କେନ୍ଦୁଝର

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ ରାଲି ବାହାରି ପାଟଣା ବ୍ଲକ ପରିକ୍ରମା କରି ଡୁମୁରିଆରେ ଶେଷ ହୋଇଛି। ଏହି ବାଇକ…

ଘରକୁ ଘର ବୁଲି ପ୍ରାର୍ଥୀଙ୍କ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ହାଟଡିହୀ ବ୍ଲକର ୩୭ନଂ ଜୋନ୍‌ରେ ଭାଜପା କାର୍ଯ୍ୟକର୍ତ୍ତା ଏବଂ କର୍ମୀମାନେ ବିଭିନ୍ନ ପଞ୍ଚାୟତ ଗସ୍ତକରି ପ୍ରଚାର କରିବା ସହ ଭୋଟ୍‌ ଭିକ୍ଷା କରୁଛନ୍ତି। ଘରକୁ ଘର ଯାଇ ଭୋଟରମାନଙ୍କୁ ଭାଜପା ପୁସିଂ…

୧ ନଂ ଜୋନ୍‌ରେ ଜମୁଛି ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର

ହାଟଡିହୀ,୧୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ଗୁରୁବାର ୧ ନଂ ଜୋନ୍‌ରେ ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର କରିଛି। ପ୍ରଥମେ କର୍ମୀମାନେ ଗହଲମୁଣ୍ଡା ଠାରେ ଏକଜୁଟ୍‌ ହୋଇଥିଲେ। ପରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେ ସମର୍ଥକଙ୍କ ସହ…

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା, ୬ ମୃତ

କେନ୍ଦୁଝର,୧୫ା୫: ବୁଧବାର ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ସିରିଜ ଦୁର୍ଘଟଣାରେ ୫ ଜଣ ପ୍ରାଣ ହରାଇଛନ୍ତି। କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଦୁଇଟି ଟ୍ରକ୍ ଧକ୍କା ଦେବା ଫଳରେ…

ଛେନାପଦୀରେ ବଦ୍ରି, ଧନୁର୍ଜୟ, ଅଭିମନ୍ୟୁଙ୍କ ଶକ୍ତି ପ୍ରଦର୍ଶନ

ହାଟଡିହୀ,୧୫ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦୀଠାରେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡିର ବରିଷ୍ଠ କର୍ମୀ ଏବଂ ଯୁବ ଗୋଷ୍ଠୀଙ୍କୁ ନେଇ ବୁଧବାର ସନ୍ଧ୍ୟାର ଏକ ନିର୍ବାଚନୀ ବୈଠକ ଅନୁଷ୍ଠିତ ହୋଇଛି l ଏଥିରେ ଘସିପୁରା ବିଧାନସଭା କ୍ଷେତ୍ରର ବିଜେଡି…

ନିଜ ସପକ୍ଷରେ ଭୋଟ୍‌ ଦେବାକୁ ଭୋଟରଙ୍କୁ ନିବେଦନ କଲେ ଅଭିମନ୍ୟୁ

ହାଟଡିହୀ,୧୫ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସମଣା ପଞ୍ଚାୟତ ବରାଙ୍ଗଠାରେ ମହିଳା ବିଜେଡି କାର୍ଯ୍ୟାଳୟ ଉଦ୍‌ଘାଟିତ ହୋଇଛି। ପ୍ରଥମେ ମହିଳାମାନେ ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କୁ ବନ୍ଦାପନା କରିଥିଲେ। ପରେ ଅଭିମନ୍ୟୁ ଫିତା କାଟି କାର୍ଯ୍ୟାଳୟକୁ ଉଦ୍‌ଘାଟନ…

୭ ପଞ୍ଚାୟତରେ ନିର୍ବାଚନୀ ପ୍ରଚାର ଜୋର୍‌ଦାର

ହାଟଡିହୀ,୧୫ା୫(ଶୁଭକାନ୍ତ ନାୟକ): ବୁଧବାର ୭ଟି ପଞ୍ଚାୟତରେ ନିର୍ବାଚନୀ ପ୍ରଚାର ଜୋର୍‌ଦାର କରିଛି ବିଜେଡି। ପ୍ରଥମେ କର୍ମୀମାନେ ବିଦ୍ୟାଧରପୁର ବଜାରଠାରେ ଏକଜୁଟ୍‌ ହୋଇଥିଲେ। ପରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ସମର୍ଥକଙ୍କ ସହ ହଦଗଡ଼, ବାଲିବରେଇ, ବାଙ୍ଗୋର,ସୋସୋ, କେ. ବାଲିପାଳ, ପଢ଼ିଆରିପଲ୍ଲୀ,…

ସ୍ତ୍ରୀଙ୍କୁ ହତ୍ୟା କରି ବସ୍ତାରେ ପୁରାଇ ରଖିଥିଲେ ସ୍ବାମୀ, ଝିଅ ଖୋଜିବା ପରେ…

କେନ୍ଦୁଝର,୧୪ା୫(ନରେଶ ଚନ୍ଦ୍ର ପଟ୍ଟନାୟକ)- କେନ୍ଦୁଝର ଜିଲା ବାରିଆ ଥାନା ଅଧୀନ ଷଡ଼ଙ୍ଗୀ ଗ୍ରାମରେ ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ବସ୍ତାରେ ପୂରାଇ ଘରେ ଲୁଚାଇ ରଖିବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ଗ୍ରାମବାସୀ ଅଭିଯୁକ୍ତଙ୍କୁୁ ଧରି ପୋଲିସ ଜିମା ଦେଇଛନ୍ତି। ପୋଲିସ ମୃତଦେହ…

ଶକ୍ତି ପ୍ରଦର୍ଶନ କଲା ବିଜେଡି: ୭ ପଞ୍ଚାୟତରେ ବାଇକ୍‌ ରାଲି

ହାଟଡିହୀ,୧୪l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ପକ୍ଷରୁ ବାଇକ୍‌ ରାଲି ମାଧ୍ୟମରେ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଇଛି। ମଙ୍ଗଳବାର ହାଟଡିହୀ ବ୍ଲକର ୩୭ନମ୍ବର ଜୋନ ଅଧୀନ ଳିଙ୍ଗା, ଶାଳନିଆ,ଡ଼ଅଁର, ଗେଡ଼ମା, ଆଇତିପୁର, ସଡ଼ଙ୍ଗ, ହାବେଳେଶ୍ୱର ପ୍ରଭୃତି ୭ଟି…

ପରିବାବାଲା ଗାଡ଼ିରୁ ଲକ୍ଷେ ଟଙ୍କା ଜବତ

ହାଟଡିହୀ,୧୪l୫(ଶୁଭକାନ୍ତ ନାୟକ): ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦୁଝର ଜିଲା ସୋସୋ ପୋଲିସ ଏବଂ ଫ୍ଲାଇଂ ସ୍କ୍ବାଡ୍‌ ଅଧିକାରୀ କେନ୍ଦୁଝର- ଭଦ୍ରକ ସୀମାନ୍ତ ଅଞ୍ଚଳ କାନପୁରଠାରେ ଗାଡି ଯାଞ୍ଚ କରୁଥିଲେ l ସେତିକିବେଳେ ଆଗରପଡାରୁ ସୋସୋ ଥାନା ଅଞ୍ଚଳକୁ ପରିବା ବିକି ପାଇ…

ଆଗକୁ ନିର୍ବାଚନ: ଅଭୟାରଣ୍ୟରୁ ଜବତ ହେଲା ବିପୁଳ ପରିମାଣରେ ଦେଶୀ ମଦ, ମହୁଲ ପୋଚ

ହାଟଡିହୀ,୧୪l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଡିଏସ୍‌ପି ପ୍ରଶାନ୍ତ କୁମାର ବେହେରା ଏବଂ ତାଙ୍କ ଟିମ୍‌କୁ ଏକ ସଫଳତା ମିଳିଛି। ବେଆଇନ ଦେଶୀ ମଦ ପ୍ରସ୍ତୁତ ହେଉଥିବା ତିନୋଟି ଆଡ୍ଡାକୁ ଟିମ୍‌ ଠାବ କରିବାରେ ସଫଳ ହୋଇଛି। ନିର୍ବାଚନକୁ ଦୃଷ୍ଟିରେ…

ବାଇକ-ସ୍କୁଟି ମୁହାମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ପାଟଣା,୧୪।୫(ବୀର କିଶୋର ଦାଶ) କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥ କପାସପଡ଼ା ବାଙ୍କ ନିକଟରେ ମଙ୍ଗଳବାର ପୂର୍ବାହ୍ନ ଏକ ବାଇକ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣ ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?