କେନ୍ଦୁଝର

ଭୋଟ୍‌ ଗଣତି କେନ୍ଦ୍ରକୁ ଖବରଦାତାଙ୍କୁ ମନା

ପାଟଣା,୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ଭୋଟ ଗଣତି ଚାମ୍ପୁଆରେ ମଙ୍ଗଳବାର ହେବାକୁ ଥିବା ବେଳେ ଅନେକ ଖବରଦାତାଙ୍କୁ ଖବର ସଂଗ୍ରହ ପାଇଁ ଏଣ୍ଟ୍ରି ପାସ୍‌ ମିଳିନାହିଁ। ଏଭଳିସ୍ଥଳରେ ଖବରଦାତାମାନେ କିଭଳି ଖବର ସଂଗ୍ରହ କରିବେ ସେନେଇ ସ୍ପଷ୍ଟ…

ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ

କେନ୍ଦୁଝର,୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପଦ୍ମଶ୍ରୀ ମାଗୁଣି କୁଅଁରଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଗ୍ରାମ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହି ଅବସରରେ ବିଧାୟକ ମୋହନ ମାଝି, ଅତିରିକ୍ତ ଜିଲାପାଳ ଯଦୁମଣି ମହଲା, ମୁଖ୍ୟ ନିର୍ବାହୀ ଅଧିକାରୀ ଜିଲା ପରିଷଦ ବିଷ୍ଣୁ ପ୍ରସାଦ…

ମାମୁଘରକୁ ଆସି ନାବାଳିକାଙ୍କ ଜୀବନଗଲା

ପାଟଣା,୧ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସୋରାସକେଲା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ମାମୁଘରକୁ ବୁଲିବାକୁ ଆସି ଜଣେ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଉଛନ୍ତି ଘଟଗାଁ ଥାନା ବିଣାଝରୀ ଗ୍ରାମର ପପୁ ନାଏକ ଓ…

ପାଳି କରି ଷ୍ଟ୍ରଙ୍ଗରୁମ୍‌ ଜଗୁଛନ୍ତି ଭାଜପା କର୍ମୀ

କେନ୍ଦୁଝର, ୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମତଦାନ ଶେଷ ହୋଇଛି। ଇଭିଏମ୍‌ରେ ବନ୍ଦ ରହିଛି ପ୍ରାର୍ଥୀଙ୍କ ଭାଗ୍ୟ। ଜୁନ ୪ ତାରିଖ ଫଳାଫଳକୁ ଅପେକ୍ଷା। ହେଲେ କେଉଁ ଦଳର ପ୍ରାର୍ଥୀ ବିଜୟୀ ହେବାର ସମ୍ଭାବନା ରହିଛି, କେତେ ଭୋଟ ବ୍ୟବଧାନ ରହିବ, କେଉଁଠୁ…

ଟ୍ରକରେ ବସିଥିବା ଅବସ୍ଥାରେ ଚାଲିଗଲା ଚାଳକଙ୍କ ଜୀବନ

ବଡବିଲ,୩୧।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡି ଥାନା ଅଧୀନ ବାରବାଙ୍କ ସ୍ଥିତ ୫୨୦ନମ୍ବର ଜାତୀୟ ରାଜପଥରେ ଛିଡା ହୋଇଥିବା ଏକ ଟ୍ରକରେ ବସିଥିବା ଅବସ୍ଥାରେ ଜଣେ ଚାଳକଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ପୋଲିସ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା…

ସରକାରୀ ଜମିରେ ପୋଖରୀ ଖୋଳିବା ଘଟଣା: ପାଣିର ନମୁନା ସଂଗ୍ରହ କଲା ପ୍ରଦୂଷଣ ବୋର୍ଡ

ପାଟଣା,୩୦ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ କୁଆପଶି ଗ୍ରାମରେ ଥିବା ନାରାୟଣୀ ରାଇସ ମିଲ୍ସ ଫାଟକ ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଶତାଧିକ କୁଆପସି, ମଙ୍ଗଳପୁର ଓ ଡିଆନାଳୀ ଅଞ୍ଚଳର ମହିଳା ଓ ପୁରୁଷ ଧାରଣା ଦେଇଥିଲେ। ମିଲ୍ସ…

ପରିବା ବ୍ୟବସାୟୀଙ୍କ ଝିଅ ବିଶ୍ୱବିଦ୍ୟାଳୟ ଟପ୍ପର

ପାଟଣା,୩୦ା୫(ବୀର କିଶୋର ଦାଶ)କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କ୍ଷୀରେଇ ଟାଙ୍ଗିରିସ୍ଥିତ ବିଶ୍ୱବିନାୟକ ଡିଗ୍ରୀ କଲେଜର ଛାତ୍ରୀ ନମ୍ରତା ବେହେରା କମ୍ପ୍ୟୁଟର ସାଇନ୍ସରେ ଶ୍ରୀରାମଚନ୍ଦ୍ର ଭଞ୍ଜ ବିଶ୍ୱବିଦ୍ୟାଳୟରେ ଟପ୍ପର ହୋଇଛନ୍ତି। ସେ ମୋଟ ୧୪୦୦ ରୁ ୧୨୧୯ ନମ୍ବର ଯଥା ୮୭ ପ୍ରତିଶତ…

କମ ନମ୍ବର ରଖିବାରୁ ମୂଷା ଔଷଧ ପିଇଦେଲେ ଛାତ୍ରୀ

ହାଟଡିହୀ,୨୮l୫(ଶୁଭକାନ୍ତ ନାୟକ): ମାଟ୍ରିକ ପରୀକ୍ଷାରେ କମ ନମ୍ବର ରଖିବାରୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ୍‌ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ଛାତ୍ରୀ ସୋମବାର ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପରୀକ୍ଷା ଫଳ ପ୍ରକାଶ ପରେ ଛାତ୍ରୀ ଜଣକ ଆଶା ଅନୁସାରେ…

ରାଇସ ମିଲ୍‌ ଘେରିଲେ ଉତ୍ତ୍ୟେକ୍ତ ଲୋକେ: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ପାଟଣା,୨୭।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ କୁଆପଶି ଗ୍ରାମରେ ଥିବା ନାରାୟଣୀ ରାଇସ୍‌ ମିଲ୍‌ ଗେଟ୍‌ ସମ୍ମୁଖରେ ସୋମବାର ପୂର୍ବାହ୍ନରେ ଶତାଧିକ ସ୍ଥାନୀୟ ମହିଳା ଓ ପୁରୁଷ ବିଭିନ୍ନ ଦାବିରେ ଘେରାଉ କରିଛନ୍ତି। ଆନ୍ଦୋଳନକାରୀଙ୍କ ଦାବିକୁ…

ଦେବପ୍ରିୟ, ରାକେଶ ଚାନ୍ଦବାଲି ନିର୍ବାଚନ ସଂଯୋଜକ ନିଯୁକ୍ତ

ହାଟଡିହୀ,୨୭ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ବିଜେଡିର ଦୁଇ ସକ୍ରିୟ ଯୁବ ନେତାଙ୍କୁ ଚାନ୍ଦବାଲି ନିର୍ବାଚନ ସଂଯୋଜକ ଭାବେ ନିଯୁକ୍ତି ମିଳିଛି। ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ…

ରାଜପଥ କଡ଼ରୁ ହଟୁନି ଟ୍ରକ୍‌

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଗତ ଦିନରେ କେନ୍ଦୁଝର ଜିଲା ଦେଇ ଯାଇଥିବା ଜାତୀୟ ରାଜପଥରେ ଅନେକ ଦୁର୍ଘଟଣା ଘଟି ବହୁ ଧନଜୀବନହାନି ହୋଇଛି। ବାରମ୍ବାର ଦୁର୍ଘଟଣା ପରେ ମଧ୍ୟ ଜାତୀୟ ରାଜପଥ କଡ଼ରୁ ଟ୍ରକ୍‌ର ଲମ୍ବାଧାଡ଼ି ହଟୁନାହିଁ। ତଦାରଖ ଅଭାବରୁ ଖଣିଜ…

ମାଟ୍ରିକ ପରୀକ୍ଷାରେ ଚମକିଲେ ଦିବ୍ୟ ପ୍ରସାଦ

ପାଟଣା,୨୬।୫(ବୀର କିଶୋର ଦାଶ): ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ପରିଷଦ କଟକ ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମ ଶାସନର ଛାତ୍ର ଦିବ୍ୟ ପ୍ରସାଦ ତ୍ରିପାଠୀ ମୋଟ ୫୫୨ ନମ୍ବର ୯୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?