କେନ୍ଦୁଝର

କାଳବୈଶାଖୀରେ ସ୍କୁଲ ଛପର ଉଡ଼ିଗଲା

ପାଟଣା,୧୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ତାଣ୍ଡବ ରଚିଛି। ଏଥିରେ ପାଟଣା ବ୍ଲକ୍‌ ଚିନାମାଳୀପଶି ହାଇସ୍କୁଲରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଛପର ଉଡିଯିବା ସହ ବହୁ ମୂଲ୍ୟବାନ ସାମଗ୍ରୀ ନଷ୍ଟ ହୋଇଯାଇଛି। ସ୍କୁଲ…

ଅପହଞ୍ଚ ଜାଗାରେ ସ୍ବାସ୍ଥ୍ୟସେବା ପହଞ୍ଚାଇଲେ ସରକାର

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାରତର ପ୍ରମୁଖ ମହାରତ୍ନ କମ୍ପାନୀ ଗେଲ ଇଣ୍ଡିଆ ତରଫରୁ ଏକ ଅତ୍ୟାଧୁନିକ ଚିକିତ୍ସାସେବା ସୁବିଧା ଥିବା ଆମ୍ବୁଲାନ୍ସ ଉଦ୍‌ଘାଟିତ ହୋଇଯାଇଛି। କେନ୍ଦୁଝରର ମାନ୍ୟବର ଏମ୍‌ପି ଅନନ୍ତ ନାୟକ ଏହି ଅତ୍ୟାଧୁନିକ ଆମ୍ବୁଲାନ୍ସକୁ…

କାଳବୈଶାଖୀରେ ଉଡ଼ିଗଲା ୫ ସ୍କୁଲର ଛପର, ଧ୍ୱଂସ ହେଲା ସ୍ମାର୍ଟ କ୍ଲାସ୍‌

ପାଟଣା,୧୪ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳିପଶି ଅଞ୍ଚଳରେ ଗୁରୁବାର ରାତିରେ କାଳବୈଶାଖୀ ତାଣ୍ଡବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବର୍ଷା ସାଙ୍ଗକୁ ପବନ ହେବାରୁ ଲକ୍ଷ୍ମୀନାରାୟଣ ଉଚ୍ଚ ବିଦ୍ୟାଳୟ ୫-ଟି ରୂପାନ୍ତରିତ ହୋଇଥିବା ୯ମ ଓ ଦଶମ ଶ୍ରେଣୀର ସ୍ମାର୍ଟ…

ଭାଜପା ବିଜୟ ଉତ୍ସବ ପାଳନରେ ବାଣଫୁଟାକୁ ନେଇ ଖଣ୍ଡଯୁଦ୍ଧ: ବାପ-ପୁଅ ସମେତ ୬ ଆହତ, ଗାଁରେ ଉତ୍ତେଜନା

ହାଟଡିହୀ,୧୩ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ବାଣଫୁଟାକୁ ନେଇ ମହାଭାରତ ସୃଷ୍ଟି ହୋଇଛି। ବାଣଫୁଟାରେ ବାପ, ପୁଅଙ୍କ ସମେତ ୬ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଆନନ୍ଦପୁର ଡିଏସ୍‌ପି ପ୍ରଶାନ୍ତ ବେହେରା ଏବଂ ସୋସୋ ଥାନା…

ରୋଜଗାର କରିବାକୁ ଯାଇ ବେଙ୍ଗାଲୁରୁରେ ଚାଲିଗଲା ଓଡ଼ିଆ ଯୁବକଙ୍କ ଜୀବନ, ଗାଁକୁ ଆସି ପାରିଲାନି ମୃତଦେହ

ପାଟଣା,୧୩ା୬(ବୀରକିଶୋର ଦାଶ): ବେଳେବେଳେ ଆତ୍ମୀୟଙ୍କ ଅନ୍ତିମ ଦର୍ଶନ ବି ପରିବାର ଲୋକେ କରିପାରନ୍ତି ନାହିଁ। ମୃତଦେହ ଆସିବାରେ ଅର୍ଥ ବାଧକ ସାଜେ। ଜଣେ ଓଡ଼ିଆ ଯୁବକ ରୋଜଗାର ଆଶାରେ ବେଙ୍ଗାଲୁରୁ ଯାଇ ମୃତ୍ୟୁ ଘଟିବା ପରେ ଗାଁକୁ ମୃତଦେହ ଆସି ପାରିଲା…

ଏମ୍‌ଏଲ୍‌ଏ ସାହି ଭାବେ ପରିଚିତ ବଡ଼ମହାନ୍ତ

କେନ୍ଦୁଝର,୧୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍‌ ରାଇକଳା ପଞ୍ଚାୟତର ରାଇକଳା ଗ୍ରାମର ବଡ଼ମହାନ୍ତ ସାହିର ପୁଅ ମୋହନ ମାଝି ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ମୋହନ ବିଧାୟକ ଭାବେ ନିର୍ବାଚିତ ହେବା ପରେ ସେ ରହୁଥିବା…

ରାଜ୍ୟପାଳଙ୍କ ଲୋକସମ୍ପର୍କ ଅଧିକାରୀ ହେଲେ କେନ୍ଦୁଝରର ସଞ୍ଜୀବ ବାରିକ

କେନ୍ଦୁଝର,୧୨ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ଖୁସିରେ କେନ୍ଦୁଝରବାସୀ ମସ୍‌ଗୁଲ ଥିବା ବେଳେ କେନ୍ଦୁଝର ଜିଲା ପାଇଁ ଆଉ ଏକ ଖୁସି ଖବର ଆସି ପହଞ୍ଚିଛି। କେନ୍ଦୁଝର ଜିଲା ସୂଚନା…

ନୂଆ ମୁଖ୍ୟମନ୍ତ୍ରୀ ମୋହନଙ୍କ ସହ ସନାତନ ମୁହାକୁଡ଼ଙ୍କ ଫଟୋକୁ ନେଇ ଚର୍ଚ୍ଚା

କେନ୍ଦୁଝର,୧୨ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ନେତୃତ୍ୱ ରାଜ୍ୟରେ ମୋହନ ମାଝି ମୁଖ୍ୟମନ୍ତ୍ରୀ ହେବା ପରେ ତାଙ୍କୁ ଶୁଭେଚ୍ଛାର ବାର୍ତ୍ତାର ସୁଅ ପହଞ୍ଚିଛି। ଏପରିକି ରାତି ତମାମ କେନ୍ଦୁଝର ଭାଜପା ନେତା, କର୍ମୀ, ସମର୍ଥକଙ୍କ ଭିଡ ମୋହନ ମାଝିଙ୍କ ପାଖରେ ଭିଡ଼ ଜମିଥିଲା।…

ଡ୍ୟାମ୍‌ରେ ବୁଡ଼ି ଦୁଇ ଛାତ୍ରଙ୍କ ଜୀବନ ଗଲା

ହାଟଡିହୀ,୧୨ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ସୋସୋ ଥାନା ହଦଗଡ଼ ଶାଳନ୍ଦୀ ନଦୀ ଡ୍ୟାମ ବୁଲିବାକୁ ଆସିଥିବା ୭ ଜଣ ସାଙ୍ଗଙ୍କ ମଧ୍ୟରୁ ଦୁଇ ଜଣ ସାଙ୍ଗ ଗାଧୋଉଥିବା ବେଳେ ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ସେମାନେ…

ଶିଶୁଙ୍କୁ ପାଠ ପଢାଇବା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି, ୧୨।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ବୁଧବାର ବିଶ୍ୱ ଶିଶୁ ଶ୍ରମିକ ବିରୋଧୀ ଦିବସ ପାଳିତ ହୋଇଯାଇଛି ଏହି ଅବସରରେ ଉକ୍ତ ବ୍ଲକ ବାଡାବାଙ୍ଗା ପଞ୍ଚାୟତ ଆଦିବାସୀ ଅଧୁଷିତ ଗ୍ରାମ ଶିକାକେତା ଠାରେ ଏହି ଦିବସ…

ହଦଗଡ ଡ୍ୟାମ୍‌ରେ ବୁଡ଼ି ୨ ଇଞ୍ଜିନିୟରିଂ ଛାତ୍ର ମୃତ

ହାଟଡିହୀ,୧୨।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଧୀନ ଶାଳନ୍ଦୀ ନଦୀ ହଦଗଡ ଡ୍ୟାମ୍‌ରେ ଗାଧୋଉଥିବାବେଳେ ୨ ଜଣ ଜଣ ଛାତ୍ର ପାଣିରେ ବୁଡି ପ୍ରାଣ ହରାଇଥିବା ସୂଚନା ମିଳିଛି। ତେବେ ଏହି ୨ ଜଣଙ୍କର ପ୍ରକୃତ ପରିଚୟ…

୧୪ ବଗି ଛାଡ଼ି ୨ କି.ମି. ଗଡ଼ିଲା ଇଞ୍ଜିନ

ରୂପ୍‌ସା, ୧୨।୬(ବାଞ୍ଛାନିଧି ଦେ):ଦକ୍ଷିଣ ପୂର୍ବ ରେଳପଥ ଖଡ଼ଗପୁର ଡିଭିଜନର ବାଲେଶ୍ୱର ଜିଲା ଅଧୀନ ଅମର୍ଦ୍ଦାରୋଡ ଷ୍ଟେଶନ ନିକଟରେ ମଙ୍ଗଳବାର ଏକ ମାଲବାହୀ ଟ୍ରେନର ଭ୍ୟାକୁମ ପାଇପ୍‌ ଅଚଳ ହେବାରୁ ୧୪ଟି ବଗି ଛାଡି ଇଞ୍ଜିନ ୨ କି.ମି. ଗଡ଼ିଯାଇଥିଲା। ଇଞ୍ଜିନ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?