କେନ୍ଦୁଝର

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀ, ଭାବ ବିହ୍ବଳ ହେଲେ ଲୋକେ

କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ନିଜ ଜନ୍ମମାଟିରେ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଓହ୍ଲାଇ ଏକ ରୋଡ୍‌ ଶୋ’ରେ ଝୁମ୍ପୁରାକୁ ଯାଇଛନ୍ତି। ଜନ୍ମମାଟିରେ ମୋହନ୍‌ଙ୍କୁ ଦେଖି ଲୋକେ ଭାବ ବିହ୍ବଳ ହୋଇ ପଡ଼ିଛନ୍ତି। ସତେ ଯେପରି ଗ୍ରାମ…

ବିଜେଡିର ଗୁମର ଖୋଲିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମମାଟିକୁ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ସେ ପ୍ରଥମେ ଘଟଗାଁ ତାରିଣୀ ପୀଠକୁ ଯାଇ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଲେ ଦେଢ଼ବର୍ଷର ଶିଶୁ

ଯୋଡ଼ା,୨୪ା୬(ମାନସ ମହାନ୍ତି):କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ କଣ୍ଟ୍ରାକ୍ଟର କଲୋନୀରେ ରହୁଥିବା ବିଶ୍ୱଜିତ ବେଉରିଆଙ୍କ ଦେଢ଼ ବର୍ଷୀୟ ଶିଶୁପୁତ୍ର ଅକ୍ଷିତ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି। ଛୋଟ ବୟସରେ ବିନା ତାଲିମରେ ଇଂଲିଶ୍‌ ବର୍ଣ୍ଣମାଳାର ୨୬ ଅକ୍ଷର ଚିହ୍ନିବା ସହ…

କେନ୍ଦୁଝରରୁ ନବୀନଙ୍କୁ ସିଧାସଳଖ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ, ନିଶ୍ୱାସ ପଡିଲା…

କେନ୍ଦୁଝର,୨୩।୬(ନରେଶ ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। କେନ୍ଦୁଝରରେ ମା’ ତାରିଣୀଙ୍କୁ ଦର୍ଶନ କରିବା ପରେ ପ୍ରାୟ ୪ କି.ମି. ବିଶାଳ ରୋଡ଼ ଶୋ’ କରିଛନ୍ତି। ଏହି ସମୟରେ କେନ୍ଦୁଝରରେ ଏକ ସଭାରେ ଯୋଗ…

ନିଜ ଜନ୍ମ ମାଟିରେ ରୋଡ଼ ଶୋ’ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ରାଜେନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ଆସି ଘଟଗାଁ ହାଇସ୍କୁଲ ପଡ଼ିଆରେ ଓହ୍ଲାଇ ଥିଲେ। ସେଠାରୁ ମା’ ତାରିଣୀ ମନ୍ଦିର ପର୍ଯ୍ୟନ୍ତ ପ୍ରାୟ ୪ କି.ମି.…

ମା’ କୋଳରେ ଶୋଇଥିବା ବେଳେ ଶିଶୁପୁତ୍ରଙ୍କୁ ଆକ୍ରମଣ କଲା ହେଟାବାଘ

ପାଟଣା,୨୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖୀରେଇଟାଙ୍ଗିରୀ ସେକ୍ସନ ନିହ୍ନୁଆଁ ଗ୍ରାମରେ ହେଟାବାଘ ଆତଙ୍କ ଦେଖାଦେଇଛି। ହେଟାବାଘ ଆକ୍ରମଣରେ ଜଣେ ୪ ବର୍ଷର ଶିଶୁପୁତ୍ର ଗୁରୁତର ହୋଇ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଶିଶୁପୁତ୍ର ଜଣକ ହେଉଛନ୍ତି…

ଘଟଗାଁରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା’ ତାରିଣୀଙ୍କ ପୀଠ ହେବ…

କେନ୍ଦୁଝର,୨୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖମନ୍ତ୍ରୀ ମୋହନ ଚରଣ ମାଝି ରବିବାର କେନ୍ଦୁଝର ଗସ୍ତରେ ଆସିଥିବା ବେଳେ ମା’ ତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କରିବା ସହ ଏହାର ଚତୁଃପାର୍ଶ୍ୱ ବୁଲି ଦେଖିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ…

ଘଟଗାଁରେ ପହଞ୍ଚି ମା’ ତାରିଣୀଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରବିବାର ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ଘଟଗାଁରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭାଜପା ଦଳ ପକ୍ଷରୁ ବ୍ୟାପକ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁ…

ଆଜି ଜନ୍ମ ମାଟି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

କେନ୍ଦୁଝର,୨୩।୬: ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମ ମାଟି ଗସ୍ତ କରିବେ। ଏଥିପାଇଁ ପ୍ରସ୍ତୁତି ହୋଇସାରିଛି। କେନ୍ଦୁଝର ସହର ମଣ୍ଡୁଆ ସ୍ଥିତ ତାଙ୍କ…

ଅଧିକାରୀଙ୍କୁ ନାଳକୁ ଠେଲିଦେଲେ

ଯୋଡ଼ା,୨୩ା୬(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଦେଓଝରରେ ଥିବା ଏକ କମ୍ପାନୀର ତୈଳଯୁକ୍ତ ଜଳ ନିକଟବର୍ତ୍ତୀ ଗ୍ରାମରେ ଥିବା ନାଳରେ ମିଶିବାକୁ ନେଇ କିଛିଦିନ ହେବ ଉତ୍ତେଜନା ଲାଗି ରହିଛି। ଗ୍ରାମବାସୀ ଶନିବାର ସଂସ୍ଥାର କେତେଜଣ ଅଧିକାରୀଙ୍କୁ ନାଳ ପାଣି…

ଏକମାତ୍ର ପୁଅର ୨ କିଡ୍‌ନୀ ଖରାପ

ପାଟଣା,୨୩ା୬(ବୀର କିଶୋର ଦାଶ): ସାଙ୍ଗସାଥୀଙ୍କ ମେଳରେ ଖେଳିବା, ବୁଲିବା କଥା; କଅଁଳ ବୟସରେ ଦୁରାରୋଗ୍ୟରେ ପୀଡ଼ିତ ହୋଇ ଶଯ୍ୟାରେ ପଡ଼ି ମୃତ୍ୟୁ ସହ ସଙ୍ଘର୍ଷ କରୁଛନ୍ତି। ଏଭଳି ଅଭାବନୀୟ ଘଟଣା କେନ୍ଦୁଝର ଜିଲା ପାଟଣା ବ୍ଲକ ଚୀନାମାଳିପଶି କେତାଙ୍ଗ ଗ୍ରାମରେ ଦେଖିବାକୁ…

ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଗ୍ରାମବାସୀ

କେନ୍ଦୁଝର,୨୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ଓ ଗୋହାଲଡିହି ରେଲୱେ ଷ୍ଟେଶନକୁ ପ୍ରବେଶ କରୁଥିବା ମୁଖ୍ୟ ରାସ୍ତା ମରାମତି ଅଭାବରୁ ଶୋଚନୀୟ ହୋଇପଡ଼ିଛି। ସ୍ଥାନୀୟ ଲୋକେ ରାସ୍ତା ମରାମତି ପାଇଁ ଅଭିଯୋଗ କରିଆସୁଥିଲେ ହେଁ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?