କେନ୍ଦୁଝର

ଗାଁରେ ମିଳୁନି କାମ, ସହରମୁହାଁ ଶ୍ରମଜୀବୀ 

କେନ୍ଦୁଝର,୧୦ା୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ମହିଳା ସଶସ୍ତ୍ରୀକରଣ ପାଇଁ ବହୁ ଯୋଜନା କରୁଛନ୍ତି। କୁଶଳୀ, ଅଣକୁଶଳୀ ଆଦି ଭିତ୍ତିରେ ଘର ନିକଟରେ କାମ ଯୋଗାଇବା ପାଇଁ ପ୍ରଶାସନିକ ସ୍ତରରେ ବ୍ୟବସ୍ଥା କରାଯାଉଛି। ମାତ୍ର ଗ୍ରାମାଞ୍ଚଳରେ କାମ ନ ପାଇ ବହୁ…

ଜଳିଗଲା ହାଇଓ୍ବା

ବଡବିଲ,୮।୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଲାଣି ଥାନା ଅଧୀନ ଡବ୍ଲୁହଟିଂ ନିକଟରେ ରବିବାର ଏକ ହାଇଓ୍ବାରେ ନିଆଁ ଲାଗି ଜଳିଯାଇଛି। ହାଇଓ୍ବା ମାଟକାମବେଡ଼ାସ୍ଥିତ ଆରିୟା ପ୍ଲାଣ୍ଟରୁ ପେଲେଟ ବୋଝେଇ କରି ବଲାଣି ରେଲୱେ ସାଇଡିଂ ଅଭିମୁଖେ ଯାଉଥିଲା। ଡବ୍ଲ୍ୟୁହଟିଂ ଛକରେ ହାଇଓ୍ବାର…

ମଧ୍ୟାହ୍ନଭୋଜନରେ ମିଳୁନି ଅଣ୍ଡା

ଚମ୍ପୁଆ,୮ା୧୦(ମହେଶ୍ୱର ଦାସ)କେନ୍ଦୁଝର ଜିଲା ଚମ୍ପୁଆ ଏନ୍‌ଏସି ଅନ୍ତର୍ଗତ ଗୋଧୂଳି ୟୁଜିୟୁପି ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ୭ ଦିନ ହେବ ମଧ୍ୟାହ୍ନଭୋଜନରେ ଅଣ୍ଡା ମିଳୁନାହିଁ। ଏ ନେଇ ଅଭିଭାବକ ଅସନ୍ତୋଷ ବ୍ୟକ୍ତ କରିବା ସହ ଚମ୍ପୁଆ ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।…

ଧାନ ଫସଲରେ ଶୋଷକ ପୋକ

ଚମ୍ପୁଆ, ୮ା୧୦(ମହେଶ୍ୱର ଦାସ)ଅଧିକ ଅମଳ ଆଶାରେ ଉନ୍ନତ ମାନର ବିହନ ଚାଷ କରିଥିଲେ। ଧାନ ପାଚିବା ସମୟରେ ଫସଲରେ ଶୋଷକ ପୋକ ଲାଗି ଫଳରୁ ରସ ଶୋଷି ଅଗାଡ଼ି କରିଦେଉଛନ୍ତି। ଗଛ ସତେଜ ଥିବା ବେଳେ ଧାନ ଭିତରେ ମଞ୍ଜି ରହୁନାହିଁ।…

୪ ଛେଳି ଖାଇଲା ବାଘ, ଲୋକେ ଆତଙ୍କିତ

କେନ୍ଦୁଝର,୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ରେଞ୍ଜ ଢେଙ୍କିକୋଟ ସେକ୍ସନ କାଳିମାଟି ଡ୍ୟାମ୍‌ ନିକଟ ବାରବାଙ୍କ ଜଙ୍ଗଲରେ ବାଘ ଆକ୍ରମଣରେ ୪ଟି ଛେଳିଙ୍କ ଜୀବନ ଯାଇଛି। ପ୍ରକାଶ ଯେ, ଢେଙ୍କିକୋଟ ଅଞ୍ଚଳର ବାସନ୍ତୀ ଓ ଲମ୍ବୋଧର ମୁଣ୍ଡାଙ୍କ ଛେଳି ଧରି ଶୁକ୍ରବାର ଦୁଇ…

୨ ଦିନରେ ୪ ଘର ଭାଙ୍ଗିଲା ଗୋଠଛଡ଼ା ଦନ୍ତା

ପାଟଣା,୬ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ରାଇଡ଼ିହା ବିଟ୍‌ ଅଞ୍ଚଳରେ ଗୋଠ ଛଡ଼ା ଦନ୍ତା ଗୁରୁବାର ରାତିରେ ଉତ୍ପାତ କରିଛି। ଏହି ବିଟ୍‌ ଅଧୀନ ପୁରୁଣା ପାଣିର ୱାର୍ଡ ମେମ୍ବର ପାଣ୍ଡ ମୁଣ୍ଡାଙ୍କ ଗୋଟିଏ ଖପର ଘର ସମ୍ପୂର୍ଣ୍ଣ ଭାଙ୍ଗିଥିବା…

ଟ୍ରକ୍‌ ଧକ୍କାରେ ବାପାଙ୍କ ମୃତ୍ୟୁ, ଶିଶୁ ଗୁରୁତର

ବଡବିଲ,୬।୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର କାଶିଆ ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏଥିରେ ବାପାଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ୫ ବର୍ଷର ପୁଅ…

ଭଉଣୀଙ୍କୁ ଗୁଳିକରି ହତ୍ୟା କଲେ ଭାଇ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନା ସୋମଗିରି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟିଥିବା ନେଇ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ନିଜ ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ନିଜ ଭଉଣୀକୁ ଗୁଳି ମାରି ହତ୍ୟା କରିବା ପରେ…

ପୁଣି ଘର ଭାଙ୍ଗିଲା ଗୋଠଛଡ଼ା ଦନ୍ତା, ଖାଇଗଲା ଧାନଚାଉଳ

ପାଟଣା,୬ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଉଦୟପୁର ବିଟ୍‌ ଅଞ୍ଚଳ ବରବେଡ଼ା ଗ୍ରାମର ଦୟାନିଧି ନାଏକ ଓ ହଳଦୀ ବଟା ମୁଣ୍ଡା ସାହିର ଦଡେ ମୁଣ୍ଡାଙ୍କ ଖପର ଘର ଭାଙ୍ଗି ଦେଇଛି ଗୋଠଛଡ଼ା ଦନ୍ତା। ଦୟାନିଧି ଓ ଦଡେ ଘରେ…

ଲକ୍ଷାଧିକ ଟଙ୍କାର ଶାଳଗଣ୍ଡି ଜବତ

ପାଟଣା,୬ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ ମୁକ୍ତାପୁର ଗାଁ ନିକଟ ଏକ ଚତୁରୀରୁ ବନବିଭାଗ ଚଢ଼ାଉ କରି ୨୪ଟି ଶାଳଗଣ୍ଡି ଜବତ କରିଛି। ସୂଚନାଯୋଗ୍ୟ, କାଠମାଫିଆମାନେ ଗ୍ରାମ୍ୟ ଜଙ୍ଗଲରୁ ମୂଲ୍ୟବାନ ଶାଳଗଛ କାଟି ଚାଲାଣ କରାଯିବା ଉଦ୍ଦେଶ୍ୟରେ…

ଟ୍ରକରେ ପିଟିହେଲା ବାଇକ୍‌, ଦମ୍ପତି ଗୁରୁତର

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ବାଲିଆଗୋଡ଼ା ନିକଟ ରାସ୍ତା ପାର୍ଶ୍ୱରେ ଅଟକି ରହିଥିବା ଟ୍ରକ ପଛପଟେ ଏକ ବାଇକ୍‌ ପିଟି ହୋଇଯାଇଥିଲା। ଫଳରେ ଦମ୍ପତି ଗୁରୁତର ହୋଇଛନ୍ତି। ସେମାନେ ହେଲେ ବାଲିଆଗୋଡ଼ା…

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡାଦେଶ

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ଫାଷ୍ଟ ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଗୁରୁବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତ କୁନା ଓରଫ କୁଲୁ ମୁଣ୍ଡା(୨୩)ଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ ସଶ୍ରମ ଜେଲ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri