ଆଇରନ ବୋଝେଇ ଟ୍ରେଲରକୁ ଧକ୍କା ଦେଲା ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
ପାଟଣା,୩ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନମ୍ବର ଜାତୀୟ ରାଜପଥର ତୁରୁମୁଙ୍ଗା ବଜାର ନିକଟରେ ଶୁକ୍ରବାର ଭୋର୍ରୁ ଏକ ଆଇରନ ବୋଝେଇ ଟ୍ରେଲରକୁ ପଛରୁ ଆଉ ଏକ ଆଇରନ ବୋଝେଇ ଟ୍ରକ୍…
ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ସ୍ଥାନରେ ଶୌଚାଳୟ ନିର୍ମାଣ
କେନ୍ଦୁଝର,୩ା୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ତହସିଲ କାର୍ଯ୍ୟାଳୟ ନିକଟରେ ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ପୂର୍ଣ୍ଣାୟବ ପ୍ରତିମୂର୍ତ୍ତି ସ୍ଥାପନ କରାଯିବା ଲାଗି ପ୍ରସ୍ତାବିତ ସ୍ଥାନରେ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ପକ୍ଷରୁ ସର୍ବସାଧାରଣ ଶୌଚାଳୟ ଏବଂ…
୬୦ ଟନ୍ ବିଶିଷ୍ଟ ଓଜନମାପ ଯନ୍ତ୍ରକୁ ଖଣ୍ତ ଖଣ୍ତ କାଟି ଦେଲେ ଦୁର୍ବୃତ୍ତ
କେନ୍ଦୁଝର,୨।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତ ଗୋହାଲଡିହି ରେଲୱେ ସାଇଡିଂରେ ଥିବା ୬୦ ଟନ୍ ବିଶିଷ୍ଟ ଓଜନମାପ ଯନ୍ତ୍ରକୁ ଗ୍ୟାସ୍ କଟରରେ କାଟି ଦୁର୍ବୃତ୍ତମାନେ ଚୋରି ଉଦ୍ୟମ କରିଛନ୍ତି। ସେମାନେ ଓଜନ ମାପ ଯନ୍ତ୍ରକୁ ଚାରିଆଡ଼େ…
କାମରେ ଲାଗୁନି ମିଶନ ଶକ୍ତି ଗୃହ
କେନ୍ଦୁଝର,୨ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ) ମିଶନ ଶକ୍ତି ଜରିଆରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ଅଧିକ ସୃଦୃଢ଼ ଓ ସ୍ବାବଲମ୍ବୀ କରିବା ପାଇଁ ସରକାର ମିଶନ ଶକ୍ତି ଗୃହ ନିର୍ମାଣ କରି ଯୋଗାଇ ଦେଉଛନ୍ତି। କିନ୍ତୁ ଅନେକ ସ୍ଥାନରେ ଜମି ସମସ୍ୟା ଓ…
ପାଣି ଅଭାବରୁ ଧାନଗଛରୁ ଥୋଡ଼ ବାହାରୁନି
ମହାକାଳପଡ଼ା,୨ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ)କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନରେ କେନାଲ ବନ୍ଧ ପାର୍ଶ୍ୱ ଖାଲୁଆ ଜମିକୁ ଛାଡ଼ି ଦେଲେ ଅନ୍ୟ ଢିପଜମି ଫାଟି ଅଁା କଲାଣି। ଅଣଜଳସେଚିତ ଜମିରେ ପାଣି ଅଭାବରୁ ଧାନଗଛ ଏବେ ଗର୍ଭ ଧାରଣ କରିଛି। ପାଣି ମୁନ୍ଦେ…
ପିକ୍ଅପ୍-ବୁଲେଟ୍ ମୁହାଁମୁହିଁ ଧକ୍କା, ଦୁଇ ଜଣଙ୍କ ଜୀବନ ଗଲା
କେନ୍ଦୁଝର,୧ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ସନ୍ଧ୍ୟାରେ ଟାଉନ ଥାନା ଅନ୍ତର୍ଗତ ମଣ୍ଡୁଆ ପୋଲ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକ୍ଅପ୍ ଭ୍ୟାନ୍ ସହ ବୁଲେଟ୍ ମୁହାଁମୁହିଁ ହେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ…
ଧରିତ୍ରୀ ପ୍ରଭାବ: ଖବର ପ୍ରସାରଣ ପରେ ମରାମତି ହେଲା ପାଇପ୍
କେନ୍ଦୁଝର,୧ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି କେନ୍ଦୁଝର ସହର ଧର୍ମଶାଳା ରାସ୍ତାରେ ପିଇବା ପାଣି ପାଇପ୍ ଫାଟି ରାସ୍ତାରେ ସୁଅ ଛୁଟୁଥିଲା। ଏହା ଦ୍ୱାରା ପାଣି ସଂକ୍ରମଣ ଆଶଙ୍କା ଥିବା ବେଳେ ପାଣି ନଷ୍ଟ ହେଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ…
ହାତୀ ଆକ୍ରମଣରେ ବିଧବା ମହିଳାଙ୍କ ମୃତ୍ୟୁ
କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ରେଞ୍ଜ ଅନ୍ତର୍ଗତ ଉପର ଡିହା ଚତିରି ସାହିର ଜଣେ ମହିଳା ପାଖ ଜଙ୍ଗଲକୁ ଯାଇଥିବା ବେଳେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଛି। ମହିଳା ଜଣକ ହେଲେ ବେଲ ମୁଣ୍ଡା। ସେ ମଙ୍ଗଳବାର ମଧ୍ୟାହ୍ନରେ ଜଙ୍ଗଲକୁ…
୪ ଭାଲୁ ସହ ଘଣ୍ଟାଏ ଲଢିଲେ, ଆଉ ତା’ ପରେ…
ପାଟଣା,୧।୧୧(ବୀର କିଶୋର ଦାଶ): ଜୀବନ ବଞ୍ଚାଇବାକୁ ଯାଇ ସୁଦର୍ଶନ ନାୟକ(୫୩) ନାମକ ଜଣେ ବ୍ୟକ୍ତି ୪ ଭାଲୁ ସହ ଘଣ୍ଟାଏ ଧରି ଲଢେଇ କରି ଶେଷରେ ରକ୍ଷା ପାଇଯାଇଛନ୍ତି। ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ…
ଯୋଡ଼ା ପୌରପାଳିକା: ନଭେମ୍ବର ୨୯ରେ କାଉନ୍ସିଲର ଉପ ନିର୍ବାଚନ
ଯୋଡ଼ା,୩୦ା୧୦(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ଅଧୀନ ୮ ନଂ. ୱାର୍ଡରେ ଖାଲି ପଡ଼ିଥିବା କାଉନ୍ସିଲର ଆସନ ପାଇଁ ନଭେମ୍ବର ୨୯ରେ ଉପ-ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ବିଧିବଦ୍ଧ ଭାବେ ନିର୍ବାଚନ ଅଧିକାରୀ ନିର୍ଦ୍ଦେଶ ଜାରି କରିଛନ୍ତି। ନଭେମ୍ବର…
ଆଲୋକ ଦେଖିଲେ ମାଙ୍କଡ଼ହଟିଂବାସୀ
ଯୋଡ଼ା,୩୦ା୧୦(ମାନସ ମହାନ୍ତି): ବିଦ୍ୟୁତ୍ ସଂଯୋଗ ନିମନ୍ତେ ବର୍ଷ ବର୍ଷ ଧରି ସରକାରଙ୍କ ନିକଟରେ ଦାବି ଜଣାଇ ଆସୁଥିଲେ। ଏପରିକି ପ୍ରତି ନିର୍ବାଚନ ସମୟରେ ବିଦ୍ୟୁତ୍ ସମସ୍ୟା ସମାଧାନ ନେଇ ନେତାମାନେ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ କେହି ପଦକ୍ଷେପ ଗ୍ରହଣ କରୁ ନ…
ଭିକ ମାଗୁଛନ୍ତି ଭଉଣୀ,ଭାଇ
ହାଟଡ଼ିହୀ,୩୦।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ସୋସୋ ଥାନା ଅଧୀନ ଢେଙ୍କା ଅଞ୍ଚଳରେ ସାବତ ମା’ଙ୍କ ନିର୍ଯାତନା ଶିକାର ହୋଇ ୨ ନିଷ୍କାପ ଭଉଣୀ ଭାଇ ଭିଗ ମାଗୁଥିବା ଦୃଶ୍ୟ ରବିବାର ଦିନ ଦେଖିବାକୁ ମିଳିଛି। ଶିଶୁଙ୍କ ଯନ୍ତ୍ର ଓ…
Archives


