ଅଙ୍ଗନଓ୍ବାଡ଼ି କେନ୍ଦ୍ରରୁ ଦିଦିଙ୍କୁ ଘୋଷାଡି ଆଣିଲେ ମହିଳା, ବାହାର କରି …
ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ବାଲିବନ୍ଧ ଗ୍ରାମ ଅଙ୍ଗନଓ୍ବାଡି (କ) କେନ୍ଦ୍ର ପାଇଁ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି। ଏ ନେଇ ଗ୍ରାମର ଶତାଧିକ ମହିଳା ମଙ୍ଗଳବାର ନବ ନିଯୁକ୍ତ କର୍ମୀଙ୍କୁ…
ମାଟି ତଳେ ପୋତା ଛୁଆକୁ ଜଗିଛି ମା’ ହାତୀ
ଯୋଡ଼ା(ମାନସ ମହାନ୍ତି)/କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ),୬ା୨:ଜଙ୍ଗଲରୁ ଜନପଦ, ସ୍ନେହରେ ବନ୍ଧା ଏ ଜଗତ। ମଣିଷ ହେଉ ବା ବନ୍ୟପ୍ରାଣୀ ନିଜ ସନ୍ତାନ ପ୍ରତି ସ୍ନେହ ସମସ୍ତଙ୍କର ରହିଛି। ମା’ର ମମତା ଆଗରେ ସବୁ ଯେପରି ତୁଚ୍ଛ। ସନ୍ତାନ ହରାଇବାର ବେଦନା ସମସ୍ତଙ୍କର ରହିଥାଏ।…
ଦୁନିଆକୁ ଆସିବା ମାତ୍ରେ ଆଖି ବୁଜିଲା ହାତୀ ଛୁଆ: ଘଣ୍ଟା ଘଣ୍ଟା ଜଗି ରହିଲା ମା’
କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅଞ୍ଚଳ ଜଙ୍ଗଲରେ ସୋମବାର ଏକ ଛୁଆ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ହାତୀଛୁଆ ଗତକାଲି ଜନ୍ମ ହୋଇଥିଲା। ଯୋଡ଼ା ବିଟ ଡଡୁଆଁ ଗ୍ରାମ ନିକଟରେ ବୈତରଣୀ ବି ଜଙ୍ଗଲ ରାତି…
ସିରିଜ ଦୁର୍ଘଟଣା: ୪ ଟ୍ରକ୍, ବହୁ ବାଇକ୍ ଚୂରମାର୍
କେନ୍ଦୁଝର,୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ସକାଳେ କେନ୍ଦୁଝର ସହର ସ୍ଥାନୀୟ ଜୁଡ଼ିଆ ନିକଟରେ ଡବ୍ଲ୍ୟୁବି ୫୭ଡି/୬୩୩୪ ନମ୍ବର ବିଶିଷ୍ଟ ଆଇରନ ବୋଝେଇ ଟ୍ରକ୍ ସମ୍ବଲପୁର ଆଡ଼ୁ କେନ୍ଦୁଝର ଦେଇ ଯାଉଥିବା ବେଳେ ବ୍ରେକ୍ ଫେଲ୍ ହୋଇଯିବାରୁ ଅନ୍ୟ ୩ ଟ୍ରକ୍କୁ ଧକ୍କା…
କେନ୍ଦୁଝରକୁ ଅବହେଳା ନା ସଙ୍ଗଠନ ପ୍ରତି ବିମୁଖ
କେନ୍ଦୁଝର,୪।୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସାଧାରଣ ନିର୍ବାଚନ ପୂର୍ବରୁ ସବୁ ବିଷୟ ଉପରେ ଲୋକେ ଟିକିନିକି ନଜର ରଖିଛନ୍ତି। ଏବେ କେନ୍ଦୁଝର ଜିଲାରେ ଆଲୋଚନା ଚାଲିଛି, ୫ ବର୍ଷ ମଧ୍ୟରେ ରାଜ୍ୟରୁ କେନ୍ଦ୍ରରେ ପାଓ୍ବାରଫୁଲ ମନ୍ତ୍ରୀ ହୋଇଥିବା ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ…
ସାଇକେଲ ପାଇ ବି ଦୁର୍ଦ୍ଦଶାରେ ଦିବ୍ୟାଙ୍ଗ
କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ)ଜିଲା ପ୍ରଶାସନ ପକ୍ଷରୁ ଦିବ୍ୟାଙ୍ଗଙ୍କୁ ସ୍ବାବଲମ୍ବୀ କରିବା ପାଇଁ ବିଭିନ୍ନ ପ୍ରକାରର ସହାୟତା କରାଯାଉଛି। ସେମାନଙ୍କୁ ସୁବିଧାରେ ଯାତାୟାତ ନିମନ୍ତେ ଆବଶ୍ୟକତା ଅନୁଯାୟୀ ତିନି ଚକିଆ ସାଇକେଲ, ବ୍ୟାଟେରୀ ଚାଳିତ ସାଇକେଲ, ୩ ଚକିଆ ସ୍କୁଟି ଆଦି ଯୋଗାଇ…
ରାଜପଥରେ ବଢ଼ୁଛି ଭାରିଯାନ ପାର୍କିଂ
ଯୋଡ଼ା,୩ା୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଦେଇ ଯାଇଥିବା ୫୨୦ ଓ ୨୦ ନମ୍ବର ଜାତୀୟ ରାଜପଥରେ ଦୈନିକ ଦୁର୍ଘଟଣା ଘଟି ଅନେକ ଧନଜୀବନ ହରାଉଛନ୍ତି। ବେଆଇନ ପାର୍କିଂ, ଅଧାପନ୍ତରିଆ ରାସ୍ତା ନିର୍ମାଣ, ନିମ୍ନମାନର ମରାମତି କାର୍ଯ୍ୟ ଦୁର୍ଘଟଣାର କାରଣ ପାଲଟିଛି। ଏ…
ଚୋରାବାଲି ବୋଝେଇ ଟ୍ରାକ୍ଟଟର ଜବତ
ଯୋଡ଼ା,୨ା୨(ମାନସ ମହାନ୍ତି): କେନ୍ଦୁଝର ଜିଲା ବାମେବାରି ଥାନା ଅନ୍ତର୍ଗତ ନମ୍ବିରା ଗ୍ରାମ ନିକଟରୁ ବାଲି ଚୋରାଚାଲାଣ ବେଳେ ଗୋଟିଏ ଟ୍ରାକ୍ଟରକୁ ପୋଲିସ ଜବତ କରିଛି। ବାମେବାରି ଥାନା ଆଇଆଇସି ଦିପ୍ତିରଞ୍ଜନ ସାହୁଙ୍କ ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ ସମୟରେ ଟ୍ରାକ୍ଟର (ନଂ.…
ଭାତ ମାଗି ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ: ଦୋଷୀଙ୍କୁ ୩ ବର୍ଷ ଜେଲ୍
କେନ୍ଦୁଝର,୨ା୨(ଦୀପକ ମିଶ୍ର): କେନ୍ଦୁଝର ଜିଲା ଫାଷ୍ଟ୍ଟ୍ରାକ କୋର୍ଟରେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ମାମଲାର ଶୁକବ୍ରାର ରାୟ ପ୍ରକାଶ ପାଇଛି। ବିଚାରପତି ବିଜୟ କୁମାର ମିଶ୍ର ଦୋଷୀଙ୍କୁ ୩ ବର୍ଷ ଜେଲ ଓ ୫ ହଜାର ଜରିମାନା ଆଦେଶ ଦେଇଛନ୍ତି। ମାମଲା ବିବରଣୀ…
ହନୁ ଶୁଣିଲା ହନୁମାନ ଚାଳିଶା
ଯୋଡ଼ା,୩।୧।୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ାସ୍ଥିତ ମଙ୍ଗଳା ମନ୍ଦିରରେ ମଙ୍ଗଳବାର ଏକ ରୋଚକ ଘଟଣା ଦେଖିବାକୁ ମିଳିଥିଲା। ସକାଳ ୮ଟାରେ ପୂଜକ ରଜନୀକାନ୍ତ ଦାସ ଆଳତି ପରେ ପୁଷ୍ପାଞ୍ଜଳି ଦେବା ସମୟରେ ଏକ ହନୁ ମାଙ୍କଡ଼ ମନ୍ଦିର ଭିତରକୁ ପଶି ଯାଇଥିଲା।…
ମିଳିଲା ୨ ଯୁବତୀଙ୍କ ମୃତଦେହ: କାରଣ ଖୋଜୁଛି ପୋଲିସ
ପାଟଣା,୩୦।୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରୁ ପୋଲିସ ମଙ୍ଗଳବାର ୨ଯୁବତୀଙ୍କ ମୃତଦେହ ଜବତ କରିଛି। ଜଣେ କଲେଜ ପଢୁଆ ୧୭ ବର୍ଷ ନାବାଳିକା ଛାତ୍ରୀ ଘରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତ ଛାତ୍ରୀ…
ଗାଁକୁ ରାସ୍ତା ନାହିଁ, ଲୋକଙ୍କୁ ଆବାସ ମିଳିନି
କେନ୍ଦୁଝର,୨୯।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍ ମାଲଦା ପଞ୍ଚାୟତ ଅନ୍ତର୍ଗତ ବଣଜଙ୍ଗଲ ପାହାଡ଼ ପର୍ବତଘେରା ଜମିରିଡ଼ିହି ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ ରହିଛନ୍ତି। ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ସ୍କୁଲ, ପର୍ଯ୍ୟଟନସ୍ଥଳ, ସହରଠାରୁ ଗାଁର ଉନ୍ନତୀକରଣ କରୁଛନ୍ତି। ମାତ୍ର…
Archives


