କେନ୍ଦୁଝର

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର ଶିବ ମନ୍ଦିର ନିକଟରୁ ଏହି ଶୋଭାଯାତ୍ରା ବାହାରି ପାଟଣା ବଜାର ପରିକ୍ରମା କରିବା…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ ଅସୁସ୍ଥ ଥିବାରୁ କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ସେ…

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ କରିଛନ୍ତି l ଅଣା – ସମଣା ରାସ୍ତାର ଇଶଳା ଠାରେ ବହୁ ସଂଖ୍ୟାରେ…

ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ ହାତୀପଲ

ପାଟଣା,୧୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ବିଷ୍ଣୁପୁର ଗାଁରେ ଦୋଳଗୋବିନ୍ଦ ମିଶ୍ରଙ୍କ ଘର ଭାଙ୍ଗିବା ପରେ ପାଟଣା ସେକ୍ସନ ଅନ୍ତର୍ଗତ ମଲ୍ଲିପୋଷି ବିଟ୍‌ର ମଙ୍ଗଳପୁର ଗ୍ରାମର ପାଟନାଳି ସାହି ବୈତରଣୀ ନଦୀକୂଳରେ ୨୦ ଟିକିଆ ହାତୀପଲ ଡେରା…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି ହୋଇଥିବା ପରିସ୍ଥିତି ଏବେ ଚର୍ଚ୍ଚାର ମୁଖ୍ୟ ପ୍ରସଙ୍ଗ ସାଜିଛି। କୁକୁର ଭୟରେ ମହିଳା…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର ସମସ୍ୟା ସୃଷ୍ଟି ହୋଇଛି। ଏଭଳି ସ୍ଥିତିରେ ଅନେକ ଗ୍ରାମର ଚାଷୀମାନେ ଅସନ୍ତୋଷ ପ୍ରକାଶ…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର ପୋଲିସ ପକ୍ଷରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି। ଏହି କ୍ରମରେ ଆଜି…

ସେବା-ସହଯୋଗର ବାର୍ତ୍ତା ବାଣ୍ଟିଲା ଲକ୍ଷ୍ମୀ ନାରାୟଣ ୟୁଥ କ୍ଲବ: ଚକ୍ରତୀର୍ଥ ପୀଠରେ…

ହାଟଡିହୀ/ଛେନାପଦୀ,୧୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଚୋରଗଡ଼ିଆ ନାରାୟଣ ୟୁଥ କ୍ଲବ ପକ୍ଷରୁ ନିକଟସ୍ଥ ଚକ୍ରତୀର୍ଥ ପୀଠରେ ଏକ ଅନ୍ନ ପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଆୟୋଜିତ ହୋଇଥିଲା। ପ୍ରତି ବର୍ଷ…

ସାଇବର ଅପରାଧରୁ ଦୂରେଇ ରହିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଉପାୟ: ନନ୍ଦିପଦା ପୋଲିସ ତରଫରୁ…

ହାଟଡିହୀ/ଛେନାପଦୀ,୧୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ତରଫରୁ ଓରାଳି ହାଇସ୍କୁଲ ପରିସରରେ ସୋମବାର ଅପରାହ୍ନରେ ଛାତ୍ରୀଛାତ୍ରଙ୍କୁ ନେଇ ସାଇବର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅନଲାଇନ ଠକେଇ, ନକଲି ଲିଙ୍କ, ଓଟିପି ଓ ବ୍ୟାଙ୍କ ତଥ୍ୟର ଦୁରୁପଯୋଗ ସମ୍ପର୍କରେ ପୋଲିସ…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ ତାଙ୍କ ୨ପୁଅ କାର୍ତ୍ତିକ ଓ ତିଳ କୁମାର ଜବରଦସ୍ତ ଭାବେ ଜେସିବି ମେଶିନ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା ପରିତାପର ବିଷୟ ସାଜିଛି । ବର୍ଷା ହେଲେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ ରାଜପଥରେ ‘ଆମ ବସ’ ଗୁଡ଼ିକ ପାର୍କିଂ କରାଯାଉଛି। ଗ୍ରାମାଞ୍ଚଳର ଲୋକମାନଙ୍କୁ ସହଜରେ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?