୁସିଂ…
Archives


